Posted inଜାତୀୟ

ଚନ୍ଦ୍ରୟାନ-୨: ଇସ୍ରୋକୁ ମିଳିଛି ୯୫ ପ୍ରତିଶତ ସଫଳତା

ଶ୍ରୀହରିକୋଟା,୭।୯: ଚନ୍ଦ୍ରୟାନ-୨ ମିଶନ୍‌ରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଛି। ଲ୍ୟାଣ୍ଡର ବିକ୍ରମ ଅବତରଣ କରିଥିଲେ ଏଥିରେ ଥିବା ରୋଭର ପ୍ରଜ୍ଞା ଚନ୍ଦ୍ରପୃଷ୍ଠର କେତେକ ଫଟୋ ପଠାଇଥାନ୍ତା। ଏହାଦ୍ୱାରା ଚନ୍ଦ୍ରର ପୃଷ୍ଠ ଭାଗ ସମ୍ପର୍କରେରେ କେତେକ ଅଜଣା ତଥ୍ୟ ମିଳିଥାନ୍ତା। ତେବେ ଏହି ମିଶନର ରୋଭରର କାର୍ଯ୍ୟ ମାତ୍ର ୫ ପ୍ରତିଶତ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି। ଅର୍ବିଟର ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ଚନ୍ଦ୍ରକୁ ପରିକ୍ରମା କରିବ। ଏହା ସହାୟତାରେ ମଧ୍ୟ ଇସ୍ରୋର ଚନ୍ଦ୍ର ମିଶନ ଆଗେଇ ପାରିବ। ବିକ୍ରମ ଚନ୍ଦ୍ରପୃଷ୍ଠଠାରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଏହା ଧ୍ୱଂସ ହୋଇଯାଇଛି କିମ୍ବା ଅନ୍ୟ କିଛି ହୋଇଛି ସେନେଇ କୌଣସି ତଥ୍ୟ ଏପର୍ଯ୍ୟନ୍ତ ମିଳିନାହିଁ। ତେବେ ଅର୍ବିଟର  ଚନ୍ଦ୍ରର ପରିକ୍ରମା କରିବା ସମୟରେ ବିକ୍ରମର ପ୍ରକୃତ ସ୍ଥିତି ସମ୍ପର୍କରେ ତଥ୍ୟ ପ୍ରେରଣ କରିବାର ଆଶା ଥିବା ଇସ୍ରୋ ମହାକାଶ ବିଜ୍ଞାନୀ କହିଛନ୍ତି। ଏହି ମିଶନରେ ୯୭୮ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର…

ବାଦ୍‌ ପଡ଼ିବ ନାହିଁ କୌଣସି ଘର: ଜନଗଣନା ସର୍ଭେ ଆରମ୍ଭ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବହୁ ପ୍ରତୀକ୍ଷିତ ଭାରତୀୟ ଜନ ଗଣନା ସର୍ଭେ ୨୦/୨୬-୨୭ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରତି ଘର ଜନଗଣନା ସର୍ଭେରେ ସାମିଲ ହେବେ। ସର୍ଭେ ସମ୍ପର୍କରେ…

ଶିକ୍ଷା ବିଭାଗରେ ଅନିୟମିତତା: ସନ୍ଦେହ ଘେରରେ ଜିଲା ପ୍ରଶାସନ

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ଶିକ୍ଷା ବିଭାଗରେ ଅନିୟମିତତା କରାଯାଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଡେପୁଟେଶନ କରାଯାଇଥିବା ଜଣାପଡ଼ିବା ପରେ ୪୮ଜଣଙ୍କ ଡେପୁଟେଶନ ବାତିଲ କରାଯାଇଛି। ସେମାନଙ୍କୁ ମୂଳ…

ଜର୍ମାନ ମେଡଲଙ୍କୁ ‘ଲାଇକ୍‌’ କରି ଫସିଲେ ବିରାଟ କୋହଲି: ଜାଣନ୍ତୁ କିଏ ସେହି…

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଦକ୍ଷ ଖେଳାଳି ବିରାଟ କୋହଲି ସବୁବେଳେ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ଥାନ୍ତି। ସମ୍ପ୍ରତି ସେ 2026 IPL ସିଜିନ…

୭ ମାସ ହେଲା ତୁର୍କେଲ ପୋଲରେ ଯାତାୟାତ ବନ୍ଦ: କଂଗ୍ରେସ ପରେ ବିଜେଡିର ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁର୍କେଲ ତେଲନଦୀ ଉପରେ ପୋଲ ନିର୍ମାଣ ଦାବି ତେଜିବାରେ ଲାଗିଛି। କଂଗ୍ରେସ ପରେ ଏବେ ବିଜେଡି…

ଏହି କ୍ଷେତ୍ରରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ: ଚାରିଆଡ଼ୁ ପ୍ରଶଂସା

ନୂଆପଡ଼ା,୧୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲା ନଗର ଉନ୍ନୟନ ସଂସ୍ଥା (ଡୁଡା)ର ସମୀକ୍ଷା ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…

ଏହି ଜିଲାରେ ଆଜିଠୁ ୫ ଦିନ ଯାଏ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୮।୩: ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।…

ଏସ୍‌ସିବି ରୋଗୀଙ୍କ ଖାଦ୍ୟରୁ ବାହାରିଲା ବେଙ୍ଗ: ଭିଡିଓ ଭାଇରାଲ ପରେ ଚର୍ଚ୍ଚା ବଢ଼ିଲା

କଟକ,୧୮।୪(ଶିଳ୍ପା ପ୍ରିୟଦର୍ଶିନୀ):ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟରୁ ବେଙ୍ଗ ବାହାରିବା ଘଟଣା ଏବେ ସାମ୍ନାକୁ ଆସିଛି। ତେବେ ଏହି ଖାଦ୍ୟ ଏସ୍‌ସିବି ମେଡିକାଲ ପରିସରରେ ଥିବା ଏକ କ୍ୟାଣ୍ଟିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri