ଚଳିତ ବର୍ଷରୁ ମିଳିବ ଗରିମା ପୁରସ୍କାର: ‘ମୋ ସ୍କୁଲ’ ଅଭିଯାନରେ ୮୯୫୧ ସ୍କୁଲ ପାଇଛନ୍ତି ୮୯କୋଟି ଟଙ୍କା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ସ୍କୁଲଗୁଡ଼ିକରେ ଗୁଣାତ୍ମକ ଶିକ୍ଷା ବୃଦ୍ଧି କରିବା ଲାଗି ରାଜ୍ୟ ସରକାର ‘ମୋ ସ୍କୁଲ’ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଯୋଜନାର ମୂଳ ଲକ୍ଷ୍ୟ, ସ୍କୁଲର ବିକାଶରେ ଜନସାଧାରଣ ଓ ପୁରାତନ ଛାତ୍ରୀଛାତ୍ରଙ୍କୁ ସାମିଲ କରିବା। ୨୦୧୮-୧୯ରେ ଏହି ଯୋଜନାରେ ୩୦ ଜିଲାର ୮,୯୫୧ଟି ସ୍କୁଲ ୮୯କୋଟି ୨୮ ଲକ୍ଷ ଟଙ୍କା ପାଇଛନ୍ତି। ଯେଉଁଥିରେ ୨୯କୋଟି ୭୬ଲକ୍ଷ ଟଙ୍କା ବିଦ୍ୟାଳୟଗୁଡ଼ିକ ଦାନ କରିଥିବା ବେଳେ ଏହାର ଦୁଇଗୁଣା ହିସାବରେ ୫୯ କୋଟି ୫୨ଲକ୍ଷ ଟଙ୍କା ସମ୍ପୃକ୍ତ ବିଦ୍ୟାଳୟଗୁଡ଼ିକୁ ପ୍ରଦାନ କରାଯାଇଛି। ଏଥିସହ ଛାତ୍ରୀଛାତ୍ରମାନଙ୍କର ଶୈକ୍ଷିକ ଜ୍ଞାନ ବୃଦ୍ଧି ନିମନ୍ତେ ଗରିମା ପୁରସ୍କାର ଆରମ୍ଭ କରାଯାଇଛି। ଚଳିତ ବର୍ଷଠାରୁ ‘ମୁଖ୍ୟମନ୍ତ୍ରୀ ମେଧାବୃତ୍ତି’, ‘ଓଡ଼ିଆ ଭାଷାବୃତ୍ତି’, ‘ଉତ୍ତମ ସ୍କୁଲ ବୃତ୍ତି’ ପ୍ରଦାନ କରାଯିବ। ଶନିବାର ବିଧାନସଭା ମୁଲତବୀ ଆଲୋଚନା ବେଳେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri