Posted inଜାତୀୟ

ଚନ୍ଦ୍ରଯାନ-୨କୁ ନେଇ ପ୍ରତିକ୍ରିୟା ରଖିଲେ ମମତା

କୋଲକାତା,୬।୯: ଭାରତ ଚନ୍ଦ୍ରପୃଷ୍ଠରେ ଏକ ନୂଆ ମାଇଲଖୁଣ୍ଟ ତିଆରି କରିବାକୁ ଯାଉଛି। ୪୮ ଦିନର ଯାତ୍ରା ପରେ ଶୁକ୍ରବାର ବିଳମ୍ବିତ ରାତିରେ ଚନ୍ଦ୍ରଯାନ-୨ର ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଇତିହାସ ରଚିବ। ଏହି ମିଶନର ସଫଳତାକୁ ନେଇ ସାରା ଦେଶ ବେଶ ଉତ୍ସାହିତ ଥିବା ବେଳେ ଏନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରତିକ୍ରିୟା ରଖିବା ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଦେଶରେ ଚାଲୁଥିବା ଆର୍ଥିକ ମାନ୍ଦାବସ୍ଥାରୁ ନଜର ହଟାଇବା ପାଇଁ ଚନ୍ଦ୍ରୟାନ-୨ ମିଶନର ସହାରା ନିଆଯାଉଛି। ସତରେ ଯେମିତି ଦେଶରେ ଏହି ମିଶନ ପ୍ରଥମ ଥର ହେଉଛି। ଏହା ଆର୍ଥିକ ମାନ୍ଦାବସ୍ଥାରୁ ସମସ୍ତଙ୍କ ଦୃଷ୍ଟି ହଟାଇବା ପାଇଁ ପ୍ରୟାସ କରାଯାଉଛି ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀ ଆକ୍ରମଣ ଆଶଙ୍କା କରି ଜମ୍ମୁ-କଶ୍ମୀରରେ ହାଇ ଆଲର୍ଟ ଜାରି

ନୂଆଦିଲ୍ଲୀ,୧୬।୮: ପାକିସ୍ତାନ ଆତଙ୍କବାଦୀଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରେ ଆକ୍ରମଣ ଆଶଙ୍କା କରି ଶୁକ୍ରବାର ଅପରାହ୍ନରେ ଭାରତୀୟ ବାୟୁସେନା ଓ ସ୍ଥଳ ସେନାଙ୍କୁ ସଜାଗ ରଖାଯିବା ସହ ସେଠାରେ...

ପୂର୍ବତନ ଏମ୍‌ପି କମଲ ସିଂଙ୍କ ପରଲୋକ

ବକ୍ସର,୫।୧: ଜୀବିତ ଥିବା ଦେଶର ପ୍ରଥମ ଏମ୍‌ପି ତଥା ବିହାର ଦୁମରାନ ରାଜର ଶେଷ ମହାରାଜା କମଲ ବାହାଦୂର ସିଂଙ୍କର ରବିବାର ସକାଳେ ପରଲୋକ ହୋଇଛି।...

ଆସନ୍ତା ବର୍ଷ ସୁଦ୍ଧା ଆସିବ କରୋନା ପ୍ରତିଷେଧକ ଟୀକା: ଭାରତ ପାଇଁ ଆବଶ୍ୟକ ୬୦ କୋଟି ଟୀକା

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶର ଗବେଷକମାନେ ଦିନରାତି ଉଦ୍ୟମ ଜାରି...

ଗୁରୁଦାସପୁରରେ ନିଜର ପ୍ରତିନିଧି ନିଯୁକ୍ତ କଲେ ସନ୍ନି: କଂଗ୍ରେସ କହିଲା ଜନତାଙ୍କୁ ଧୋକା

ଗୁରୁଦାସପୁର,୨।୭:ବଲିଉଡ୍‌ ଅଭିନେତା ତଥା ଏମ୍‌ପି ସନ୍ନି ଦେଓଲ ନିଜ ନିର୍ବାଚନ ମଣ୍ଡଳି ଗୁରୁଦାସପୁରରେ ଜଣେ ଲେଖକଙ୍କୁ ନିଜର ପ୍ରତିନିଧି ଭାବେ ନିଯୁକ୍ତ କରିଛନ୍ତି। ଏହାକୁ ନେଇ...

ଜମ୍ମୁ-କଶ୍ମୀର ପ୍ରଶାସନକୁ ନୋଟିସ

ନୂଆଦିଲ୍ଲୀ,୧୫ା୨(ପି.ଟି.): ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲାଙ୍କୁ ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ)ରେ ଅଟକ ରଖାଯାଇଥିବାରୁ ତାଙ୍କ ଭଉଣୀ ସାରା...

୪୩ଲକ୍ଷ ଲୋକଙ୍କୁ ୨ମାସର ମାଗଣା ରାସନ ଯୋଗାଇ ଦେବେ ରାଜସ୍ଥାନ ସରକାର

ଜୟପୁର,୯।୬: କରୋନା ଯୋଗୁ ଦେଶବ୍ୟାପି ଏବେ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ବେରୋଜଗାର ହୋଇଥିବା ଲୋକଙ୍କୁ ରାଜସ୍ଥାନ ସରକାର ଆଶ୍ୱସ୍ତିକର ପ୍ରଦାନ କରିଛନ୍ତି। ଆଗାମୀ...

ଗେହଲଟ୍‌ଙ୍କ ରାଜସ୍ଥାନରେ ଭାଜପାର ପାଇଲଟ୍‌ ପ୍ରୋଜେକ୍ଟ

ଜୟପୁର,୧୩।୭: ରାଜସ୍ଥାନରେ ଭାଜପାର ଅପରେଶନ୍‌ ଲୋଟସ୍‌ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ସଚିନ୍‌ ପାଇଲଟ୍‌ଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଫାଟର ଫାଇଦା ନେବାକୁ...

ଏନ୍‌କାଉଣ୍ଟର ହତ୍ୟା ଘଟଣାରେ ନୀରବ ଦ୍ରଷ୍ଟା ସାଜିଛନ୍ତି ମାନବାଧିକାର କମିଶନ, ବିଚାରପତି ଲୋକୁର…

ନୂଆଦିଲ୍ଲୀ,୧।୧୧: ଦେଶରେ ବିଭିନ୍ନ ସମୟରେ ହେଉଥିବା ଏନ୍‌କାଉଣ୍ଟର ହତ୍ୟା ଘଟଣାରେ ଜାତୀୟ ତଥା ରାଜ୍ୟ ମାନବାଧିକାର କମିଶନ କେବଳ ନୀରବଦ୍ରଷ୍ଟା ସାଜିଛନ୍ତି। ଏଭଳି ସଂସ୍ଥାର କୌଣସି...

Advertisement
Archives

Model This Week