ଚରିତ୍ର ସଂହାର ଅଭିଯୋଗରେ ଯୁବକ ଗିରଫ

ରାସଗୋବିନ୍ଦପୁର,୧୫।୧୨ (ଡି.ଏନ.ଏ))- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ନୂଣଚାଟି ଅଞ୍ଚଳର ଜଣେ ମହିଳାଙ୍କ ଚରିତ୍ରସଂହାର କରି ଏକ ବ୍ୟାନର ମାରିବା ଅଭିଯୋଗରେ ପୋଲିିସ ଅଭିଯୁକ୍ତ ଯୁବକ ଭାସ୍କର ନନ୍ଦିଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଏ ସମ୍ପର୍କରେ ମହିଳାଜଣଙ୍କ ରାସଗୋବିନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଭିଯୁକ୍ତଙ୍କ ଘର ଜଳେଶ୍ୱର ଥାନା ଅଞ୍ଚଳରେ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୦ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଆବଶ୍ୟକ ଅର୍ଥ ନାହିଁ : ଜିଲାପାଳଙ୍କୁ ଭେଟି ସହାୟତା ଲୋଡ଼ିଲେ ଆଥଲେଟ ଜଉନା ମୁର୍ମୁ

ବାରିପଦା ଅଫିସ,୩୧ା୧୦- ୨୦୨୦ ଟୋକିଓରେ ହେବାକୁ ଥିବା ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେବାକୁ ଅନ୍ତର୍ଜାତୀୟସ୍ତରୀୟ ଆଥଲେଟ ଜଉନା ମୁର୍ମୁଙ୍କ ନିକଟରେ ସମ୍ବଳ ନାହିଁ। ଏହି ଅଲିମ୍ପିକ୍ସ...

ବିଶ୍ୱବିଦ୍ୟାଳୟ ପରିସରରେ ବୁଲୁଛି ଦନ୍ତାହାତୀ

ବାରିପଦା ଅଫିସ,୯ା୧୦: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ପରିସରରେ ଦନ୍ତାହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ ଆସିଥିବା ଦନ୍ତାହାତୀଟି...

ଜାଲରେ ପଡ଼ିଲା ହରିଣ, ଉଦ୍ଧାର କଲେ ଗ୍ରାମବାସୀ

ବାରିପଦା ଅଫିସ,୨୭ା୬: ଶିମିଳିପାଳ ଅଭୟାରଣ୍ୟରୁ ଶିକାରୀଙ୍କ କବଳରୁ ଖସି ଆସିଥିବା ହରିଣଟି ରବିବାର ଭୋର୍‌ରୁ ଜାଲରେ ଛନ୍ଦି ହୋଇପଡ଼ିଛି। ବାରିପଦା ବନଖଣ୍ଡ ଅଧୀନ ପିଠାବଟା ରେଞ୍ଜ...

କ୍ୟାନ୍‌ସର ପୀଡିତଙ୍କ ପାଇଁ କେଶ ଦାନ

ବାରିପଦା ଅଫିସ,୧୫ା୧୨- ଶରୀରର ପ୍ରତ୍ୟେକଟି ଅଙ୍ଗକୁ ଦାନ କରିବା ପାଇଁ ରହିଛି ଇଚ୍ଛାଶକ୍ତି। ଚକ୍ଷୁଦାନ ଲାଗି ସ୍ବିକୃତୀ ଦେଇ ସାରିବା ପରେ ଏବେ କ୍ୟାନସର ପୀଡ଼ିତଙ୍କ...

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ବଡ଼ସାହି,୨୧ା୧୧(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ ଯୁବତୀଙ୍କୁ ସୋମବାର ବଳାତ୍କାର କରାଯାଇଥିବା ନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ...

ଗଛରୁ ପଡ଼ି ଛାତ୍ର ଗୁରୁତର : ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

କପ୍ତିପଦା,୧୯ା୧୨(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ ଶରତ ଥାନା କେଶପଡ଼ା ଜୁରିଆ ସାହି ପ୍ରାଥମିକ ବିଦ୍ୟାଳୟର ଜଣେ ଛାତ୍ର ମଙ୍ଗଳବାର ଗଛରୁ ପଡ଼ି ଗୁରୁତର ଆହତ ହୋଇଛନ୍ତି ା...

ପରିବା ବ୍ୟାଗରେ ବୁହା ହେଲା ଯୁକ୍ତ ୨ ଉତ୍ତରଖାତା

ଉଦଳା,୭ା୩(ଡ଼ି.ଏନ୍‌.ଏ.)- ଯୁକ୍ତ ଦୁଇ ପରୀକ୍ଷା ପରିଚାଳନା ନେଇ ଉଚ୍ଚଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବା କହୁଥିବା ବେଳେ ପରୀକ୍ଷା କେନ୍ଦ୍ର କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ...

ଟୋଲ୍‌ଗେଟ୍‌କୁ ନେଇ ବଢ଼ିଲା ଅସନ୍ତୋଷ

ବାରିପଦା ଅଫିସ,୮।୪- ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୧୮ ଓ ୪୯ନଂ. ଜାତୀୟ ରାଜପଥର ୩ଟି ସ୍ଥାନରେ ଟୋଲଗେଟ୍‌ ନିର୍ମାଣ ପରେ ଶୁଳ୍କ ଆଦାୟ ଆରମ୍ଭ...

Advertisement
Archives

Model This Week