ଚତୁର୍ଥ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ୭ଜଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୪ରେ ପହଞ୍ଚିଛି। ବୁଧବାର ସୁଦ୍ଧା ୬୧୦ ନମୂନା ପରୀକ୍ଷାର ରିପୋର୍ଟ ଆସିଥିବା ବେଳେ ସେଥିରୁ ପଜିଟିଭ୍‌ ଅଛନ୍ତି ୪ଜଣ। ପ୍ରଥମ ଦୁଇଜଣଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂଖ୍ୟା ୫୫ ଥିବା ବେଳେ

ତୃତୀୟ ଆକ୍ରାନ୍ତଙ୍କ ସସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୧୨ ରହିଛି। ମଙ୍ଗଳବାର ଚିହ୍ନଟ ହୋଇଥିବା ଚତୁର୍ଥ ମାମଲା ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ସଂଖ୍ୟା ୭ ରହିଛି। ବିଭିନ୍ନ ଚିକିତ୍ସାଳୟରେ ୮୮ଜଣ କରୋନା ସନ୍ଦିଗ୍ଧ ପୃଥକାବାସରେ ରହୁଛନ୍ତି। ରାଜ୍ୟ ସରକାରଙ୍କ ପୋର୍ଟାଲ ଏବଂ ୧୦୪ନଂରେ ୧୫ହଜାର ୪୫ଜଣ ପଞ୍ଜିକୃତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪୩୩୨ଜଣ ବିଦେଶ ଫେରନ୍ତା ରହିଛନ୍ତି ବୋଲି ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟର ଯୋଗାଣ ବିଳମ୍ବରୁ ଚାଇନାରେ ବଢ଼ିଥିଲା ମୃତ୍ୟୁସଂଖ୍ୟା

ବେଜିଂ,୧୨।୪(ପି.ଟି.): ଚାଇନାରେ ଉପଯୁକ୍ତ ସମୟରେ ଯଥେଷ୍ଟ ଭେଣ୍ଟିଲେଟର ଯୋଗାଣ ହୋଇଥିଲେ କରୋନାଜନିତ ମୃତ୍ୟୁସଂଖ୍ୟାକୁ ହ୍ରାସ କରାଯାଇ ପାରିଥାନ୍ତା ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ସେଠାରେ କରୋନାରେ...

୧୦୫ ଟଙ୍କା ପେଟ୍ରୋଲ ପାଇଁ ବନ୍ଧୁକ ଦେଖାଇଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ରାଜଧାନୀରେ କଥା କଥାକେ ଗର୍ଜୁଛି ଚୋରା ବନ୍ଧୁକ। ସାମାନ୍ୟ କଥାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରୁଛନ୍ତି। ସୋମବାର ରାତିରେ ଏଭଳି ଏକ...

ମହିଳାଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୮।୩(ବ୍ୟୁରୋ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ନାରୀ...

ଡରାଉଛି ମୃତ୍ୟୁସଂଖ୍ୟା: ରାଜ୍ୟରେ କରୋନା ନେଲା ସର୍ବାଧିକ ୨୨ ଜୀବନ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୭୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ପ୍ରସିଦ୍ଧ ଭଦ୍ରକ କାଳୀପୂଜା: ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର

ଭଦ୍ରକ ଅଫିସ,୨୯।୧୦- ଦୀପାବଳିଠାରୁ ଆରମ୍ଭ ହୋଇଛି ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା।୧୧ଟି ଅସ୍ଥାୟୀ ମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିକୁ ପୂଜାର୍ଚ୍ଚନା କରାଯାଇ ଆବାହନ କରାଯାଇଛି। ସୋମବାର...

ବିଜେଡି ନେତ୍ରୀ ମିନାକ୍ଷୀଙ୍କ ଆତ୍ମାହୁତି ଘଟଣା: ୯ ଦିନ ପରେ ଆଖି ବୁଜିଲେ

ବ୍ରହ୍ମପୁର ଅଫିସ/ ଭୁବନେଶ୍ୱର,୨୦।୨(ବ୍ୟୁରୋ): ମହିଳା ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ତାଙ୍କ ପୁଅ ରାଜା ଓରଫ କୃତିବାସ ମିଶ୍ରଙ୍କୁ...

ହସ୍ପିଟାଲରେ ଭର୍ତ୍ତି ହେବା ପାଇଁ କୋଭିଡ୍‌ ଟେଷ୍ଟ ଆବଶ୍ୟକ ନାହିଁ

ଭୁବନେଶ୍ୱର, ୧୫।୨(ବ୍ୟୁରୋ):ରାଜ୍ୟରେ ଏଣିକି ହସ୍ପିଟାଲରେ ଭର୍ତ୍ତି ହେବା ପୂର୍ବରୁ କୋଭିଡ୍‌ ଟେଷ୍ଟର ଆବଶ୍ୟକତା ନାହିଁ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର,୯।୭(ବ୍ୟୁରୋ) : ପବିତ୍ର ସନ୍ଧ୍ୟାଦର୍ଶନ ଅବସରରେ ଲୋକସମ୍ପର୍କ ଭବନରେ ଶୁକ୍ରବାର ରଥଯାତ୍ରାର ମହତ୍ତ୍ବ ଓ ବିଭିନ୍ନ ତଥ୍ୟ ସମ୍ବଳିତ ‘ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ମହୋତ୍ସବ’ ପୁସ୍ତକ ଲୋକାର୍ପିତ...

Advertisement
Archives

Model This Week