Posted inଜାତୀୟ

ଚନ୍ଦ୍ରାବାବୁଙ୍କ ଜନତା ଦରବାରକୁ ଭାଙ୍ଗିଲା ଜେସିବି

ଅମରାବତୀ,୨୬।୬: ଆନ୍ଧ୍ରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ଦ୍ୱାରା ନିର୍ମିତ ବିଲ୍ଡିଂ ପ୍ରଜା ବେଦିକାର ଭଙ୍ଗା କାର୍ଯ୍ୟ କାରି ରହିଛି। ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ଭାଙ୍ଗିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏଠାରେ ଚନ୍ଦ୍ରାବାବୁଙ୍କ ଶାସନ ସମୟରେ ଜନତା ଦରବାର ବସୁଥିଲା। ଏହାର ନିର୍ମାଣ ନଦୀ କୂଳରେ ପରିବେଶ ନିୟମକୁ ଉଲ୍ଲଂଘନ କରାଯାଇ ହୋଇଥିବା କୁହାଯାଉଛି। ଏହାକୁ ଭାଙ୍ଗିବା କାର୍ଯ୍ୟରେ ଜେସିବି, ୬ ଟ୍ରକ୍‌ ଏବଂ ୩୦ ଶ୍ରମିକ ନିୟୋଜିତ ଅଛନ୍ତି। ଏହାକୁ ବିପକ୍ଷ ନେସାଙ୍କ ସରକାର ଆବାସ ଭାବେ ଘୋଷଣା କରିବାକୁ ଚନ୍ଦ୍ରାବାବୁ ସରକାରଙ୍କ ଅନୁରୋଧ କରିଥିଲେ। ତେବେ ଜଗନ ଏହାକୁ ମାନି ନ ଥିଲେ। ଚନ୍ଦ୍ରାବାବୁଙ୍କ ଆସବାବପତ୍ର ବାହାରେ ଫିଙ୍ଗା ଯାଇଥିବା ଟିଡିପି ନେତା ଅଭିଯୋଗ କରିଛନ୍ତି। ରାଜ୍ୟ ନଗରପାଳିକା ମନ୍ତ୍ରୀ ବୋତ୍ସା ସତ୍ୟନାରାୟଣ କହିଛନ୍ତି ଜଗନଙ୍କ ପ୍ରତି କରାଯାଇଥିବା ବ୍ୟବହାରର ପ୍ରତିଶୋଧ ଚନ୍ଦ୍ରାବାବୁଙ୍କଠାରୁ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଲ୍ୟା, ଚୋକ୍‌ସି, ନିରବଙ୍କଠାରୁ ଆଦାୟ ହୋଇଛି ୧୩ ହଜାର କୋଟି

ନୂଆଦିଲ୍ଲୀ,୨୦।୧୨: ବିଜୟ ମାଲ୍ୟା, ନିରବ ମୋଦି ଓ ମେହୁଲ ଚୋକ୍‌ସିଙ୍କ ଭଳି ପଳାତକଙ୍କଠାରୁ ୧୩,୧୦୯.୧୭ କୋଟି ଟଙ୍କା ଆଦାୟ କରିଛି। ଏ ନେଇ ସୋମବାର ଲୋକସଭାରେ...

ଇଭି-ଯାତ୍ରା ପୋର୍ଟାଲ ଉନ୍ମୋଚନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ବ୍ୟୁରୋ ଅଫ୍‌ ଏନର୍ଜି ଏଫିସିଏନ୍ସି (ବିଇଇ) ଦ୍ୱାରା ବିକଶିତ ଇଭି-ଯାତ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି। ଏହି ପ୍ଲାଟଫର୍ମ ଇଭି...

ମୁମ୍ବାଇ ପୋଲିସକୁ ବଦନାମ୍‌ କରିବା ଲାଗି ତିଆରି ହୋଇଥିଲା ୮୦ ହଜାରରୁ ଅଧିକ ଫେକ୍‌ ଆକାଉଣ୍ଟ

ମୁମ୍ବାଇ, ୬।୧୦: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ପ୍ରତିଦିନ ନୂଆ ଖବର ଯୋଡ଼ି ହେବାରେ ଲାଗିଛି। ଏବେ ମୁମ୍ବାଇ ପୋଲିସ ପକ୍ଷରୁ...

ଯୋଗୀ ସରକାରଙ୍କୁ କେନ୍ଦ୍ରର ଚେତାବନୀ, ବକେୟା ନଦେଲେ ବିଦ୍ୟୁତ୍‌ କଟାଯିବ…

ନୂଆଦିଲ୍ଲୀ, ୨୧।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କଡ଼ ାଚେତାବନୀ ଦିଆଯାଇଛି। ରାଜ୍ୟ ସରକାର 9692 କୋଟି ଟଙ୍କାର...

‘ଚାଇନା ବିରୋଧରେ ଚୁପ୍‌ କାହିଁକି’

ନୂଆଦିଲ୍ଲୀ, ୭ା୬: ଭାଜପା ନେତ୍ରୀ ନୂପୁର ଶର୍ମାଙ୍କ ମନ୍ତବ୍ୟକୁ ବିରୋଧ କରୁଥିବା ଇସ୍‌ଲାମୀୟ ଦେଶଗୁଡ଼ିକ ଚାଇନାରେ ମୁସଲମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ନେଇ ଚୁପ୍‌ କାହିଁକି...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ସଲମାନଙ୍କ ଭଉଣୀ!

ମଣ୍ଡି,୨୨।୬: ମାୟାନଗରୀ ମୁମ୍ବାଇରୁ ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କ ଭଉଣୀ ଅର୍ପିତା ଓ ତାଙ୍କ ସ୍ବାମୀ ଆୟୁଷ ଶର୍ମା ଓ ୨ସନ୍ତାନଙ୍କ ସହ ହିମାଚଳ ପ୍ରଦେଶର...

ଉତ୍ତର ପ୍ରଦେଶ ବିଧାନସଭା ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ୫୮ ଆସନରେ ୬୦% ମତଦାନ

ଲକ୍ଷ୍ନୌ,୧୦ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ପ୍ରଥମ ପର୍ଯ୍ୟାୟରେ ୧୧ ଜିଲାର ୫୮ଟି...

ପାକିସ୍ତାନ-ବାଂଲାଦେଶ ସୀମାରେ ବଢ଼ିବ କଡ଼ା ପହରା…

ନୂଆଦିଲ୍ଲୀ, ୧୮।୪ : ଅନୁପ୍ରବେଶକୁ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ପାକିସ୍ତାନ ଏବଂ ବାଂଲାଦେଶ ସୀମାରେ କଡ଼ା ପହରା ପାଇଁୟ ଯୋଜନା କରାଯାଇଛି। ଏହା...

Advertisement
Archives

Model This Week