ଚର୍ଚ୍ଚାରେ ଶିବଲିଙ୍ଗ ଆକୃତିର ପଣସ

ବୈପାରୀଗୁଡ଼ା,୧୮।୪(ଡି.ଏନ୍‌.ଏ.): ମହାଦେବଙ୍କ ଲିଙ୍ଗ ଆକୃତିର ପଣସକୁ ନେଇ ଏବେ ବୈପାରୀଗୁଡ଼ା ଅଞ୍ଚଳରେ ଚର୍ଚ୍ଚା । ବୈପାରୀଗୁଡ଼ା ବ୍ଲକ ଦୋରାଗୁଡ଼ା ପଞ୍ଚାୟତ ମୁଣ୍ଡାଗୁଡ଼ାର ଜଣେ ଯୁବକଙ୍କ ବଗିଚାରେ ଏଭଳି ଆକୃତିର ପଣସ ଫଳିଛି। ତାହାକୁ ତୋଳିଆଣି ପରିବାର ଲୋକଙ୍କୁ ଦେଖାଇବା ପରେ ସେମାନେ ଭକ୍ତିରେ ତାହାକୁ ଠାକୁର ଘରେ ରଖି ପୂଜାର୍ଚ୍ଚନା ଆରମ୍ଭ କରିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ଉପରେ ଦୋଷ ଲଦିଲା ରେଲଓ୍ବେ ବୋର୍ଡ

ଗୁଣପୁର,୧୭ା୨(ଡି.ଏନ୍‌.ଏ.):ଫେବୃୟାରୀ ୧ରେ ଉପସ୍ଥାପିତ ସାଧାରଣ ବଜେଟରେ ରାୟଗଡ଼ା ଜିଲା ଗୁଣପୁର-ଥେରୁବାଲି ରେଳପଥ ପାଇଁ ୧ହଜାର ଟଙ୍କା ମଞ୍ଜୁର ନେଇ ଘୋଷଣା କରିଥିଲେ। ଏହାକୁ ନେଇ ଅଞ୍ଚଳରେ...

ମୁନିଗୁଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ଏଚ୍‌ଏଚ୍‌ଏମ୍‌ର ଉଚ୍ଚସ୍ତରୀୟ ଟିମ୍‌

ମୁନିଗୁଡ଼ା,୨୭।୮(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ପକ୍ଷରୁ ବେଙ୍ଗାଲୁରୁ ସ୍ଥିତ ଜାତୀୟ ସ୍ବାସ୍ଥ୍ୟ ମିଶନ(ଏନ୍‌ଏଚ୍‌ଏମ୍‌)ର ଏକ ଉଚ୍ଚ ସ୍ତରୀୟ ଟିମ୍‌ ଶୁକ୍ରବାର ରାୟଗଡ଼ା ଜିଲା ମୁନିଗୁଡ଼ା...

ପାନୀୟ ଜଳ ସମସ୍ୟା ନେଇ ପଞ୍ଚାୟତ କାର୍ଯ୍ୟାଳୟ ଘେରିଲେ ସାହିବାସିନ୍ଦା

ମୁନିଗୁଡ଼ା,୯ା୧୧(ଡି.ଏନ୍‌.ଏ.): ଲୋକଙ୍କ ପାଖରେ ପାନୀୟଜଳ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି କିନ୍ତୁ ପ୍ରଶାସନିକ ଅବହେଳା ଯୋଗୁ ଏହା ଏବେବି ଅନେକ ଲୋକଙ୍କ...

ତିରୁପତିରୁ ଫେରିଲେ ୧୨୧ ପ୍ରବାସୀ

ରାୟଗଡ଼ା ଅଫିସ, ୨୮ା୬: ତିରୁପତିରେ ଫସିଥିବା ୧୨୧ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ରବିବାର ସକାଳେ ରାୟଗଡ଼ାରେ ପହଞ୍ଚିଛି। ଏମାନେ ସମସ୍ତେ...

ସୁକୁମାରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ: ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ

ମାଲକାନଗିରି,୯।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲାରେ ମଙ୍ଗଳବାର ସକାଳେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛିି। ଏଥିରେ ଜଣେ ମହିଳା...

ଡଙ୍ଗରିଆଙ୍କୁ ଠକୁଛନ୍ତି ଆନ୍ଧ୍ର ଦଲାଲ

ବିଷମକଟକ,୨୭ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ଡଙ୍ଗରିଆମାନେ ବିଶେଷକରି କୃଷି ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ। ଉତ୍ପାଦିତ ପନିପରିବା, ଫଳ ଓ...

୧୦ ବର୍ଷରେ ୧୭ ଶିକ୍ଷକ ଲମ୍ବା ଛୁଟିରେ, ଜଣେ କାର୍ଯ୍ୟଚ୍ୟୁତ

ନବରଙ୍ଗପୁର,୨୬ା୧୨(ବି.ପ୍ର.):ନବରଙ୍ଗପୁର ଜିଲାରେ କେତେକ ସ୍ଥାନରେ ଶିକ୍ଷକ ଲମ୍ବା ଛୁଟିରେ ଥିବାବେଳେ ଆଉ କେଉଁଠାରେ ନକଲ ସାର୍ଟିଫିକେଟ ଦେଇ ଚାକିରି କରୁଛନ୍ତି। ଯାଞ୍ଚ ପରେ ଧରା ପଡ଼ିଲେ...

ରାୟଗଡ଼ାରେ କରୋନା ପଜିଟିଭ୍‌ ଚିହ୍ନଟ ପରେ କଣ୍ଟେନ୍‌ମେଣ୍ଟ୍‌ ଅଞ୍ଚଳର ସ୍ଥିତି ପରଖିଲେ ଉପଜିଲାପାଳ

ରାୟଗଡ଼ା ଅଫିସ,୪ା୬: ରାୟଗଡ଼ାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲା ପ୍ରଶାସନ ପକ୍ଷରୁ ତୁରନ୍ତ ସହରର ଆର୍‌କେ ନଗର ଓ ଓଡ଼ଗୁଡାକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବରେ...

Advertisement
Archives

Model This Week