ଚଣ୍ଡପଡ଼ାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ବଖରା

ବ୍ରହ୍ମଗିରି,୭।୧୨(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୋନାଲି ଭଟ୍ଟ, ତପନ ଭଟ୍ଟ, ବିପିନ ଭଟ୍ଟ, ଚନ୍ଦନ ଭଟ୍ଟ, ସୁଷମା ଭଟ୍ଟ, ଅଭାଗିନୀ ଭଟ୍ଟ, ଅଶୋକ ଭଟ୍ଟ, ଜାନକୀ ଭଟ୍ଟ, କୁଞ୍ଜବିହାରୀ ଭଟ୍ଟ, ବସନ୍ତ ଭଟ୍ଟ, ଧୋଜରାଜ ଭଟ୍ଟଙ୍କ ୧୨ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ଘରର ସମସ୍ତ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଥିବା ବେଳେ ଗୋରୁ ମଧ୍ୟ ଆହତ ହୋଇଛନ୍ତି। ଖବରପାଇ ବ୍ରହ୍ମଗିରି ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କ ସହଯୋଗରେ ନିଆଁକୁ ଆୟତ୍ତ କରିଥିଲା। ତେବେ ଆଗ୍ନିକାଣ୍ଡର କାରଣ ଏଯାବତ୍‌ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri