Posted inଜାତୀୟ

ଚଳନ୍ତା ଟ୍ରେନ୍‌ରୁ ଖସିପଡିଲେ ୩ ଯାତ୍ରୀ

ମୁମ୍ବାଇ, ୩।୭: ମୁମ୍ବାଇ ଲୋକାଲ୍‌ ଟ୍ରେନରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ଟେନରୁ ଖସି ପଡି ୩ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ ଛତ୍ରପତି ଶିବାଜୀ ମହାରାଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟେନଟି ଠିକ୍‌ ସମୟରେ ପ୍ଲାଟଫର୍ମ ଛାଡିଥିଲା। ଯାତ୍ରୀଙ୍କ ସଂଖ୍ୟା ଅଧିକ ହୋଇଯିବାରୁ ଏଭଳି ଦୁର୍ଘଟଣା ଘଟିଥିଲାବୋଲି ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ ସମ୍ପ୍ରସାରଣ ପୂର୍ବରୁ ବଡ଼ ହଇଚଇ: ନିଶଙ୍କ-ଗଙ୍ଗଓ୍ବାର-ଦେବଶ୍ରୀ ମନ୍ତ୍ରିମଣ୍ଡଳରୁ ଦେଲେ ଇସ୍ତଫା

ନୂଆଦିଲ୍ଲୀ,୭।୭: କେନ୍ଦ୍ର କ୍ୟାବିନେଟରେ ବୁଧବାର ସନ୍ଧ୍ୟାରେ ବଡ଼ ପରିବର୍ତ୍ତନ ହେବ। ହେଲେ ଏହା ପୂର୍ବରୁ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ମନ୍ତ୍ରିମଣ୍ଡଳରେ ନୂଆ ନାମ ଯୋଡ଼ି...

ଆଜି ଫେରିବ ୭ ବିମାନ

ନୂଆଦିଲ୍ଲୀ,୨ା୩: ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ରାଜଧାନୀ କ୍ୱିଭ୍‌ରେ ଆଉ ଜଣେ ହେଲେ ଭାରତୀୟ ନାହାନ୍ତି। ସମସ୍ତ ନାଗରିକ କ୍ୱିଭ୍‌ ଛାଡ଼ିଥିବା ଭାରତର ଅନୁସନ୍ଧାନରୁ ଜଣାପଡ଼ିଛି ବୋଲି...

ମାତା-ପିତାଙ୍କ ଆଶୀର୍ବାଦ ନେଇ ଭୋଟ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୨: ଦିଲ୍ଲୀର ୭୦ ବିଧାନସଭା ଆସନ ପାଇଁ ଭୋଟିଂ ଜାରି ରହିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମାତା ଗୀତା ଦେବୀ ଏବଂ ପିତା ଗୋବିନ୍ଦରାମ କେଜରିଓ୍ବାଲଙ୍କ...

ମୋଦି-ଶାହଙ୍କ ଯୋଡି ଆଜିର କୃଷ୍ଣ-ଅର୍ଜୁନ: ରଜନୀକାନ୍ତ

ଚେନ୍ନାଇ,୧୧।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ମୋଦି ସରକାରଙ୍କର ଖୁବ୍‌ ପ୍ରଶଂସା କରିଛନ୍ତି। ଏହାକୁ ନେଇ ରଜନୀକାନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଏଠାରେ ବର୍ଷରେ ୫ଦିନ ସ୍ତ୍ରୀ-ସ୍ବାମୀ ହସିବା ମନା

ବାରାଣସୀର ମଣିକର୍ନିକା ଘାଟ ଅଞ୍ଚଳରେ ଥିବା ପିଡି ଗାଁରେ କାହିଁ କେଉଁ କାଳରୁ ଚାଲିଆସିଛି ଏକ ପରମ୍ପରା। ଦମ୍ପତିଙ୍କ ପାଇଁ ଏହି ପରମ୍ପରା ବେଶ କଡାକଡି...

ଛପା ଯାଉନି ଦୁଇ ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ, ୧୫।୩ – ଦୁଇ ବର୍ଷ ହେଲା ଦୁଇ ହଜାର ଟଙ୍କିଆ ନୋଟ୍‌ ଛପା ପ୍ରକ୍ରିୟା ବନ୍ଦ ଅଛି। ଏକ ପ୍ରଶ୍ନର ଉତ୍ତର ଦେବାକୁ ଯାଇ...

ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ଦାୟିତ୍ୱ ନେଲେ ଜୟଦୀପ

ନୂଆଦିଲ୍ଲୀ, ୨ା୩(ପିଆଇବି): ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଜୟଦୀପ ଭଟ୍ଟନାଗର ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୮୬ ବ୍ୟାଚର ଭାରତୀୟ ସୂଚନା...

ଦିଲ୍ଲୀରେ ନିଆଁ: ୨୬ ମୃତ

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଦିଲ୍ଲୀର ମୁଣ୍ଡ୍‌କା ମେଟ୍ରୋ ଷ୍ଟେଶନ ନିକଟରେ ଥିବା ଏକ ୩ ମହଲା ବିଲ୍ଡିଂରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୬ ଜଣଙ୍କ ମୃତ୍ୟୁ...

Advertisement
Archives

Model This Week