ଚର୍ଚ୍ଚାରେ ରାଜକୁମାରଙ୍କ ‘ଲୁଡୋ’ ଲୁକ୍‌, ଲୋକେ କହିଲେ ଆଲିଆଙ୍କ ନକଲ

ବମ୍ବେ: କଳାକାରଟିଏ ନିଜକୁ ଚରିତ୍ରରେ ଢାଳିବା ଲାଗି କିଛି ବି କରିଥାଏ। ବେଶପୋଷାକ ହେଉ ଅବା ଶରୀର ଗଠନ ସବୁ ପରିବର୍ତ୍ତନ କରିବାକୁ ପଡ଼ିଥାଏ। ଏଭଳି କିଛି ଘଟିଛି ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ନିଜର ଆଗାମୀ ଫିଲ୍ମ ‘ଲୁଡୋ’ରେ ରାଜକୁମାର ଭିନ୍ନ ରୂପରେ ନଜରକୁ ଆସିବେ।

ନୂତନ ବର୍ଷ ଉପଲକ୍ଷେ ରାଜକୁମାର ନିଜର ସୋସିଆଲ ପୃଷ୍ଠାରେ ଦୁଇଟି ଫଟୋ ଶେୟାର କରିଥିଲେ। ଗୋଟିଏ ସେ ଝିଅଙ୍କ ଭଳି ପୋଷାକ ପିନ୍ଧିଥିବା ବେଳେ ଅନ୍ୟଟି ଥିଲା ରେଟ୍ରୋ ଲୁକ୍‌। ସେଥିମଧ୍ୟରୁ ତାଙ୍କ ଝିଅ ଭଳି ଲୁକ୍‌କୁ ଦେଖି ଅନେକେ ଚକିତ ହୋଇଯାଇଛନ୍ତି। ଅନେକେ ସେ ଆଲିଆଙ୍କ ଭଳି ନଜରକୁ ଆସୁଥିବା କହିଛନ୍ତି।

ଫିଲ୍ମ ବିଷୟରେ ଯଦି କଥା ହେବା, ତେବେ ଏଥିରେ ରାଜକୁମାରଙ୍କ ବ୍ୟତୀତ ଅଭିଷେକ ବଚ୍ଚନ, ଫାତିମା ସନା ଶେଖ, ସାନ୍ୟା ମାଲ୍‌ହୋତ୍ରା, ଆଦିତ୍ୟ ରୟ କପୁର, ପଙ୍କଜ ତ୍ରିପାଠୀ, ରୋହିତ ସରାଫ ପ୍ରମୁଖ ନଜରକୁ ଆସିବେ। ଫିଲ୍ମ ୨୪ ଏପ୍ରିଲରେ ରିଲିଜ୍‌ ହେବ। ଏହାକୁ ନିର୍ଦ୍ଦେଶନା ଦେଉଛନ୍ତି ଅନୁରାଗ ବସୁ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri