Posted inଜାତୀୟ

ଘୋଡ଼ା ଚଢ଼ି ବିବାହ ମଣ୍ଡପରେ ପହଞ୍ଚିଲେ କନିଆ

ଭୋପାଳ,୧୬।୫: ଦେଶରେ ନାରୀ ନିର୍ଯାତନା ବଢ଼ିବାରେ ଲାଗିଛି। ତେବେ ମହିଳାମାନଙ୍କୁ ସଶକ୍ତ ହେବାର ବାର୍ତ୍ତା ଦେଇଛନ୍ତି ଜଣେ କନିଆ। ସେ ଘୋଡ଼ା ଚଢ଼ି ବିବାହ ମଣ୍ଡପରେ ପହଞ୍ଚିଛନ୍ତି। ମଧ୍ୟପ୍ରଦେଶ ଭୋପାଳରେ ଘଟିଛି ଏପରି। ସ୍ଥାନୀୟ ବାପୁ କଲୋନୀ ଜାହାଙ୍ଗୀରବାଦ୍‌ରେ ବାସ କରୁଥିବା ୨୨ ବର୍ଷ ବୟସ୍କା କନିଆ ମନାଲି ମେହରୋଲିଆ ଏଭଳି କରି ନାରୀ ସଶକ୍ତିକରଣ ପାଇଁ ଆହ୍ବାନ ଦେଇଛନ୍ତି। ବିବାହ ମଣ୍ଡପରେ ବର କୁଣାଳ ଚାମ୍ବରିଆ ମନାଲିଙ୍କ ପ୍ରତୀକ୍ଷା କରିଥିବା ଦେଖିବାକୁ ମିଳିଥିଲା। ନାରୀ ନିର୍ଯାତନା ବିରୋଧରେ ସ୍ବର ଉତ୍ତୋଳନ କରିବା ତାଙ୍କର ମୁଖ୍ୟ ଲକ୍ଷ୍ୟ ବୋଲି ମନାଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ରିସର୍ଟ ରାଜନୀତି ସରଗରମ

ଅହମଦାବାଦ,୮ା୬: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଗୁଜରାଟ ରାଜନୀତି ସରଗରମ ହୋଇଛି। ଶାସକ ଭାଜପା ପକ୍ଷରୁ ଘୋଡ଼ାବେପାର କରାଯିବା ଆଶଙ୍କାରେ କଂଗ୍ରେସ ବିଧାୟକମାନଙ୍କୁ ରାଜକୋଟ ଜିଲାସ୍ଥିତ...

ମାତୋଶ୍ରୀରେ ଚାଲିଲା ମନ୍ଥନ: ଶିବସେନା ପୁଣି ଦୋହରାଇଲା ମୁଖ୍ୟମନ୍ତ୍ରୀ ଆମ ଦଳର ହେବ

ମୁମ୍ବାଇ,୭।୧୧: ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି। ଏହା ପୂର୍ବରୁ ଭାଜପା-ଶିବସେନା ମଧ୍ୟରେ ଥିବା ବିବାଦ ଛିଣ୍ଡୁନି।...

୫ ହଜାର କିମି ଦୂରରେ ଥିବା ଶତ୍ରୁକୁ ଧ୍ୱଂସ କରିବ ଅଗ୍ନି-୫

ବାଲେଶ୍ୱର ଅଫିସ, ୨୭ା୧୦- ପ୍ରତିରକ୍ଷା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ। ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର...

ବେଙ୍ଗାଲୁରୁରେ ରାତିଅଧିଆ ଦଙ୍ଗା

ବେଙ୍ଗାଲୁରୁ,୧୩ା୮: ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟ ବିରୋଧରେ ଆପତ୍ତିଜନକ ପୋଷ୍ଟରୁ ମଙ୍ଗଳବାର ବିଳମ୍ବିତ ରାତିରେ ବେଙ୍ଗାଲୁରୁରେ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଛି। ଏହାକୁ ନେଇ...

ଏବେ ଆଉ କାମ ଦେବନି ଚାଇନାର ଚତୁରତା: ଭାରତ ଦେବ କଡ଼ା ଜବାବ

ନୂଆଦିଲ୍ଲୀ,୨ା୧୦: ଚାଇନାକୁ ଉପଯୁକ୍ତ ତଥା କଡ଼ା ଜବାବ ଦେବା ପାଇଁ ସୀମାରେ ଭାରତର କେ-୯ ବଜ୍ର ପ୍ରସ୍ତୁତ ରହିଛି। ଏବେ ଆଉ ଚାଇନାର କୌଣସି ଚତୁରତା...

ମୋଦିଙ୍କ ନୂଆବର୍ଷ ଭେଟି: ଜମ୍ମୁ-କଶ୍ମୀରରେ ମାଗଣା ସ୍ବାସ୍ଥ୍ୟସେବା

ନୂଆଦିଲ୍ଲୀ,୨୬।୧୨: ପ୍ରଧାନମନ୍ଦ୍ରୀ ନରେନ୍ଦ୍ର ମୋଦି ଜମ୍ମୁ-କଶ୍ମୀର ଲୋକଙ୍କୁ ଶନିବାର ନୂଆବର୍ଷ ଭେଟି ଦେଇଛନ୍ତି। ଏଣିକି ରାଜ୍ୟରେ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। କେନ୍ଦ୍ର ସରକାରଙ୍କ...

ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହେଲେ କଙ୍ଗନା

ନୂଆଦିଲ୍ଲୀ,୮ ।୧୧: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ଦେଶର ଚତୁର୍ଥ ବେସାମରିକ ସମ୍ମାନ ପଦ୍ମଶ୍ରୀ ପୁରସ୍କାର ସେ ସୋମବାର...

ଦେଶରେ କରୋନା ମୃତ୍ୟୁସଂଖ୍ୟା ୫୦ ହଜାର ମୁହାଁ

ନୂଆଦିଲ୍ଲୀ,୧୬।୮: କରୋନା ସଂକ୍ରମଣ ବେଳକୁ ବେଳ ଡରାଇ ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ରହିଛି ୬୩,୪୮୯। ଏହାସହ ୨୪...

Advertisement
Archives

Model This Week