ଚହଲଙ୍କ ଅଲୋଡ଼ା ରେକର୍ଡ

ବର୍ମିଂହାମ, ୧।୭(ପି.ଟି.)- ଆୟୋଜକ ଇଂଲଣ୍ଡ ଓ ଭାରତ ମଧ୍ୟରେ ରବିବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ଗୁରତ୍ୱପୂର୍ଣ୍ଣ ମୁକାବିଲାରେ ଭାରତୀୟ ସ୍ପିନର ଯୁଜବେନ୍ଦ୍ର ଚହଲ ଏକ ଅଲୋଡ଼ା ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୭ ଉଇକେଟ୍‌ ହରାଇ ୩୩୭ ରନ କରିଥିଲା। ଲେଗ୍‌-ସ୍ପିନର ଚହଲ ନିଜ ୧୦ ଓଭର କୋଟାରେ ୮୮ ରନ ବ୍ୟୟ କରିବା ସହ ଉଇକେଟ୍‌ ଶୂନ୍ୟ ରହି ବେଶ୍‌ ମହଙ୍ଗା ସାବ୍ୟସ୍ତ ହୋଇଥିଲେ। ଯେଉଁଥିରେ ୭ ଚୌକା ଓ ୬ ଛକା ସାମିଲ ରହିଛି। ଦିନିକିଆ କ୍ରିକେଟ୍‌ରେ ଚହଲଙ୍କ ଏହା ସବୁଠାରୁ ଖରାପ ବୋଲିଂ ସ୍ପେଲ ମଧ୍ୟ ହୋଇଛି। ଚହଲ ଏଥିସହ ବିଶ୍ୱକପ୍‌ ଇତିହାସରେ ସବୁଠାରୁ ମହଙ୍ଗା ବୋଲିଂ କରିଥିବା ଭାରତୀୟ ବୋଲର ହେବାର ଅଲୋଡ଼ା ରେକର୍ଡକୁ ନିଜ ନାମରେ କରିଛନ୍ତି। ପୂର୍ବରୁ ଜାଭାଗଲ ଶ୍ରୀନାଥ ଏହି ରେକର୍ଡର ଅଧିକାରୀ ହୋଇଥିଲେ। ଶ୍ରୀନାଥ ପୂର୍ବରୁ ୨୦୦୩ ବିଶ୍ୱକପ୍‌ ଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ୮୭ ରନ ବ୍ୟୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭୨ ବର୍ଷର ରେକର୍ଡ ଭାଙ୍ଗିଲେ ପନ୍ତ

ବର୍ମିଂହାମ୍‌, ୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏଜବାଷ୍ଟନ ଟେଷ୍ଟର ପ୍ରଥମ ଇନିଂସରେ ଶତକ ହାସଲ କରି ରିଷଭ ପନ୍ତ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

ଡେବ୍ୟୁ ମ୍ୟାଚ୍‌ ଦିନ ହୋଟେଲ ରୁମ୍‌କୁ ଯାଇ ପ୍ରବଳ କାନ୍ଦିଥିଲେ ଏହି କ୍ରିକେଟର୍‌, ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟର ମନୋଜ ତିୱାରୀ ଆଜିକାଲି କ୍ରିକେଟଠାରୁ ଦୂରରେ ଅଛନ୍ତି। ସେ ପୂର୍ବ ଆଇପିଏଲ ସିଜନରେ ଅଂଶଗ୍ରହଣ କରି ନ ଥିବା ବେଳେ ୨୦୧୫ ମସିହାରୁ...

ମାତ୍ର କିଛି ମିନିଟ୍‌ରେ ସରିଗଲା ଭାରତ-ପାକିସ୍ତାନ ମ୍ୟାଚ୍‌ ଟିକେଟ୍‌

ନୂଆଦିଲ୍ଲୀ,୭।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚର ଲୋକପ୍ରିୟତା ସର୍ବଦା ଅଧିକ ଥାଏ। ଏହି ଦୁଇ ଦଳ କ୍ରିକେଟ ପଡ଼ିଆରେ ମୁହାଁମୁହିଁ ବେଳେ କୋଟି କୋଟି...

ଆଉଟ୍‌ ହେବା ପରେ ବିରାଟଙ୍କ ପ୍ରତିକ୍ରିୟା ଦେଖି ଭାଙ୍ଗି ପଡ଼ିଛନ୍ତି ପ୍ରଶଂସକ

ମୁମ୍ବାଇ,୧୪।୫: ଏକଦା ରନ୍‌ ମେଶିନ ଭାବେ ପରିଚିତ ଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)ର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଖରାପ ଫର୍ମ ଜାରି ରହିଛି। ପଞ୍ଜାବ...

ଟିମ୍‌ ଇଣ୍ଡିଆରେ ହୋଇପାରେ ୨ ପରିବର୍ତ୍ତନ

କଲମ୍ବୋ,୨୨।୭: ଶ୍ରୀଲଙ୍କାରେ ଥିବା ଯୁବ ଭାରତୀୟ ଦଳ ଦିନିକିଆ ସିରିଜ୍‌କୁ ଆଗୁଆ ଜିତିନେଇଛି। ପ୍ରଥମ ମ୍ୟାଚ୍‌ରେ ଯୁବ ବ୍ୟାଟ୍ସମ୍ୟାନମାନେ ସେମାନଙ୍କ କ୍ଲାସ ଓ ଟେମ୍ପରାମେଣ୍ଟର ପରିଚୟ...

ସେଦିନ ଭାରତୀୟ କ୍ରିକେଟରଙ୍କ ଆଖିରେ ଥିଲା ଲୁହ

ଏପ୍ରିଲ ୨, ୨୦୧୧ ଭାରତୀୟ କ୍ରିକେଟ୍‌ ଇତିହାସରେ ଏକ ସ୍ମରଣୀୟ ଦିନ। ଏହି ଦିନ ଭାରତ ଦ୍ୱିତୀୟଥର ବିଶ୍ୱବିଜୟୀ ହେବାରେ ସୌଭାଗ୍ୟ ହାସଲ କରିଥିଲା। ମୁମ୍ବାଇର...

ଟି୨୦ ସିରିଜ୍‌: ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଅକଲାଣ୍ଡ,୨।୪(ଏପି): ବାଂଲାଦେଶ ବିପକ୍ଷ ବର୍ଷା ବାଧାପ୍ରାପ୍ତ ତୃତୀୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୬୫ ରନରେ ବିଜୟୀ ହୋଇଛି। ୩ଟି ଯାକ ମ୍ୟାଚ୍‌ ଜିତି ନ୍ୟୁଜିଲାଣ୍ଡ ସିରିଜ...

୧୯୦ ରନ୍‌ରେ ଖେଳୁଥିବାବେଳେ କୋହଲିଙ୍କୁ ଏମିତି କିଛି କହୁଥିଲେ ଇଶାନ କିଶନ

ଢାକା,୧୧।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ଇଶାନ କିଶନ ବାଂଲାଦେଶ ବିପକ୍ଷ ସିରିଜର ତୃତୀୟ ଦିନିକିଆରେ ବିସ୍ଫୋରକ ଇଂନିସ ଖେଳିଥିଲେ। ଚଟ୍ଟୋଗ୍ରାମରେ ଖେଳାଯାଇଥିବା ମ୍ୟାଚରେ କିଶନ...

Advertisement
Archives

Model This Week