ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମଇଦାନରେ ୯୪୩ ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ୯ଟି ରାଜ୍ୟରେ ସୋମବାର ଆରମ୍ଭ ହୋଇଛି ମତଦାନ । ଏସବୁ ମଧ୍ୟରେ ବିହାରର ୫ ଆସନ, ଝାଡଖଣ୍ଡର ୩, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୧୭, ଓଡିଶାର ୬, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର ୧୩, ଜମ୍ମୁ-କଶ୍ମୀରର ଗୋଟିଏ ଏବଂ ପଶ୍ଚିମବଙ୍ଗର ୮ ଆସନ ରହିଛି । ଭୋଟର ଏହି ପର୍ଯ୍ୟାୟରେ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ଚତୁର୍ଥ ପର୍ଯ୍ୟାୟରେ ହେଭିଓ୍ବେଟ୍‌ଙ୍କ ମଧ୍ୟରେ ରହିଛନ୍ତି କହ୍ନେୟା କୁମାର, ପୁନମ ମହାଜନ, ପ୍ରିୟା ଦତ୍ତ, ମିଲିନ୍ଦ୍‌ ଦେଓରା, ଊର୍ମିଳା ମାତୋଣ୍ଡକର, ଗିରିରାଜ ସିଂ, ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସ୍ତ୍ରୀ ଡିମ୍ପଲ,ସଲମାନ ଖୁର୍ସିଦ, ମୁନ୍‌ମୁନ୍‌ ସେନ୍‌, ଉପେନ୍ଦ୍ର କୁଶଓ୍ବାହା ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜଧାନୀରେ ଭୁଶୁଡ଼ିଲା ୫ ମହଲା ବିଲ୍ଡିଂ, ମୃତ୍ୟୁ ସଂଖ୍ୟା….

ନୂଆଦିଲ୍ଲୀ,୭।୧୦: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀରେ ଏକ ୫ ମହଲା ବିଲ୍ଡିଂ ଭୁଶୁଡ଼ି ପଡ଼ିଛି । ତେବେ ଏହି ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଏବେ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?