ଚତୁର୍ଥଦିନରେ ସେବା ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୦।୭: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପରିସରରେ ଥିବା ସେବା ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା ଶନିବାର ଚତୁର୍ଥ ଦିନରେ ପହଞ୍ଚିଛି। ନୂତନ ଭାବେ ନିର୍ମିତ ଛାତ୍ରାବାସରେ ଛାତ୍ରଙ୍କୁ ରହିବାକୁ ଅନୁମତି ଦାବିନେଇ ଉଭୟ ଛାତ୍ରୀଛାତ୍ର ଚାରିଦିନ ଧରି ଶ୍ରେଣୀ ବର୍ଜନ କରିବା ସହ କଲେଜ ଫାଟକ ଆଗରେ ଧାରଣା ଦେଇଛନ୍ତି । ନିଜର ସମସ୍ତ ଜିନିଷ ତଥା ପୋଷାକପତ୍ର ଧାରଣାସ୍ଥଳରେ ରଖି ଶନିବାର ରୋଷେଇ କରିଛନ୍ତି। ତେବେ ଚାରିଦିନ ପରେ ବି କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୋଣସି ପ୍ରତିକ୍ରିୟା ମିଳିନାହିଁ । ଅନ୍ୟପକ୍ଷରେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଅବ୍ୟାହତ ରହିବବୋଲି ଛାତ୍ରୀଛାତ୍ର କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ପଠାଣି ସାମନ୍ତ ଗଣିତ ମେଧା ପରୀକ୍ଷା: ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଚମତ୍କାର ସଫଳତା

ଛତ୍ରପୁର, ୧।୯ (ଦିଲ୍ଲୀପ ସାମଲ): ପଠାଣି ସାମନ୍ତ ଗଣିତ ମେଧା ବୃତ୍ତି ପରୀକ୍ଷାରେ ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ବିଦ୍ୟାଳୟ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri