ଚଳନ୍ତା ଟ୍ରାକ୍ଟରରୁ ଅଲଗା ହେଲା ଚକା, ଅଳ୍ପକେ ବର୍ତ୍ତିଲେ ଲୋକେ

ଜି.ଉଦୟଗିରି,୧ା୧୨(ଡି.ଏନ୍‌.ଏ.)- ଜି.ଉଦୟଗିରି ବରାଳିନୀ ମାର୍କେଟ ତହସିଲ ଗେଟ୍‌ ସମ୍ମୁଖରେ ରବିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଏକ ମାଟି ବୋଝେଇ ଟ୍ରାକ୍ଟରର ଏକ୍ସିଲ ଭାଙ୍ଗି ବଡଚକ ଅଲଗା ହୋଇଯାଇଥିଲା। ସୌଭାଗ୍ୟବଶତଃ ଚକାଟି ପାଖରେ ଯାଉଥିବା ଟ୍ରଲି ଚକାରେ ଲାଗି ଅଟକି ଯାଇଥିଲା। ଫଳରେ ନିକଟରେ ଥିବା ଲୋକେ ଓ ଟ୍ରାକ୍ଟର ଚାଳକ ଏକ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲେ। ଘଟଣାବେଳେ ଗୋଟିଏ ପାର୍ଶ୍ୱରେ ଏକ ଘରୋଇ ବସ ଅଟକି ରହିଥିବା ବେଳେ ଅନ୍ୟ ଏକ ପାର୍ଶ୍ୱରେ କାର ମଧ୍ୟ ପାର୍କିଂ ହୋଇଥିଲା।ପରେ ଜେସିବି ଡ଼ାକି ଟ୍ରାକ୍ଟରକୁ ସ୍ଥାନାନ୍ତର କରାଯିବାପରେ ଯାତାୟାତ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri