ଚନ୍ଦାପଣ ଠୁଁ ଦୂରେଇ ରହିବାକୁ ଚାହୁଁଛନ୍ତି; ଆପଣାନ୍ତୁ ଏହି ଉପାୟ …

ପରିବର୍ତ୍ତିତ ଜୀବନ ଶୈଳୀରେ ଅତ୍ୟଧିକ ମାନସିକ ଚାପ ଯୋଗୁ କେତେକଙ୍କଠାରେ ଚନ୍ଦାପଣ ଦେଖିବାକୁ ମିଳିଥାଏ। ଚନ୍ଦାପଣ ଯୋଗୁ ଯୁବପିଢ଼ିଙ୍କ ମଧ୍ୟରେ ଏକ ନକାରାତ୍ମକ ଭାବନା ସୃଷ୍ଟି ହୋଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ଉପାୟ ଉଲ୍ଲେଖ କରାଯାଇଛି। ପ୍ରତିଦିନ ନଖ ଉଷୁମ ନଡ଼ିଆ ତେଲରେ ଫାଳେ ଲେମ୍ବୁ ଚିପୁଡ଼ି ମୁଣ୍ଡରେ ଲଗାଇଲେ ଚନ୍ଦାପଣରୁ ମୁକ୍ତି ମିଳେ। ଏହା ସହିତ ନଡ଼ିଆପାଣି ସପ୍ତାହରେ ୨ ଥର ପିଇଲେ କେଶର ଘନତ୍ୱ ମଧ୍ୟ ବଢ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କ ଜୋତା ଫିତା ବାନ୍ଧିଲେ ରାହୁଲ

ବେଙ୍ଗାଲୁରୁ,୬।୯: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଦୁଇ ଦିନର ବିରତି ପରେ ଗୁରୁବାର କର୍ନାଟକର ମାଣ୍ଡ୍ୟା ଜିଲାରେ ପୁଣି ଆରମ୍ଭ ହୋଇଛି।...

ବେଙ୍ଗାଲୁରୁରେ ପହଞ୍ଚିଲା ନବୀନଙ୍କ ମୃତ ଶରୀର

ବେଙ୍ଗାଲୁରୁ,୨୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୨୫ ଦିନ ପୂରଣ ହୋଇ ସାରିଛି । ଏହାରି ଭିତରେ ଶହ ଶହ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ବେଳେ...

କରୋନା ମୁକ୍ତ ହୋଇ କାର୍ଯ୍ୟରେ ଯୋଗଦେଲେ ୩୧ ଆର୍‌ପିଏଫ୍‌ ଯବାନ

ଚେନ୍ନାଇ,୨୨।୬: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ସୁସ୍ଥତା ହାର ମଧ୍ୟ ଅନ୍ୟଦେଶ ଅପେକ୍ଷା ଭଲ ରହିଛି। ସୋମବାର ଚେନ୍ନାଇର ୩୧...

ଗଣବଳାତ୍କାରୀ ପୀଡ଼ିତାଙ୍କ ମୁହଁରେ କଳା ବୋଳି, ଲଣ୍ଡା କରି ଚଲାଇଲେ

ନୂଆଦିଲ୍ଲୀ,୨୭।୧: ଗଣବଳାତ୍କାର ପୀଡ଼ିତାଙ୍କୁ ଦିଲ୍ଲୀରେ ମାଡ଼ ମାରିବା ସହ ତାଙ୍କୁ ଲଣ୍ଡା କରି ମୁହଁରେ କାଳି ବୋଳି ପରେଡରେ କରାଇଛନ୍ତି ପଡ଼ୋଶୀ। ଏହି ଘଟଣାର ଭିଡିଓ...

ଔଷଧ ଦୋକାନରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ୧୯।୪: କେନ୍ଦ୍ର ସରକାର ଟିକା ନେଇ ସୋମବାର ବଡ ଘୋଷଣା କରିଛନ୍ତି। ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକା ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଧୂମପାନର ଆଇନଗତ ବୟସ ୨୧ ହେବ

ନୂଆଦିଲ୍ଲୀ, ୩।୧(ଆଇଏଏନ୍‌ଏସ୍‌): ଭାରତରେ ଧୂମପାନର ସର୍ବନିମ୍ନ ଆଇନଗତ ବୟସ ୨୧ ବର୍ଷ ହେବ। ପୂର୍ବରୁ ୧୮ ବର୍ଷରୁ କମ୍‌ ବୟସ୍କଙ୍କୁ ସିଗାରେଟ ଓ ଅନ୍ୟାନ୍ୟ ତମାଖୁ...

ବଜ୍ରପାତ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଜୟପୁର,୧୨।୭: ବଜ୍ରପାତ ରାଜସ୍ଥାନରେ ରବିବାର ବଜ୍ରପାତ ଯୋଗୁୂ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କାର...

ଚାଇନା ସୀମାରେ ଭାରତର ୨୨ ପୋଲ: ଏଲ୍‌ଏସିରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୧୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ...

Advertisement
Archives

Model This Week