ଚାଇନାରୁ ଆସିଲା ଭଲ ଖବର: ସଫଳତାର ସହ ପରୀକ୍ଷା ହେଲା କରୋନା ଟୀକା!

ବେଜିଂ,୪।୪: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୨ଶହ ଦେଶକୁ ବ୍ୟାପି ସାରିଲାଣି। ହେଲେ ଚାଇନା ଏବେ କରୋନା ଭାଇରସ ପାଇଁ ବାହାର କରିଥିବା ଟୀକା ସଫଳତାର ସହ ପରୀକ୍ଷା କରିଥିବା କହିଛି। ମାର୍ଚ୍ଚ ୧୭ ରେ ଏହାକୁ କ୍ଲିନିକାଲୀ ପରୀକ୍ଷା କରାଯାଇଥିବା ବେଳେ ଏବେ ଏହା ଭଲ ଫଳ ଦେଇଛି ବୋଲି କହୁଛି ଚାଇନା। ଏହି ଟିକାକୁ ପ୍ରାୟ ୧୦୮ ଜଣ ସ୍ବେଚ୍ଛାସେବୀଙ୍କ ଉପରେ ପରୀକ୍ଷା କରାଯାଇଥିବା ବେଳେ ସେଥି ମଧ୍ୟରୁ ୧୪ ଜଣଙ୍କର କ୍ୱାରାଣ୍ଟାଇନ ସମୟ ସରିଛି ଆଉ ଏମାନେ ସୁସ୍ଥ ଅଛନ୍ତି ବୋଲି କହିଛି ଚାଇନା। ଏବେ ଏମାନଙ୍କୁ ୬ ମାସ ଅନୁଧ୍ୟାନ କରିବା ପରେ ଯଦି ଏହା ସଫଳ ହେଲା ତେବେ ଉକ୍ତ ଟିକାକୁ ବିକଶିତ କରାଯାଇ ପ୍ରୟୋଗ କରାଯାଇ ପାରିବ ବୋଲି ଚାଇନା ମତ ରଖିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଲଢ଼େଇରେ ହିରୋ ସାଜିଛନ୍ତି ୧୮୦ ମୌଲବୀ

ମୁମ୍ବାଇ, ୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ୧୮୦ ଜଣ ମୌଲବୀ କରୋନା ଲଢ଼େଇରେ ହିରୋ ସାଜିଛନ୍ତି। ସେମାନେ ଘରଘର ବୁଲି...

ଲକ୍‌ଡାଉନ ଯୋଗୁ ଏମ୍‌ଏସ୍‌ଏମ୍‌ଇ ପ୍ରଭାବିତ: କେନ୍ଦ୍ରୀୟ ସହାୟତା ଲୋଡ଼ିିଲା ରାଜ୍ୟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ବିଶ୍ୱବ୍ୟାପୀ କରୋନାଜନିତ ଭୟାବହତାକୁ ନେଇ ରାଜ୍ୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)କ୍ଷେତ୍ର ପ୍ରାୟତଃ ବନ୍ଦ ହୋଇ ପଡ଼ିଥିବା ଯୋଗୁ ଏ କ୍ଷେତ୍ରରେ ଅଚଳାବସ୍ଥା...

ମିଛ କରୋନା ନେଗେଟିଭ ରିପୋର୍ଟ ନେଇ ବୁଲିବାକୁ ଯାଇଥିବା ୧୩ ପର୍ଯ୍ୟଟକ ଗିରଫ

ଡେରାଡୁନ,୧୫ ।୭: ପର୍ଯ୍ୟଟନସ୍ଥଳି ବୁଲିବାକୁ ଗଲେ କରୋନା ନେଗେଟିଭ ରିପୋର୍ଟ ସାଙ୍ଗରେ ଧରିବା ବାଧ୍ୟତାମୂଳକ ହୋଇଯାଇଛି । ଉତ୍ତରାଖଣ୍ଡ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଏହା...

ଗାଡ଼ି ଖରାପ ହୋଇଗଲା, ବରଗଡ଼ରେ ଅଟକିଲେ ପ୍ରବାସୀ ଶ୍ରମିକ

ବରଗଡ଼ ଅଫିସ୍‌,୧୫।୫: ଅଧାବାଟରେ ଗାଡ଼ି ଅଚଳ ହୋଇଯିବାରୁ ପ୍ରବାସୀ ଶ୍ରମିକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ଶୁକ୍ରବାର ଏଭଳି...

କରୋନା ପାଇଁ ଏବେବି ସାବଧାନ ରହିବା ଜରୁରୀ: ଡବ୍ଲୁଏଚ୍‌ଓ

ନୂଆଦିଲ୍ଲୀ,୬ ।୮: କରୋନା ସଂକ୍ରମଣର ଦ୍ୱତୀୟ ଲହର ବେଳକୁ ବେଳ କମ୍ ହେଉଛି ସତ । ହେଲେ ଏହାର ତୃତୀୟ ଲହରର ସମ୍ଭାବନାକୁ ଦେଖି ଏବେବି...

ଭାରତ ସହ ୨୦ ଦେଶକୁ ବିମାନ ବାତିଲ କଲା ସାଉଦି

ରିୟାଦ୍‌, ୪ା୨: ସାଉଦି ଆରବରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସାଉଦିି ପକ୍ଷରୁ ବୁଧବାରଠାରୁ ଭାରତ, ଆମେରିକା ସମେତ ମୋଟ ୨୦...

ୟୁଏଇରେ ହିନ୍ଦୁ ମନ୍ଦିରର ଶିଳାନ୍ୟାସ

ଆବୁ ଧାବି,୨୦।୪: ୟୁଏଇର ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଉକ୍ତ କାର୍ଯ୍ୟକ୍ରମରେ ସ୍ବାମୀନାରାୟଣ ସଂସ୍ଥାର ମହନ୍ତ ସ୍ବାମୀ...

ଚଳିତବର୍ଷ ଶେଷ ସୁଦ୍ଧା ଆସିପାରେ ପ୍ରଭାବଶାଳୀ କରୋନା ଟିକା: ଡବ୍ଲୁଏଚ୍‌ଓ ମୁଖ୍ୟ

ଜେନେଭା,୭।୧୦: ସାରା ବିଶ୍ୱରେ କରୋନା ଭାଇରସ ଟିକା ପରୀକ୍ଷା ଚାଲିଛି। ଏହି ସମୟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଟିକା ବିଷୟରେ ଏକ ଭଲ ଖବର ଦେଇଛି।...

Advertisement
Archives

Model This Week