Posted inଫୁରସତ

ଚଳନ୍ତା ଟେବୁଲ ଫ୍ୟାନକୁ ଜିଭରେ ଅଟକାଇ ରେକର୍ଡ

ନାଁ ଏବଂ ପ୍ରସିଦ୍ଧି ଲାଭ କରିବା ଲାଗି ଲୋକେ ବିଭିନ୍ନ ପ୍ରକାର ପନ୍ଥା ଆପଣେଇଥାନ୍ତି। କିଛି ବ୍ୟକ୍ତିଙ୍କୁ ଏହା ଶର୍ଟକଟ୍‌ରେ ମିଳିଯାଉଥିବା ବେଳେ କିଛି ଲୋକ ଏଥିପାଇଁ ନିଜ ଜୀବନକୁ ବାଜି ଲଗେଇଦେବାକୁ ମଧ୍ୟ ପଛାନ୍ତି ନାହିଁ। ସେହିଭଳି ଜଣେ ଅଦ୍ଭୁତ ମହିଳା ହେଉଛନ୍ତି ଜୋଏ ଇଲିସ୍‌। ଜୋଏ ଚଳନ୍ତା ଟେବୁଲ ଫ୍ୟାନକୁ ଜିଭ ସାହାଯ୍ୟରେ ଅଟକାଇ କରିଛନ୍ତି ରେକର୍ଡ। ଜୋଏ ପେଷାରେ ଜଣେ ସର୍କସ୍‌ ଆର୍ଟିଷ୍ଟ। କିଛି ନିଆରା କରିବା ଲକ୍ଷ୍ୟ ନେଇ ଜୋଏ ଏଭଳି ଏକ ଅଭ୍ୟାସ କରିବା ଆରମ୍ଭ କରିଥିଲେ। ପରବର୍ତ୍ତି ସମୟରେ ସେ ଗୋଟିଏ ମିନିଟ୍‌ରେ ୨ଟି ଦ୍ରୁତ ଚାଳିତ ବୈଦ୍ୟୁତିକ ଫ୍ୟାନକୁ ୩୨ଥର ନିଜ ଜିଭ ସାହଯ୍ୟରେ ଅଟକାଇ ସ୍ଥାନ ପାଇଛନ୍ତି ଗିନିଜ ଓ୍ବାଲର୍‌ଡ ରେକର୍ଡରେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri