ଚଳନ୍ତା ଲ୍ୟାବରେ ହେବ କରୋନା ପରୀକ୍ଷା!

ମୁମ୍ବାଇ,୨।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ମୁମ୍ବାଇରେ ସର୍ବାଧିକ ସଂକ୍ରମିତଙ୍କୁ ଏଯାବତ୍‌ ଚିହ୍ନଟ କରାଗଲାଣି। ଏବେ କରୋନା ସଂକ୍ରମଣକୁ କମ୍‌ କରିବାକୁ ମହାରାଷ୍ଟ୍ର ସରକାର ଚଳନ୍ତା ଲ୍ୟାବରେ କରୋନା ଟେଷ୍ଟ କରିବାକୁ ଯୋଜନା ପ୍ରସ୍ତୁତ କରୁଥିବା ଜଣାପଡିଛି। ଏକ ବସ୍‌ରେ କରୋନା ଟେଷ୍ଟର ସବୁ ସୁବିଧା କରାଯିବ। ଏହା ଭିନ୍ନ ଭିନ୍ନ ସ୍ଥାନକୁ ଯାଇ ସେଠାରେ ଲୋକଙ୍କର କରୋନା ଟେଷ୍ଟ କରାଯିବ ବୋଲି କୁହାଯାଉଛି। ଫଳରେ କମ୍‌ ସମୟ ମଧ୍ୟରେ ଅଧିକ ଟେଷ୍ଟ ହୋଇପାରିବ ଯାହା ସଂକ୍ରମଣ ରୋକିବାରେ ସାହାଯ୍ୟ କରିବ। ସୂଚନାଯୋଗ୍ୟ, ଏବେ ମୁମ୍ବାଇର ଧରାବିରେ କରୋନା ସଂକ୍ରମିତଙ୍କ ବୃଦ୍ଧିକୁ ଦେଖି ସରକାର ଚିନ୍ତାରେ ପଡିଯାଇଛନ୍ତି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧ ହଜାର ଛୁଇଁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବେଳକୁ ବେଳ ବଢିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିବା ଖବରକୁ ଖଣ୍ଡନ କଲେ ସିଦ୍ଧୁଙ୍କ ପିତା

ଚଣ୍ଡିଗଡ଼,୫ ।୬: ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କୁ ମେ’ ୨୯ ଦିନ ଦ୍ୱିପ୍ରହରରେ କେତେଜଣ ଅଜ୍ଞାତ ବ୍ୟକ୍ତି ଗୁଳିକରି ହତ୍ୟା କରିଛନ୍ତି । ଏହାପରେ ଏହି...

୯ ହଜାର ଡାକ୍ତର, ନର୍ସ କରୋନା ସଂକ୍ରମିତ: ଧ୍ୟାନର ସାହାରା ନେଲା ସ୍ପେନ୍‌ ହସ୍ପିଟାଲ!

ମ୍ୟାଡ୍ରିଡ୍‌,୩୦।୩: କରୋନା ସଂକ୍ରମଣ ଏବେ ଇଟାଲୀ ଓ ଆମେରିକାରେ ଅଧିକ ପରିମାଣରେ ଦେଖାଦେଇଥିବା ବେଳେ ସ୍ପେନ ମଧ୍ୟ କିଛି ପଛରେ ନାହିଁ। ଏବେ ସ୍ପେନରେ ୮୦...

ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ...

ଭାରତରେ ପ୍ରତି ୪ରୁ ୩ଜଣଙ୍କଠାରେ ରହିଛି ଭିଟାମିନ୍‌-ଡି’ର ଅଭାବ: ବଡୋଦରାରେ ସର୍ବାଧିକ

ନୂଆଦିଲ୍ଲୀ,୩୦।୧: ଭିଟାମିନ୍‌-ଡି’ର ଅଭାବ ନେଇ ଭାରତରେ ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି। ଭାରତର ୭୬ପ୍ରତିଶତ ଲୋକଙ୍କଠାରେ ଭିଟାମିନ-ଡି’ର ଅଭାବ ରହିଥିବା ଏକ ବିସ୍ତୁତ ଗବେଷଣାରୁ...

ଡିଜିଟାଲୀକରଣ ଦ୍ୱାରା ନ୍ୟାୟିକ ବ୍ୟବସ୍ଥାର ବିକାଶ ସମ୍ଭବ: ଜଷ୍ଟିସ ଚନ୍ଦ୍ରଚୂଡ଼…

ନୂଆଦିଲ୍ଲୀ, ୧୭।୯ : ନ୍ୟାୟିକ ପ୍ରକ୍ରିୟାରେ କାଗଜବିହୀନ କୋର୍ଟ ଆଇନଜୀବୀମାନଙ୍କ ପାଇଁ ସମୟ ବଞ୍ଚାଇବାର ମୂଲ୍ୟବାନ ଉପକରଣ ପାଲଟିବ। ଏହି କୋର୍ଟଗୁଡିକ ପରିବେଶ ଦୃଷ୍ଟିକୋଣରୁ ମଧ୍ୟ...

୧୦ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୮ ସୁରଟ ଫେରନ୍ତା

ଭୁବନେଶ୍ୱର,୧୦।୫(ବ୍ୟୁରୋ)-ରାଜ୍ୟରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ରବିବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୦ ନୂତନ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର।...

ମଦମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍‌: ମିଥାନଲ୍‌ ମିଶ୍ରିତ ସାନିଟାଇଜର ପିଇବା ଯୋଗୁ ହୋଇଥିଲା ମୃତ୍ୟୁ

ହାଇଦ୍ରାବାଦ୍‌, ୧୨।୮: ଆନ୍ଧ୍ରପ୍ରଦେଶରେ ଗତ ମାସରେ ଘଟିଥିବା ମଦମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ପ୍ରକାଶମ୍‌ ଜିଲାର କୁରୁଚେଡୁରେ ଘଟିଥିବା ଏହି ଘଟଣାରେ ୧୬ ଜଣ ମୃତକ...

ସୁସ୍ଥ ହେଲେ କରୋନା ସଂକ୍ରମିତ ୧୨ ନୌସେନା ଯବାନ

ନୂଆଦିଲ୍ଲୀ,୨।୫: ଭାରତୀୟ ନୌସେନାର ୩୮ ଜଣ ଯବାନ କରୋନା ଭାଇରସରେ ସଂକ୍ରମିତ ହେବା ପରେ ଏବେ ସେମାନଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ...

Advertisement
Archives

Model This Week