Posted inଜାତୀୟ

ଚନ୍ଦ୍ରୟାନ-୩: ଭାରତ-ଜାପାନ ମିଳିତ ଭାବେ କାର୍ଯ୍ୟ କରିବା ସମ୍ଭାବନା

ନୂଆଦିଲ୍ଲୀ,୮।୯: ଭାରତର ଚନ୍ଦ୍ରୟାନ-୨ ମିଶନ ବିଫଳ ହୋଇଛି। ତେବେ ଇସ୍ରୋ ପକ୍ଷରୁ ଚନ୍ଦ୍ରୟାନ-୩ ମିଶନ ପାଇଁ ଯୋଜନା ଆରମ୍ଭ ହୋଇଛି। ଏଥିରେ ଭାରତ-ଜାପାନ ମିଳିତ ଭାବେ କାର୍ଯ୍ୟ କରିବାର ସମ୍ଭାବନା ଥିବା କୁହାଯାଉଛି। ଏନେଇ ଇସ୍ରୋ ପକ୍ଷରୁ ଜାପାନ ଏରୋସ୍ପେଶ୍‌ ଏକ୍ସପ୍ଲୋରେଶନ୍‌ ଏଜେନ୍ସି ସହିତ କଥାବାର୍ତ୍ତା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଚନ୍ଦ୍ରୟାନ-୨ ମିଶନରେ ଭାରତ-ରୁଷିଆ ମିଳିତ ଭାବେ କାର୍ଯ୍ୟ କରିବାର ଯୋଜନା ଥିଲା। ତେବେ ଏଥିରୁ ରୁଷିଆ ଓହରି ଯାଇଥିଲା। ଫଳରେ ଭାରତ ଏକା ଏକା ଚନ୍ଦ୍ରୟାନ-୨ ମିଶନରେ କାମ  କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନରେ ୨୦ କେଜି କୋଭିଡ୍‌ ଔଷଧ ସଂଗ୍ରହ କଲେ ଡାକ୍ତର ଦମ୍ପତି

ମୁମ୍ବାଇ,୧୨।୫: ମୁମ୍ବାଇର ଏକ ଡାକ୍ତର ଦମ୍ପତି କୋଭିଡ୍‌-୧୯ରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କଠାରୁ ଔଷଧ ସଂଗ୍ରହ କରି ଗରୀବ କରୋନା ଆକ୍ରାନ୍ତଙ୍କୁ ବାଣ୍ଟୁଛନ୍ତି। ଡ. ମାର୍କସ...

ପ୍ଲାଷ୍ଟିକ ବର୍ଜ୍ୟବସ୍ତୁରୁ ତିଆରି କଲେ ପିପିଇ କିଟ୍‌-ଫେସ୍‌‌ ସିଲ୍ଡ!

ଫରିଦାବାଦ,୬।୮: ହରିୟାଣା ଫରିଦାବାଦର ସେକ୍ଟର-୨୧ଏରେ ରହୁଥିବା ଭବ୍ୟ ଚାଓ୍ବଲା ଏବେ ଖୁବ୍‌ ଚର୍ଚ୍ଚାରେ। କରୋନା ମହାମାରୀ ସମୟରେ ଲୋକେ ରୋଜଗାର ହରାଉଥିବା ବେଳେ ଭବ୍ୟ କିନ୍ତୁ...

କଂଗ୍ରେସର ବୁଡି ଯାଉଥିବା ଜାହାଜକୁ ଛାଡି ଦେଉଥିବା ପ୍ରଥମ ବ୍ୟକ୍ତି ହେଉଛନ୍ତି ରାହୁଲ: ଶିବରାଜ

ମୁମ୍ବାଇ,୨୮।୬: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଶିବରାଜ ସିଂ ଚୌହାନ ପୁଣି ଥରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ...

ମାହୁନ୍ତ ବିବାଦରୁ ହାତୀକୁ ବିଷ ଦେଇ ମାରିଦେଲେ

ବେଗୁସରାଇ,୧୧ା୧୧(ପି.ଟି.): ମାହୁନ୍ତ ବିବାଦକୁ ନେଇ ବିହାରର ବେଗୁସରାଇ ଜିଲାରେ ଗୋଟିଏ ହାତୀକୁ ବିଷ ଦେଇ ମାରିଦିଆଯାଇଥିବା ପୋଲିସ କହିଛି। ହାତୀର ପୂର୍ବତନ ମାହୁନ୍ତ ମହମ୍ମଦ ଗୟାସ,...

‘ପାକିସ୍ତାନରୁ ମୁମ୍ବାଇ ଆସିଲେ ୩ ଆତଙ୍କବାଦୀ’, ପୋଲିସ କଣ୍ଟ୍ରୋଲ ରୁମକୁ ଫୋନ କରି ଦେଲେ ମୋବାଇଲ, ଗାଡି ନମ୍ବର

ମୁମ୍ବାଇ,୮।୪: ମୁମ୍ବାଇ ପୋଲିସ କଣ୍ଟ୍ରୋଲ ରୁମକୁ ଜଣେ ଅଜ୍ଞାତ ବ୍ୟକ୍ତି ଫୋନ କରି ଦାବି କରିଛନ୍ତି କି ଶୁକ୍ରବାର (୭ ଏପ୍ରିଲ) ଦିନ ୩ ଜଣ...

ଦିନେ ରାହୁଲ ଗାନ୍ଧୀଙ୍କ ସହ ଆଫେୟାରକୁ ନେଇ ଥିଲେ ଚର୍ଚ୍ଚାରେ, ଏବେ ଏହି ବ୍ୟକ୍ତିଙ୍କୁ କଲେ ବିବାହ

ଲକ୍ଷ୍ନୌ,୨୪।୧୧: ଉତ୍ତରପ୍ରଦେଶ ରାୟବରେଲିର କଂଗ୍ରେସ ବିଧାୟିକା ଅଦିତି ସିଂ ଖୁବ ଶ୍ରୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ନଭେମ୍ବର ୨୧ରେ ଦିଲ୍ଲୀରେ ତାଙ୍କ ବିବାହ ଅନୁଷ୍ଠିତ...

ମଦ୍ରାସାର ଗୋଟିଏ ଘରେ ହେଉଛି ପୂଜା ଓ ନମାଜ ପାଠ

ଅଲୀଗଡ଼,୧୬।୭: ଦେଶରେ ଧର୍ମ ଜାତି ସମ୍ପ୍ରଦାୟ ମଧ୍ୟରେ ବିବାଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ ଅଲୀଗଡ଼ର ଏକ ମଦ୍ରାସା ଭାରତ ସମେତ ସମଗ୍ର ପୃଥିବୀ ପାଇଁ ଏକ...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୩।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୦,୧୨୦ଟି...

Advertisement
Archives

Model This Week