Posted inଜାତୀୟ

ଚନ୍ଦ୍ରଯାନରୁ ଚନ୍ଦ୍ରର ପ୍ରଥମ ଫଟୋ

ଚନ୍ଦ୍ରୟାନ-୨ ଚନ୍ଦ୍ରର କକ୍ଷପଥରେ ଅବସ୍ଥାପିତ ହେବାର ଦିନକ ପରେ ଅର୍ଥାତ ବୁଧବାର ଏହି ଚିତ୍ର ଉତ୍ତୋଳନ କରି ପ୍ରେରଣ କରିଛି ଲ୍ୟାଣ୍ଡର ବିକ୍ରମ। ଏହି ଫଟୋକୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଗୁରୁବାର ଟୁଇଟରରେ ଶେୟାର କରାଯାଇଛି। ଭାରତର ଦ୍ୱିତୀୟ ମିଶନ ଚନ୍ଦ୍ରୟାନ-୨ ଜୁଲାଇ ୨୨ରେ ଶ୍ରୀହରିକୋଟାସ୍ଥିତ ସତୀଶ ଧଓ୍ବନ ମହାକାଶ କେନ୍ଦ୍ରରୁ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଜାବବାସୀଙ୍କୁ ୧୦ ବଡ ଗ୍ୟାରେଣ୍ଟି ଦେଲେ କେଜରିୱାଲ

ଚଣ୍ଡିଗଡ଼,୨୯ ।୧: ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ସବୁ ଦଳ ଏବେ ପ୍ରଚାର ମଇଦାନକୁ ଓହ୍ଲାଇ ସାରିଲେଣି । ଶନିବାର ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ...

ରାଜ୍ୟକୁ ୬୦୦ ଟଙ୍କାରେ ମିଳିବ କୋଭାକ୍ସିନ

ନୂଆଦିଲ୍ଲୀ, ୨୪।୪: ଭାରତ ବାୟୋଟେକ୍‌ କୋଭାକ୍ସିନ ଟିକା ଦାମ୍‌ ଶନିବାର ଘୋଷଣା କରିଛି। ରାଜ୍ୟ ସରକାରଙ୍କୁ ଏହି ଭାକ୍ସିନ ଡୋଜ୍‌ ପ୍ରତି ୬୦୦ ଟଙ୍କାରେ ଯୋଗାଇ...

ଚଳିତବର୍ଷ ମକର ସଂକ୍ରାନ୍ତିରେ ଲାଲୁଙ୍କ ବାସଭବନରେ ଆୟୋଜିତ ହେବନାହିଁ ଦହି-ଚୁଡା ଭୋଜି

ପାଟନା,୧୪।୧: ଆରଜେଡି ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଜେଲ୍‌ ଯିବା ପରେ ତାଙ୍କ ବାସଭବନରେ ପର୍ବପର୍ବାଣୀର ଉତ୍ସାହ ଆଉ ଦେଖିବାକୁ ମିଳୁନାହିଁ। ସବୁ ବର୍ଷ ମକର...

ନିର୍ଭୟା ମାମଲା: ଫାଶୀରୁ ବଞ୍ଚିବାକୁ ଆଉ ଏକ ଉପାୟ ଚିନ୍ତା କଲେ ଦୋଷୀ ପବନ

ନୂଆଦିଲ୍ଲୀ,୧୧।୩: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀ ପବନ ଏବେ ଫାଶୀରୁ ବଞ୍ଚିବାକୁ ଆଉ ଏକ ଉପାୟ ଚିନ୍ତା କରିଛନ୍ତି। ସେ କହିଛନ୍ତି ମଣ୍ଡୋଲି...

ଗୋଦ୍‌ରେଜ୍‌ ପରିବାରରେ ହେବ ସମ୍ପତ୍ତି ଭାଗବଣ୍ଟା: ୨୦ ହଜାର କୋଟି ଜମି ବିବାଦ

ନୂଆଦିଲ୍ଲୀ,୨୭।୬: ଦେଶର ଜଣାଶୁଣା ଶିଳ୍ପପତି ଗୋଦ୍‌ରେଜ୍‌ ପରିବାରରେ ଖୁବ୍‌ଶୀଘ୍ର ସମ୍ପତ୍ତି ଭାଗବଣ୍ଟା କରାଯିବ। ପରିବାରରେ ୨୦ ହଜାର କୋଟି ଟଙ୍କାର ଜମି ନେଇ ବିବାଦ ସୃଷ୍ଟି...

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଖାଦ୍ୟରେ ଜହର ମିଶାଇବା ଲାଗି ଆଇଏସ୍‌ଆଇର ଘୃଣ୍ୟ ଷଡ଼ଯନ୍ତ୍ର

ଶ୍ରୀନଗର,୭।୧: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପକ୍ଷରୁ ଘୃଣ୍ୟ ଷଡ଼ଯନ୍ତ୍ର ରଚାଯାଇଛି। ଜମ୍ମୁ-କଶ୍ମୀରରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କ ଖାଦ୍ୟରେ ଜହର ମିଶାଇବା ପାଇଁ ଆଇଏସ୍‌ଆଇ ପକ୍ଷରୁ...

ୟୁକ୍ରେନ୍‌ ସଙ୍କଟ: କ’ଣ କରିବ ଭାରତ

ନୂଆଦିଲ୍ଲୀ, ୧୫ା୨: ୟୁକ୍ରେନ୍‌ ପ୍ରସଙ୍ଗରେ ରୁଷିଆକୁ ଘେରିବାକୁ ଉଦ୍ୟମ କରୁଛନ୍ତି ନାଟୋ ଦେଶ। ଆମେରିକା ଓ ପାଶ୍ଚାତ୍ୟ ଦେଶ ମସ୍କୋ ଉପରେ ଚାପ ପକାଇବାକୁ ସବୁ...

ଜେଲରେ ପରସ୍ପରକୁ ଭେଟି ପାରିବେନି ସିସୋଡିଆ-ସତ୍ୟେନ୍ଦ୍ର

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ମଦ ନୀତି ମାମଲାରେ ଗିରଫ ହୋଇଥିବା ଏଏପି ନେତା ମନୀଷ ସିସୋଡିଆ ଏବଂ ମନି ଲଣ୍ଡରିଂ ମାମଲାରେ ଗିରଫ ଥିବା ପୂର୍ବତନ ମନ୍ତ୍ରୀ...

Advertisement
Archives

Model This Week