Posted inଜାତୀୟ

ଚନ୍ଦ୍ରାୟନ ବୈଜ୍ଞାନିକଙ୍କ ଦରମା କାଟ୍‌: ରାଜ୍ୟ ସଭାରେ ପ୍ରସଙ୍ଗ ଉପସ୍ଥାପନ କଲା କଂଗ୍ରେସ

ନୂଆଦିଲ୍ଲୀ,୩୦।୭: ଚନ୍ଦ୍ରାୟନ ମିଶନରେ କାର୍ଯ୍ୟ କରୁଥିବା ବୈଜ୍ଞାନିକଙ୍କ ଦରମା କାଟ୍‌ ପ୍ରସଙ୍ଗ ନେଇ ରାଜ୍ୟ ସଭାରେ ବିରୋଧୀ ଦଳ ପକ୍ଷରୁ ସରକାରଙ୍କୁ ସମାଲୋଚନା କରାଯାଇଛି। କଂଗ୍ରେସ ଏହି ପ୍ରସଙ୍ଗ ଗୃହରେ ଉପସ୍ଥାପନ କରିଛି। କଂଗ୍ରେସ ସଦସ୍ୟ ମୋତିଲାଲ୍‌ ଭୋରା ଏନେଇ କହିଛନ୍ତି ଯେ, ଚନ୍ଦ୍ରୟାନ-୨ର ସଫଳ ଉତ୍‌କ୍ଷେପଣ ପରେ ସମଗ୍ର ଦେଶ ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଥିବାବେଳେ ସରକାର ସେମାନଙ୍କର ଦରମା କାଟିବା ଅତି ଦୁଃଖର ବିଷୟ। ୧୯୯୬ରେ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଅନୁସାରେ ଏହି ଅତିରକ୍ତ ବେତନ ଲାଗୁ ହୋଇଥିଲା। ତେଣୁ ସରକାର ଏହାକୁ କାଟ୍‌ କରିବା ଉଚିତ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୫ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ପୁଣି ମହଙ୍ଗା ହେଲା ଚିନି ଦର, ଜାଣନ୍ତୁ ଏବେ କେତେ ରେଟ୍‌

ନୂଆଦିଲ୍ଲୀ, ୨୬।୮: ପର୍ବପର୍ବାଣୀ ଯେତିକି ପାଖେଇ ଆସୁଛି, ଚିନି ଦର ସେତିକି କମିବା ବଦଳରେ ବଢ଼ିବାରେ ଲାଗିଛି। ଚିନି ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା…

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri