ଚନ୍ଦ୍ରଯାନ-୨ ଭଳି ସଜେଇ ହେଲା ଦୁର୍ଗାଙ୍କ ମଣ୍ଡପ

ବାରଣାସୀ,୫।୧୦: ବିଭିନ୍ନ ଥିମ୍‌କୁ ନେଇ ଏଥରର ଦୁର୍ଗାପୂଜା ମଣ୍ଡପ ନିର୍ମାଣ କରାଯାଇଥିବା ବେଳେ ବାରଣାସୀରେ ଏଥର ଚନ୍ଦ୍ରଯାନ-୨କୁ ନେଇ ନିର୍ମାଣ କରାଯାଇଥିବା ମଣ୍ଡପ ସମସ୍ତଙ୍କୁ ଆକର୍ଷିତ କରିଛି। ଶହେ ଫୁଟର ଏହି ମଣ୍ଡପକୁ ନିର୍ମାଣ କରିବାକୁ ୨ମାସ ସମୟ ଲାଗିଛି। ସେହିପରି ଦୁର୍ଗାଙ୍କ ମୁର୍ତ୍ତି ନିକଟରେ ପୂଜା ପାଉଥିବା ଅନ୍ୟ ମୂର୍ତ୍ତିମାନଙ୍କ ଭଳି ଇସ୍ରୋ ମୁଖ୍ୟ କେ.ଶିବନଙ୍କର ମଧ୍ୟ ଏକ ମୂର୍ତ୍ତି ନିର୍ମାଣ କରାଯାଇଛି।

ଉକ୍ତ ପୂଜା କମିଟିର ସଦସ୍ୟ ରାଜନ ଯୟଶଓ୍ବାଲ କହିଛନ୍ତି ଯଦିଓ ଚନ୍ଦ୍ରାଯାନ-୨ ମିଶନରେ ସଫଳତା ମିଳିନି ତଥାପି ଏହାକୁ ନେଇ ଇସ୍ରୋ ପୁଣି ଥରେ ତା’ର ଚେଷ୍ଟା ଜାରି ରଖିବ ବୋଲି ଶିବନ କହିଥିବାରୁ ତାକୁ ନେଇ ଏଥରର ମଣ୍ଡପ ନିର୍ମାଣ କରାଯାଇଛି ବୋଲି ସେ କହିଛନ୍ତି। ଏଥିରେ ଅନ୍ୟ ମହାକାଶଚାରୀଙ୍କୁ ମଧ୍ୟ ସ୍ଥାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାର୍‌ ଧାମ୍‌ ଯାତ୍ରାରେ ୫୫୦୦ ଯବାନଙ୍କ ହାତରେ ସୁରକ୍ଷା…

ଡେରାଡୁନ୍‌, ୧୦।୪ : ମେ ମାସରୁ ଚାର୍‌ ଧାମ୍‌ ଯାତ୍ରା ପାଇଁ ଉତ୍ତରାଖଣ୍ଡ ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିିଥର ରେକର୍ଡ ସଂଖ୍ୟକ ଶ୍ରଦ୍ଧାଳୁ...

ଓମିକ୍ରନ୍ ସଙ୍କଟ: ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଥିବା ୩ହଜାର ଯାତ୍ରୀଙ୍କ ମଧ୍ୟରୁ ୬ ପଜିଟିଭ

ନୂଆଦିଲ୍ଲୀ,୩ ।୧୨: ସାରା ବିଶ୍ୱରେ ଏବେ ଚିନ୍ତା ଓମିକ୍ରନ ଭାରିଏଣ୍ଟକୁ ନେଇ । ଏହି ଭାରିଏଣ୍ଟ ଏବେ ପାଖାପାଖି ୩୦ଟି ଦେଶରେ ପହଞ୍ଚି ଯାଇଥିବା ବେଳେ...

ଆକ୍ରମଣ କଲେଣି ପାକିସ୍ତାନୀ ଝିଣ୍ଟିକା

ଜୟପୁର: ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବା ପରେ ଜମ୍ମୁ-କଶ୍ମୀରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ...

ଶେଷ ହେଲା ଅପେକ୍ଷା : ସୁଶାନ୍ତଙ୍କ ମୃତ୍ୟୁ ଉପରୁ ପରଦା ଉଠାଇବ ଏହି ଫିଲ୍ମ

ମୁମ୍ବାଇ, ୧୩ା୪- ସ୍ବର୍ଗତ ବଲିଉଡ୍‌ ଅଭିନେତା ସୁଶାନ୍ତଙ୍କ ଜୀବନ ଉପରେ ନିର୍ମିତ ଫିଲ୍ମ ‘ନ୍ୟାୟ : ଦ ଜଷ୍ଟିସ’ର ଟ୍ରିଜର ମଙ୍ଗଳବାର ରିଲିଜ ହୋଇଛି। ରିଲିଜ...

ଦୋସା ନା ବିରିୟାନି କିଏ ଅଧିକ ଲୋକପ୍ରିୟ, ଉତ୍ତର ଦେଲେ ଭାରତୀୟ-ପାକିସ୍ତାନୀ ଛାତ୍ରୀଛାତ୍ର…

ନୂଆଦିଲ୍ଲୀ, ୧୩।୮ : ଉଭୟ ଭାରତ ଏବଂ ପାକିସ୍ତାନ ସ୍ବାଧୀନତାର ୭୫ ବର୍ଷ ପୂରଣ କରିଛନ୍ତି। ଉଭୟ ଦେଶ ସେମାନଙ୍କର ୭୬ତମ ସ୍ବାଧୀନତା ଦିବସ ପାଳନ...

ପ୍ରତ୍ୟେକ ମିନିଟ୍‌ରେ ୨ଜଣ ସଂକ୍ରମିତ: କର୍ଫ୍ୟୁ ଲାଗି ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଅହମଦାବାଦ,୬।୪: ଭାରତରେ ପୁଣି ଥରେ କରୋନା କାୟା ମେଲାଇ ଚାଲିଛି। କରୋନାର ନୂଆ ଷ୍ଟ୍ରେନ୍‌ ଏବେ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଦିନକୁ ଦିନ...

ବୃଦ୍ଧି ହେବ କରୋନା ଭାଇରସ ଯୋଗୁ ଭାରତରେ ଫସିଥିବା ବିଦେଶୀଙ୍କ ଭିଜା ଅବଧି

ନୂଆଦିଲ୍ଲୀ,୧୮।୪: କରୋନା ଭାଇରସକୁ ନେଇ ଦେଶରେ ହଠାତ୍‌ ଲକ୍‌ ଡାଉନ ଘୋଷଣା କରାଯିବା ପରେ କେତେଜଣ ବିଦେଶୀ ନାଗରିକ ଭାରତରେ ଫସି ରହିଛନ୍ତି। ଏହି ସମୟ...

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୧୬।୬: ଉତ୍ତରପ୍ରଦେଶ ସରକାର ଉପଯୁକ୍ତ ଆଇନଗତ ପ୍ରକ୍ରୟା ବିନା ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଚଳାଇଥିବାରୁ ଏହାକୁ ବନ୍ଦ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଜମାଏତ୍‌-ଉଲେମା-ଇ-ହିନ୍ଦ୍‌ ଓ ଅନ୍ୟମାନେ...

Advertisement
Archives

Model This Week