ଚବିଶ ଘଣ୍ଟିଆ ହେବ ଏନ୍‌ଇଏଫ୍‌ଟି ନେଣଦେଣ

ନୂଆଦିଲ୍ଲୀ,୭-୧୨: ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ନୂଆ ପଦକ୍ଷେପ ହାତକୁ ନେଇଛି। ଏହି ଯୋଜନା ଅନ୍ତର୍ଗତ ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ୍‌ସ ଟ୍ରାନ୍ସଫର (ଏନ୍‌ଇଏଫ୍‌ଟି) ସୁବିଧାକୁ ଚବିଶ ଘଣ୍ଟିଆ ପ୍ରଦାନ କରିବା ନେଇ ନିଷ୍ପତ୍ତି ହୋଇଛି। ଏହାର ଲାଭ ଚଳିତ ମାସ ୨୬ ତାରିଖଠାରୁ ଲୋକମାନେ ନେଇ ପାରିବେ। ସେହିଭଳି ଛୁଟିଦିନ ସହ ବର୍ଷର ସବୁଦିନ ଏହି ସିଷ୍ଟମ କାମ କରିବ ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ ସୂଚନା ରହିଛି। ଏ ନେଇ ପ୍ରସ୍ତୁତ ରହିବାକୁ କେନ୍ଦ୍ରୀୟ ବ୍ୟାଙ୍କ ବାଣିଜି୍ୟକ ବ୍ୟାଙ୍କଗୁଡିକୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ିବ ପ୍ରାଇଭେଟ ମାଲ୍‌ବାହୀ ଟ୍ରେନ

ନୂଆଦିଲ୍ଲୀ,୨୭।୭: ଦେଶ ମଧ୍ୟରେ ଘରୋଇ ଯାତ୍ରୀବାହୀ ଟ୍ରେନ ଚଳାଇବା ଲାଗି ରେଲଓ୍ବେ ଯୋଜନାକୁ ବର୍ତ୍ତମାନ କାର୍ଯ୍ୟକାରୀ କରାଉଛି। ଏଭଳି ସ୍ଥିତିରେ ଘରୋଇ ବଜାରରେ ଘରୋଇ ମାଲ୍‌ବାହୀ...

ବିଓଆଇ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୮।୧୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ)ର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଗତ ୩୧ ଅକ୍ଟୋବର ୨୦୨୨ରିଖଠାରୁ ଚଳିତ ମାସ ୬ ତାରିଖ ପର୍ଯ୍ୟନ୍ତ ସତର୍କତା ସଚେତନତା...

ସଂସ୍କାର ଧାରାରୁ ଫାଇଦା ମିଳିବ:ମୋଦି

ନୂଆଦିଲ୍ଲୀ,୩।୬: ଭାରତ ନିଶ୍ଚିତ ପକ୍ଷେ ଏହାର ଅଭିବୃଦ୍ଧି ପଥକୁ ଫେରିବ। ଲକ୍‌ଡାଉନ ସମୟରେ ସରକାର ଯେଉଁ ସଂସ୍କାର ଧାରା ଗ୍ରହଣ କରିଛନ୍ତି ତା’ର ଲାଭ ଅର୍ଥ...

ରେନୋ ଭୁବନେଶ୍ୱରରେ ଶୋ’ରୁମରେ ନୂଆ ‘ଡଷ୍ଟର’ ମଡେଲର ବଜାର ପ୍ରବେଶ

ଭୁବନେଶ୍ୱର,୧୬-୭(ବ୍ୟୁରୋ): ପ୍ରମୁଖ କମ୍ପାନୀ ରେନୋ ପକ୍ଷରୁ ନୂଆ ‘ଡଷ୍ଟର’ ମଡେଲ ଯାନର ସ୍ଥାନୀୟ ରେନୋ ଭୁବନେଶ୍ୱର ଶୋ’ରୁମରେ ବଜାର ପ୍ରବେଶ କରାଯାଇଛି। ଯାନଟିକୁ ଗର୍ଗସନ ଅଟୋମୋବାଇଲର...

ଏଚ୍‌ଡିଏଫ୍‌ସିର ୧.୭୫ କୋଟି ଶେୟାର କିଣିଲା ଚାଇନା ବ୍ୟାଙ୍କ

ନୂଆଦିଲ୍ଲୀ,୧୩।୪: କୋଭିଡ୍‌-୧୯ ଭାଇରସ୍‌ ଯୋଗୁ ସାରା ବିଶ୍ୱରେ ଉପୁଜିଥିବା ସ୍ଥିତିର ଫାଇଦା ଏବେ ଚାଇନା ଉଠାଉଛି। ଏସିଆର ସବୁଠାରୁ ବଡ଼ ଅର୍ଥ ବ୍ୟବସ୍ଥା ଭାବେ ବିବେଚିତ...

ଯୋଗୀ ସରକାରଙ୍କୁ କେନ୍ଦ୍ରର ଚେତାବନୀ, ବକେୟା ନଦେଲେ ବିଦ୍ୟୁତ୍‌ କଟାଯିବ…

ନୂଆଦିଲ୍ଲୀ, ୨୧।୫ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କଡ଼ ାଚେତାବନୀ ଦିଆଯାଇଛି। ରାଜ୍ୟ ସରକାର 9692 କୋଟି ଟଙ୍କାର...

milk mantra

ବନ୍ୟାବିପନ୍ନ ଦୁଗ୍ଧଚାଷୀଙ୍କୁ ମିଲ୍କ ମନ୍ତ୍ରର ସହାୟତା

ଭୁବନେଶ୍ୱର, ୧୫।୯ : ଚଳିତ ବର୍ଷ ବନ୍ୟାରେ ପ୍ରଭାବିତ ହୋଇଥିବା ପୁରୀ ଜିଲା କଣାସ ବ୍ଲକର ଶତାଧିକ ଦୁଗ୍ଧଚାଷୀଙ୍କୁ ଷ୍ଟାର୍ଟଅପ କମ୍ପାନୀ ମିଲ୍କ ମନ୍ତ୍ର ପକ୍ଷରୁ...

ଏସ୍‌ୟୁଭି କାର୍‌ ଦେବ କରୋନା ସଂକ୍ରମଣରୁ ସୁରକ୍ଷା !

ଓ୍ବାଶିଂଟନ,୫।୩: କାର୍‌ କରୋନା ସଂକ୍ରମଣରୁ ସୁରକ୍ଷା ଦେବ। ଏହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ଭଲ୍‌ଭୋ ଏବଂ ଲୋଟସ୍‌ ବ୍ରାଣ୍ଡ୍‌ର କାର୍‌ ତିଆରି କରୁଥିବା...

Advertisement
Archives

Model This Week