ଚନ୍ଦ୍ରଭାଗାରେ ମାଘବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

କୋଣାର୍କ,୧।୨(ଡି.ଏନ୍‌.ଏ.): ମାଘ ସପ୍ତମୀ ଉପଲକ୍ଷେ ଶନିବାର ପବିତ୍ର ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଏଥିସହ ମହୋଦଧି କୂଳରେ ସୂର୍ଯ୍ୟପୂଜା କରିବା ସହ ସୂର୍ଯ୍ୟଦର୍ଶନ କରିଥିଲେ। ପରେ କୋଣାର୍କ ଆସି ନବଗ୍ରହଙ୍କ ପୀଠରେ ପୂଜାର୍ଚ୍ଚନା କରି ହୋମଯଜ୍ଞ କରିଛନ୍ତି। ଏହାଛଡ଼ା ପ୍ରବେଶ ଶୁଳ୍କ ଛାଡ଼ ଥିବା ହେତୁ ଶ୍ରଦ୍ଧାଳୁମାନେ ସୂର୍ଯ୍ୟମନ୍ଦିର ବୁଲୁଥିବା ଦେଖିବାକୁ ମିଳିଛି।

ପ୍ରକାଶ ଯେ, ମାଘ ମାସ ସପ୍ତମୀ ତିଥିରେ ଚନ୍ଦ୍ରଭାଗାସ୍ଥିତ ପବିତ୍ର ପୁଷ୍କରିଣୀରେ ବୁଡ଼ ପକାଇଲେ ପାପ କ୍ଷୟ ହେବା ସହ ସମସ୍ତ ମନସ୍କାମନା ପୂର୍ଣ୍ଣ ହେଉଥିବାର ବିଶ୍ୱାସ ରହିଛି। ଏଥିନେଇ ଉକ୍ତ ଦିନ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ। ଚଳିତବର୍ଷ ୧୨୫ ବର୍ଷ ପରେ ବାରୁଣୀ ସ୍ନାନ ପଡ଼ୁଥିବାରୁ ଏହା ଅଧିକ ସ୍ବତନ୍ତ୍ର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା: ଏଥର ଓଏଏସ୍, ଓଏଫ୍‌ସ୍ଏସ୍, ଓଆରଏସ ପଦବି ନାହିଁ

ଭୁବନେଶ୍ବର,୨।୧: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା-୨୦୨୫ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଓଏଏସ୍ (OAS), ଓଏଫ୍‌ଏସ୍ (OFS) ଏବଂ...

ଆହୁରି ଥରାଇବ ଶୀତ: ଆଗାମୀ ୪ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୧(ବନ୍ଦନା ସେଠୀ):ନୂଆବର୍ଷରେ ଥରିଲା ସାରା ଓଡ଼ିଶା। ପ୍ରବଳ ଥଣ୍ଡା ସାଙ୍ଗକୁ ରାଜ୍ୟର ଏକାଧିକ ଅଞ୍ଚଳ ଘନ କୁହୁଡି ଆସ୍ତରଣରେ ଭରି ରହିଥିଲା। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri