ଚଢ଼ା ଦରରେ କିରୋସିନ ବିକ୍ରି ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୩।୫(ଡି.ଏନ୍‌.ଏ.): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଚଢ଼ା ଦରରେ ପିଡିଏସ୍‌ କିରୋସିନ ବିକ୍ରିକୁ ନେଇ ଅସନ୍ତୋଷ ଦେଖାଯାଇଛି। ପୂର୍ବରୁ କିରୋସିନ ୩୦ ଟଙ୍କାରେ ବିକ୍ରି କରାଯାଉଥିବାବେଳେ ଏବେ ଲକ୍‌ଡାଉନ ଯୋଗୁ ରାଶନ କାର୍ଡ଼ ହିତାଧିକାରୀଙ୍କୁ ୧୮ଟଙ୍କାରେ ଏହା ଦିଆଯିବାକୁ ନିର୍ଦ୍ଦେଶ ରହିଛି। ମାତ୍ର ଦାରିଙ୍ଗବାଡି ଅଞ୍ଚଳରେ ପୂର୍ବଭଳି ହିତାଧିକାରୀଙ୍କୁ ଲିଟର ପିଛା ୩୦ଟଙ୍କାରେ ବିକ୍ରି କରାଯାଉଥିବା ବାଡାବାଙ୍ଗା ପଞ୍ଚାୟତର ଲଳିତା ପ୍ରଧାନ, ପ୍ରଣୀତା ପ୍ରଧାନ, ରୁବତି ପ୍ରଧାନ ପ୍ରମୁଖ ଅଭିଯୋଗ କରିଛନ୍ତି। ଏନେଇ ଯୋଗାଣ ନିରୀକ୍ଷକ ନିହାର ରଞ୍ଜନ ବେହେରାଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ପୂର୍ବରୁ ୨୪ ହଜାର ଲିଟର ଉଚ୍ଚ ଦରରେ କିରୋସିନ ଅଣାଯାଇଥିଲା। ତାହା ସରିବା ପରେ ୧୮ଟଙ୍କିଆ କିରୋସିନ ବଣ୍ଟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କରିବ କି ୟୁକ୍ରେନ? ରୁଷିଆ ଆକ୍ରମଣରେ ଦୋହଲିଗଲା କ୍ୱିଭ, ଆୟରଲ୍ୟାଣ୍ଡ ଯାତ୍ରାକୁ ଅଧାରେ ଛାଡି ଫେରିଲେ ଜେଲେନସ୍କି

କ୍ୱିଭ,୨।୭: ତୈଳ ବିଶୋଧନାଗାର ଏବଂ ଡିପୋ ଉପରେ ଡ୍ରୋନ ଆକ୍ରମଣ ଯୋଗୁ କ୍ରୋଧିତ ହୋଇ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ରାଜଧାନୀ କ୍ୱିଭ ଉପରେ ବଡ଼…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଆମେରିକା-ଇରାନ ଯୁଦ୍ଧ ଯୋଗୁ ବନ୍ଦ ଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସ ପଶ୍ଚିମ ଏସିଆ ସେବା ପୁନର୍ବାର ଆରମ୍ଭ କରିଛି

ନୂଆଦିଲ୍ଲୀ,୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିଲା; କିନ୍ତୁ, ଉତ୍ତେଜନା ହ୍ରାସ ପରେ, ଏୟାର ଇଣ୍ଡିଆ ଏକ୍ସପ୍ରେସ ଏକ ଗୁରୁତ୍ୱପୂର୍ଣ୍ଣ…

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri