ଚମ୍ପୁଆ ରେଞ୍ଜକୁ ଲେଉଟିଲା ଗୋଠଛଡା ଦନ୍ତା: ଭାଙ୍ଗିଲା ଆଉ ୩ ଘର

ଚମ୍ପୁଆ, ୨୦।୮(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜକୁ ଲେଉଟିଲା ଗୋଠଛଡା ଦନ୍ତାହାତୀ। ଦୀର୍ଘଦିନର ବ୍ୟବଧାନପରେ ଫେରି ଏହି ଦନ୍ତା ଉପତ୍ାତ ଆରମ୍ଭ କରିଦେଇଛି। ଫସଲ ନଷ୍ଟ ସାଙ୍ଗକୁ ୩ଗୋଟି ଘରଭାଙ୍ଗି ଦେଇଛି। ଚମକପୁର ନୁନୁଗୁଣ୍ଠାଣ ଅଞ୍ଚଳରୁ ଆସି ଏହି ହାତୀ କୁଚିଡା ଅଞ୍ଚଳର ଗୋଟିଏ ଘର, ରଘୁଆଳ ସାହିର ବୁଦ୍ଧୁନି ମୁଣ୍ଡା ଓ ମିରିଗି ସିଙ୍ଗା ଅଞ୍ଚଳର ଉମେଶ ମୁଣ୍ଡାଙ୍କ ଘରକୁ ଗତ ସୋମବାର ରାତିରେ ଭାଙ୍ଗି ଦେଇଛି। ହାତୀ ଆସିବାର ସୂଚନା ବନବିଭାଗ ପାଖରେ ନଥିବା ବେଳେ ଗ୍ରାମବାସୀଙ୍କଠାରୁ ଖବରପାଇ ବନବିଭାଗ ଏହି ହାତୀ ଉପରେ ନଜର ରଖିଥିବା ଜଣାପଡିଛି। ହାତୀ ଉପଦ୍ରବ ଅଞ୍ଚଳ ଗୁଡିକରେ ଗ୍ରାମବାସୀଙ୍କ ମଧ୍ୟରେ କୋକୁଆ ଭୟର ବାତାବରଣ ସୃଷ୍ଟି ହୋଇଛି। ପୁର୍ବରୁ ଏହି ହାତୀ ଗୋଟିକିଆ ହେତୁ ବନବିଭାଗକୁ ନାକେଦମ କରି ରଖିଛି। ଗୋଠଛଡା ହୋଇଥିବାରୁ ଏହି ହାତୀ ହିଂସ୍ର ହୋଇଉଠୁଥିବାରୁ ତୁରନ୍ତ ଏହାକୁ ଘଉଡା ନଗଲେ ଅନେକ କ୍ଷୟକ୍ଷତି ଘଟିବାର ସମ୍ଭାବନାକୁ ଏଡାଇ ଦିଆଯାଇ ନ ପାରେ ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ କଡ଼ା ହେବ ସୁରକ୍ଷା ବ୍ୟବସ୍ଥା : ରାଜଧାନୀରେ ୧୫, କଟକରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ଭୁୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୪ ତାରିଖରେ ଆରମ୍ଭ ହେବାକୁ ଯାଉଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପୁରୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ହେବ। ବିଶେଷକରି ପୁରୀ ଭଳି...

ସୁନା ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଚଢାଉ: ଜବତ ୬୮.୧୩ ଲକ୍ଷ ଟଙ୍କାର ଖୋଳତାଡ

ବ୍ରହ୍ମପୁର ଅଫିସ,୨୯ା୭-ଆୟକର ବିଭାଗ ପକ୍ଷରୁ ବ୍ରହ୍ମପୁରର ଜଣେ ସୁନା ବ୍ୟବସାୟୀ କେ.ପ୍ରସାଦ ରାଓ ସୁବୁଦ୍ଧିଙ୍କ ବଡବଜାର ଗୌଡ଼ ସାହିସ୍ଥିତ ବାସଭବନରେ ଚଢାଉ କରାଯାଇଛି। ଗତ ୨୬...

ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ ସିଲ୍‌

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ନୟାପଲ୍ଲୀସ୍ଥିତ କାର୍ଯ୍ୟାଳୟକୁ ଶନିବାର ବିଏମ୍‌ସି ପକ୍ଷରୁ ସିଲ୍‌ କରାଯାଇଛି। ଏହାକୁ ୧୫ ଦିନ ବନ୍ଦ କରିବାକୁ ବିଏମ୍‌ସି ନୋଟିସ...

ଗିର୍ଲିଗୁଡ଼ା-ମାଝିଗୁଡ଼ା ସେତୁ : ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରମନ୍ତ୍ରୀ ପଦ୍ମିନୀ ଦିଆନ

ଡାବୁଗାଁ, ୧୬।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡ଼ାଖୁଣ୍ଟା ପଞ୍ଚାୟତ ଅଧୀନ ଗିର୍ଲିଗୁଡ଼ା-ମାଝିଗୁଡ଼ା ଗ୍ରାମ ମଧ୍ୟରେ ଥିବା ଏକ ନାଳ ଉପରେ ପୋଲ ନିର୍ମାଣ ପାଇଁ...

ଶିକ୍ଷୟିତ୍ରୀଙ୍କୁ ହାଣିଲେ ଦୁର୍ବୃତ୍ତ: ସ୍ବାମୀ, ଝିଅ ଗୁରୁତର

ଧର୍ମଶାଳା,୬ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ମିର୍ଜାପୁର ପଞ୍ଚାୟତ ସାରଙ୍ଗକିରଣ ଗାଁରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଜଣେ ଶିକ୍ଷୟିତ୍ରୀଙ୍କୁ ହତ୍ୟା କରିବା ସହ ତାଙ୍କ...

ପ୍ରଥମ ଦରମା ଟଙ୍କାରେ ଠାକୁରଙ୍କ ପାଖେ ଭୋଗ କରିଥିଲି

ଲେଖିକା ତଥା ପ୍ରାଧ୍ୟାପିକା ମିନତି ମିଶ୍ର ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… କେନ୍ଦ୍ରାପଡା ଜିଲା ମାର୍ଶାଘାଇଠାରେ ମୋ ଜନ୍ମ। ମାର୍ଶାଘାଇ ବାଳିକା ଉଚ୍ଚ...

ଆଜି ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ...

ଦାରିଙ୍ଗବାଡ଼ିରେ କମିଲା ଶୀତ: ୧୦ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା, ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡ଼ି,୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରବିବାର ଶୀତ କମିଛି। ତାପମାତ୍ରା ପରିବର୍ତ୍ତନ ହୋଇ ୧୦ଡିଗ୍ରୀରେ ପହଞ୍ଚିଛି। ଛୁଟିଦିନ ଥିବାରୁ ପର୍ଯ୍ୟଟକମାନେ ଦାରିଙ୍ଗବାଡ଼ିରେ ପହଞ୍ଚିଥିବା...

Advertisement
Archives

Model This Week