ଚମକୁଛନ୍ତି ତାରା

ମୁମ୍ବାଇ: ମଲ୍ଟିଟ୍ୟାଲେଣ୍ଟେଡ୍‌, ସୌନ୍ଦର୍ଯ୍ୟରେ ଭରପୂର ଓ ବଲିଉଡ୍‌ରେ ନୂଆ ନୂଅ ପାଦ ରଖିଥିବା ବୋଲ୍ଡ ଅଭିନେତ୍ରୀ ତାରା ସୁତାରିଆ ମଙ୍ଗଳବାର ୨୪ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାରାଙ୍କୁ ବଲିଉଡ୍‌ ଓ ତାଙ୍କ ପ୍ରଶଂସକଙ୍କ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ୧୯୯୫ ନଭେମ୍ବର ୧୯ ମୁମ୍ବାଇରେ ତାରା ଜନ୍ମଗ୍ରହଣ କରିଥିଲେ। ସେ ଜଣେ ଭଲ ଗାୟିକା ହେବା ସହ ଭଲ ଅଭିନେତ୍ରୀ ଓ ନୃତ୍ୟାଙ୍ଗନା ମଧ୍ୟ। ମାତ୍ର ୭ବର୍ଷ ବୟସରୁ ସେ ପ୍ରଫେସନାଲ ଗାୟିକା ଭାବେ କାମ କରୁଛନ୍ତି। ୨୦୧୦-୧୧ରୁ ସେ ଡିଜ୍‌ନୀ ଚ୍ୟାନେଲରେ ଶିଶୁ କଳାକାର ଭାବେ ଭିଡିଓ ଜକି ହିସାବରେ କାମ ଆରମ୍ଭ କରିଥିଲେ। ହେଲେ ତାଙ୍କୁ ପରିଚୟ ଦେଇଥିଲା ପୁନିତ ମାଲହୋତ୍ରାଙ୍କ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ ଦ ଇୟର-୨’। ଏହି ଫିଲ୍ମ ଜରିଆରେ ସେ ବଲିଉଡ୍‌ରେ ଏଣ୍ଟ୍ରି କରିଥିବା ବେଳେ ପ୍ରଥମ ଫିଲ୍ମରୁ ହିଁ ତାଙ୍କ ଅଭିନୟର ଜାଦୁ ପ୍ରଶଂସକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ତାରା ନିଜ ଫିଲ୍ମ ଓ ଫ୍ୟାସେନେବୁଲ ଅନ୍ଦାଜ ଓ ଲଭ୍‌ ଲାଇଫ୍‌କୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ତେବେ ସେ ପୁଣି ଥରେ ଦର୍ଶକଙ୍କ ହୃଦୟରେ ରାଜ କରିଛନ୍ତି। ନିକଟରେ ମିଲାପ ଜାଭେରୀଙ୍କ ଫିଲ୍ମ ‘ମରଜାଓ୍ବାଁ’ରେ ସେ ଅଭିନୟ କରିଥିଲେ। ଏହି ଫିଲ୍ମରେ ତାରାଙ୍କ ସହ ସିଦ୍ଧାର୍ଥ ମାଲହୋତ୍ରା ଓ ରିତେଶ ଦେଶମୁଖଙ୍କୁ ବି ଦେଖିବାକୁ ମିଳିଥିଲା। ଶୁଣିବାକୁ ମିଳିଛି ମିଲନ ଲୁଥରିଆଙ୍କ ଅପ୍‌ କମିଂ ଫିଲ୍ମ ‘ତଡପ’ରେ ନଜର ଆସିବେ। ଏଥିରେ ସୁନୀଲ ସେଟ୍ଟୀଙ୍କ ପୁଅ ଆହାନଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଏହା ତେଲଗୁ ଫିଲ୍ମ ‘RX 100’ର ରିମେକ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri