ଚଢ଼ା ଦରରେ ସାମଗ୍ରୀ ବିକି ୨୭ ବ୍ୟବସାୟୀ ଗିରଫ

ଝାରସୁଗୁଡା ଅଫିସ,୧ା୪-ଝାରସୁଗୁଡା ସହର ଶୁକର ବଜାର ଡେଲି ମାର୍କେଟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ା ଦରରେ ବିକ୍ରୟ କରୁଥିବା ଅଭିଯୋଗ ହେବା ପରେ ପ୍ରଶାସନ ବୁଧବାର ଏଠାରେ ଚଢ଼ାଉ କରିଛି। ଝାରସୁଗୁଡା ପୌର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନ ଓ ଅନ୍ୟ ଅଧିକାରୀମାନେ ଏଠାରେ ଚଢ଼ାଉ କରି ୨୭ ଜଣ ବ୍ୟବସାୟୀଙ୍କୁ ଗିରଫ କରିଛନ୍ତି। ଏମାନେ ଆଳୁ, ପିଆଜ ଭଳି ସାମଗ୍ରୀକୁ ଅଧିକା ଦରରେ ବିକ୍ରି କରୁଥିବା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ସହରରୁ ଆଉ ୨୩୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୮।୯: କଟକ ସହରରୁ ମଙ୍ଗଳବାର ଆଉ ୨୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୪୫ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ରୁଦ୍ର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆସନ୍ତା ୩୦ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ। ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସରକାରୀ...

ଅଳିଆ ଆବର୍ଜନାରେ ଭରପୂର ମେଡିକାଲ ପରିସର

ଗଞ୍ଜାମ,୨୦।୧୧(ଡି.ଏନ୍‌.ଏ.): ସହରକୁ ସ୍ବଚ୍ଛ ଓ ସୁନ୍ଦର ନିମନ୍ତେ ସ୍ବଚ୍ଛ ଭାରତ ମିଶନରେ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି l କିନ୍ତୁ କିଛି ସ୍ଥାନରେ...

ହାଇଦର ଏନ୍‌କାଉଣ୍ଟର ଘଟଣା: ରିପୋର୍ଟ ତଲବ କଲେ ମାନବ ଅଧିକାର ଆୟୋଗ

ବାଲେଶ୍ୱର ଅଫିସ,୨୬।୭: ହାଇଦର ଏନକାଉଣ୍ଟର ଘଟଣାରେ ରିପୋର୍ଟ ତଲବ କଲେ ଓଡ଼ିଶା ମାନବ ଅଧିକାର ଆୟୋଗ। ୪ ସପ୍ତାହ ଭିତରେ ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ...

ପୁନରୁଦ୍ଧାର ଅପେକ୍ଷାରେ ଦୁଃଖିଶ୍ୟାମ ଛତା ମଠ

ପୁରୀ ଅଫିସ,୨୧ା୧୦: ନୀଳାଚଳ କ୍ଷେତ୍ରରେ ଥିବା ୩୭୪ ମଠ ଓ ଆଶ୍ରମ ମଧ୍ୟରୁ ଅନ୍ୟତମ ପ୍ରାଚୀନ ମଠ ହେଉଛି ଦୁଃଖିଶ୍ୟାମ ଛତାମଠ। ଦୁଃଖିଶ୍ୟାମ ଦାସ ପ୍ରଥମେ...

ବାତ୍ୟା: କ୍ଷୟକ୍ଷତି ଆଶଙ୍କାରେ ଚାଷୀ

ପଟ୍ଟାମୁଣ୍ଡାଇ,୧୧।୫(ସ୍ବ.ପ୍ର.): ସମ୍ଭାବ୍ୟ ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ସତର୍କ କରାଇଛି। ବାତ୍ୟା ବିପଦ ଟଳିଥିଲେ...

ବାରିପଦା, ବଲାଙ୍ଗୀରରେ କୋଭିଡ୍‌-୧୯ ପରୀକ୍ଷା କେନ୍ଦ୍ର ପ୍ରତିଷ୍ଠା ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୩ା୪: ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାର ପ୍ରଭାବରେ ସାରା ବିଶ୍ବରେ ଆତଙ୍କ ଖେଳିଯାଇଛି। ତେବେ ଭାରତରେ କରୋନା...

ପାନୀୟ ଜଳ ପ୍ରକଳ୍ପ ପାଇଁ ବଳିପଡ଼ିବ ଗଛ

କେନ୍ଦ୍ରାପଡ଼ା ଅଫିସ, ୧୮ା୪: କେନ୍ଦ୍ରାପଡ଼ା ଜିଲାରେ ବିକାଶ ନାମରେ ବିନାଶ ଚାଲିଛି। ପ୍ରାକୃତିକ ପରିବେଶଘେରା ଗ୍ରାମ୍ୟ ଜଙ୍ଗଲରୁ ଗଛ ବଳି ପକାଇ ପ୍ରକଳ୍ପ କରାଯିବାକୁ ମସୁଧା...

Advertisement
Archives

Model This Week