ଚଢ଼ା ଦରରେ ସାମଗ୍ରୀ ବିକି ୨୭ ବ୍ୟବସାୟୀ ଗିରଫ

ଝାରସୁଗୁଡା ଅଫିସ,୧ା୪-ଝାରସୁଗୁଡା ସହର ଶୁକର ବଜାର ଡେଲି ମାର୍କେଟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ା ଦରରେ ବିକ୍ରୟ କରୁଥିବା ଅଭିଯୋଗ ହେବା ପରେ ପ୍ରଶାସନ ବୁଧବାର ଏଠାରେ ଚଢ଼ାଉ କରିଛି। ଝାରସୁଗୁଡା ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନ ଓ ଅନ୍ୟ ଅଧିକାରୀମାନେ ଏଠାରେ ଚଢ଼ାଉ କରି ୨୭ ଜଣ ବ୍ୟବସାୟୀଙ୍କୁ ଗିରଫ କରିଛନ୍ତି। ଏମାନେ ଆଳୁ, ପିଆଜ ଭଳି ସାମଗ୍ରୀକୁ ଅଧିକା ଦରରେ ବିକ୍ରି କରୁଥିବା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ :ରାସ୍ତାକୁ ମାଡ଼ି ବସିଥିବା ଦୋକାନ, କ୍ୟାବିନ ହଟିବ

ପୁରୀ ଅଫିସ, ୧।୩: ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଶନିବାର ସଡ଼କ ସୁରକ୍ଷା ସଂକ୍ରାନ୍ତ ସଂସଦୀୟ କ୍ଷେତ୍ର କମିଟି (ପିସିସି) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି...

ହାତୀକୁ ସୁରକ୍ଷା ଦେବା ଲାଗି ଖଣିକମ୍ପାନୀକୁ ତାଗିଦ: ଜୁରୁଡ଼ି ଅଞ୍ଚଳରେ ବୁଲୁଛନ୍ତି ୧୭ ହାତୀ

ଯୋଡ଼ା, ୩୦।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବନପାଳଙ୍କ ଅଞ୍ଚଳରେ ୧୭ଟି ହାତୀ ଘୁରିବୁଲୁଥିବା ଖବର ହସ୍ତଗତ ହୋଇଛି। ଯୋଡ଼ା ବନପାଳ ପିଅନ ନାଏକଙ୍କ ସୂଚନା ମୁତାବିକ...

ହଜି ଯାଉଛିି ଶୈଶବ : ବହିବସ୍ତାନି କାନ୍ଧରେ ପରିବାର ବୋଝ

ପୁରୀ ଅଫିସ,୨ା୯: ଶିଶୁ ଦେଶର ଭବିଷ୍ୟତ। ଶିଶୁ ହସିଲେ ଦେଶ ହସିବ। ହେଲେ ଏବେ ଶିଶୁଙ୍କ କାନ୍ଧରେ ବହିବସ୍ତାନି ବଦଳରେ ପରିବାର ବୋଝ ଲଦି ହୋଇଯାଉଛି।...

ପାରିବାରିକ କଳହରୁ : ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁଲେ ମା’

ବ୍ରହ୍ମପୁର ଅଫିସ,୧୨ା୧୦-ବ୍ରହ୍ମପୁର ରେଳଷ୍ଟେଶନ ନିକଟରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ୨ ଝିଅଙ୍କୁ ଧରି ଟ୍ରେନ...

ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଫେରନ୍ତା : ଚିହ୍ନଟ ପରେ କ୍ୱାରାଣ୍ଟାଇନରେ ୧୨ ଜଣ

ଅନୁଗୋଳ ଅଫିସ୍, ୨ା୪- ଦିଲ୍ଲୀର ହଜରତ ନିଜାମୁଦ୍ଦିନରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ପ୍ରାୟ ୩ ଜଣ ଧର୍ମଗୁରୁ ଅନୁଗୋଳ ଆସିଥିବା ଜଣାପଡିଛି । ସେମାନେ...

ଚାଷ ଦେଇଛି ପୁରସ୍କାର

ବଅଁରପାଳ, ୧୦।୮(ଡି.ଏନ୍‌.ଏ.) – ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ ବି ଚାଷକୁ କରିହେବ ପେସା। ଭଲ ଲାଭ ମିଳିପାରିବ ଏଥିରୁ। ଏହାକୁ ପ୍ରମାଣିତ କରିଛନ୍ତି ବଅଁରପାଳ...

ରାତିସାରା ଷ୍ଟେଶନରେ ଶୋଉଛନ୍ତି ଯାତ୍ରୀ

କେନ୍ଦୁଝର,୧୪ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଏକ ଗରିବ ଓ ଆଦିବାସୀ ବହୁଳ ଜିଲା। ଜିଲାବାସୀ ବିଭିନ୍ନ ସ୍ଥାନକୁ ସ୍ବଳ୍ପ ଖର୍ଚ୍ଚରେ ଯିବା ଆସିବା ପାଇଁ ରେଳ ଉପରେ ଭରସା...

ଚମକ ଭରିଛି ଚନ୍ଦନଯାତ୍ରା

ବଇଣ୍ଡା,୨୦।୫(ପରିକ୍ଷିତ ସାହୁ) ୧୯୭୭ରୁ ଆରମ୍ଭ ହୋଇଥିବା ବଇଣ୍ଡା ଚନ୍ଦନଯାତ୍ରାରେ କରୋନା ଲଗାଇଥିଲା ବ୍ରେକ୍‌। ୨୦୨୦ ଓ ୨୦୨୧ ମସିହାରେ ଏହି ଯାତ୍ରା କେବଳ ଠାକୁରଙ୍କ ନୀତିକାନ୍ତିରେ...

Advertisement
Archives

Model This Week