ଚଳିତବର୍ଷ ବୁଗୁଡ଼ାରେ ଗଡ଼ିବନି ରଥ

ବୁଗୁଡ଼ା,୧୮ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ାର ଶ୍ରୀ ବଳଦେବ ମନ୍ଦିରରେ ଚଳିତ ବର୍ଷ ରଥଯାତ୍ରା ହେବ ନାହିଁ ବୋଲି ପରିଚାଳନା କମିଟିର ସଭାପତି ତଥା ତହସିଲଦାର ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି। ବର୍ତ୍ତମାନ କରୋନା ମହାମାରୀ ସଙ୍କଟରୁ ରକ୍ଷା ପାଇବା ପାଇଁ ଏଭଳି ନିଷ୍ପତ୍ତି ଜିଲା ପ୍ରଶାସନ ପକ୍ଷରୁ ନିଆଯାଇଛି। ତେବେ ମନ୍ଦିର ପରିସରରେ ଦେବସ୍ନାନ ମଣ୍ଡପରେ ଅସ୍ଥାୟୀ ଭାବେ
ମାଉସୀ ମା’ ମନ୍ଦିର କରାଯାଇ ବିଧି ପାଳନ କରାଯିବ। କମ୍‌ ସଂଖ୍ୟକ ସେବାୟତଙ୍କ ଉପସ୍ଥିତିରେ ସାମାଜିକ ଦୂରତ୍ୱ ରକ୍ଷା କରାଯାଇ ବିଧି ଅନୁଯାୟୀ ଠାକୁରଙ୍କୁ ପୂଜା କରାଯିବ। ମନ୍ଦିର ପରିସରରେ ଭକ୍ତମାନଙ୍କର ସମାବେଶ ହୋଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିଲା ଭାଜପା ନେତାଙ୍କ ଗାଡି: ଘୋଷାଡ଼ି ଆଣି ପିଟିଲେ ଲୋକେ

କଟକ,୭।୯: କଟକରେ ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ଗାଡି ଧକ୍କାରେ ଚାରି ଜଣ ବ୍ୟକ୍ତି ଆହତ ହୋଇଛନ୍ତି। ସେଥିରେ ଦୁଇ ଶିଶୁ ରହିଛନ୍ତି । ପ୍ରଥମେ ଏକ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଅଧ୍ୟାପକଙ୍କ ଅକାଳ ବିୟୋଗ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୭।୯ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅନ୍ତର୍ଗତ କୁନ୍ଦେଇପାଲି ଗ୍ରାମର ଯୁବ ଅଧ୍ୟାପକ କୁମୁଦଚନ୍ଦ୍ର ବାଗ (୪୮)ଙ୍କର ଆଜି ଅକାଳ…

ଭଉଣୀଙ୍କୁ ଗୁଳି କରି ହତ୍ୟା କରିଥିଲେ ଭାଇ, କୋର୍ଟ ଶୁଣାଇଲେ କଠୋର ଦଣ୍ଡ

କେନ୍ଦୁଝର,୭ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଗୋପାଳ ଚନ୍ଦ୍ର ବେହେରା ସୋମବାର ଏକ ହତ୍ୟା ମାମଲାରେ ଶୁଣାଣି କରି ଅଭିଯୁକ୍ତ ପ୍ରସନ୍ନ ବାରିକଙ୍କୁ ଆଜୀବନ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri