Posted inଜାତୀୟ

ପ୍ରତାପଙ୍କୁ ବି ପିଏମ୍‌ଓରୁ ଆସିଲା ଫୋନ୍‌ କଲ୍‌

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ ନେଇ ଦେଶ ବିଦେଶ ସବୁଠି ଉତ୍ସାହ ଦେଖିବାକୁ ମିଳିଛି। ଏବେ ସବୁଠାରୁ ବଡ ଆଲୋଚନାର ବିଷୟ ହେଉଛି କେଉଁ ନେତାମାନେ ସାମିଲ ହେବେ ମୋଦି ସରକାରରେ। ବିଭିନ୍ନ ରାଜ୍ୟର ନେତାଙ୍କ ନିକଟକୁ ଗୁରୁବାର ସକାଳୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଟେଲିଫୋନ୍‌ କଲ୍‌ ଯାଉଥିବା ବେଳେ ଏହାକୁ ନେଇ ଜାତୀୟ ଗଣମାଧ୍ୟମରେ ଆଲୋଚନା ଚାଲିଛି। ଓଡ଼ିଶାର ଭାଜପା ନେତା ଧର୍ମେନ୍ଦ୍ର ପ୍ରଧାନଙ୍କ ନିକଟରୁ ପ୍ରଥମେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ କଲ୍‌ ଆସିଥିବା ବେଳେ ଏବେ ଆଉ ଜଣେ ଭାଜପା ନେତା ବାଲେଶ୍ବର ଏମପି  ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ପାଖକୁ ପିଏମ୍‌ଓରୁ ଟେଲିଫୋନ୍‌ କଲ୍‌ ଆସିଥିବାରୁ ତାଙ୍କ ପ୍ରଶଂସକଙ୍କ ମହଲରେ ଖୁସିର ଲହରୀ ଖେଳିଯାଇଛି। ପ୍ରତାପ ମୋଦି କ୍ୟାବିନେଟରେ ସ୍ଥାନ ପାଇ ପାରନ୍ତି ବୋଲି ତାଙ୍କ ଶୁଭଚିନ୍ତକ ଓ କର୍ମୀମାନେ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri