Posted inଜାତୀୟ

ଚାଇନାକୁ ଜବାବ ଦେବାକୁ ଯାଇ ସୀମାରେ ମୁତୟନ ହେଲେ ଅଧିକ ସେନା

ଲଦାଖ,୨୫।୫: ଭାରତୀୟ ସୀମା ଲଦାଖରେ ଚାଇନାର ବହୁ ସଂଖ୍ୟକ ସେନା ମୁତୟନ ହେବା ପରେ ଭାରତ ଏବେ ଏହାର କଡ଼ା ଜବାବ ଦେଇଛି। ଲଦାଖର ଚାଇନା ସୀମାରେ ଭାରତୀୟ ସେନା ପକ୍ଷରୁ ଅତ୍ୟଧିକ ସେନା ମୁତୟନ କରାଯାଇଥିବା ଜଣାପଡ଼ିଛି। କାରଣ ଚାଇନା ସେନା ଭାରତୀୟ ସୀମାରେ ଅନୁପ୍ରବେଶ କରିବା ପାଇଁ ଉଦ୍ୟମ ଚଳାଇଛନ୍ତି। ଫଳରେ ସେମାନଙ୍କୁ ରୋକିବା ପାଇଁ ଭାରତୀୟ ସେନା ପକ୍ଷରୁ ଏଭଳି ପଦକ୍ଷେପ ନିଆଯିବା ସହ ଅନ୍ୟ ଅଞ୍ଚଳଗୁଡ଼ିକରେ ପାଟ୍ରୋଲିଂ ଓ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସୂଚନା ମୁତାବକ ଭାରତୀୟ ସୀମାରେ ଚାଇନାର ୫୦୦୦ ସେନା ମୁତୟନ ହୋଇଛନ୍ତି। କୌଣସି ପ୍ରକାରେ ସେମାନଙ୍କ ଅନୁପ୍ରବେଶକୁ ରୋକିବା ପାଇଁ ବାୟୁ ସେନା ସାହାଯ୍ୟରେ ବିଭିନ୍ନ ଅଞ୍ଚଳରେ ଭାରତୀୟ ସେନା ଆଗୁଆ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ ପରେ ଏଲ୍‌ପିଜି ସିଲିଣ୍ଡର-ପେଟ୍ରୋଲ ଡିଜେଲ ଦାମ ବଢ଼ିବା ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ,୭।୩ : ରୁଷିଆ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଆଶୋଧିତ ତୈଳ ଦାମ ବ୍ୟାରେଲ ପିଛା ୧୩୯ ଡଲାର ଛୁଇଁଛି। ତେବେ ଭାରତ ସରକାର...

କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ,୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି...

ଯୌନକର୍ମୀଙ୍କୁ ଗିରଫ କରିବା ଅନୁଚିତ

କଲିକତା,୧୨ା୮: ଯୌନକର୍ମୀମାନଙ୍କୁ ଗିରଫ କରିବା ଅନୁଚିତ। ସେମାନଙ୍କୁ ଅପରାଧର ଶିକାର ଭାବେ ବିବେଚନା କରାଯିବା ଜରୁରୀ ବୋଲି କଲିକତା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। କଲିକତାର...

ଚିକେନ୍‌ କିଲୋ ୨୦ ଟଙ୍କା: କରୋନା ଭୟରେ ବେପାର ମାନ୍ଦା

ନୂଆଦିଲ୍ଲୀ,୯।୩: କରୋନା ଭୂତାଣୁ ସଂକ୍ରମଣ ଭୟରେ ଏବେ ଲୋକେ ଚିକେନ୍‌ ଖାଇବାକୁ ଅମଙ୍ଗ ହେଉଛନ୍ତି। ପାଳନ କେନ୍ଦ୍ରରେ ଗୋଟିଏ କୁକୁଡ଼ା ପିଛା ୮୦ ଟଙ୍କା ଖର୍ଚ୍ଚ...

କୃଷକ-ସୁରକ୍ଷାକର୍ମୀ ମୁହାଁମୁହିଁ

ସିର୍ସା,୧୭।୭: କୃଷକଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ଓ ଗିରଫକୁ କେନ୍ଦ୍ର କରି ସିର୍ସାରେ ମୁହାଁମୁହିଁ  ହୋଇଛନ୍ତି ଆନ୍ଦୋଳନକାରୀ ଓ ସୁରକ୍ଷାକର୍ମୀ। ବହୁ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କ...

୧୯ % ଘରେ ବ୍ୟବହାର ହେଉନି ଶୌଚାଳୟ

ନୂଆଦିଲ୍ଲୀ,୧୨।୫: ନ୍ୟାଶନାଲ୍‌ ଫ୍ୟାମିଲି ହେଲ୍‌ଥ ସର୍ଭେ (ଏନ୍‌ଏଫ୍‌ଏଚ୍‌ଏସ୍‌) ରିପୋର୍ଟ ଅନୁସାରେ ଦେଶରେ ୧୯ ପ୍ରତିଶତ ଲୋକ ଘରେ ଶୌଚାଳୟ ବ୍ୟବହାର କରୁନାହାନ୍ତି। ଅର୍ଥାତ୍‌ ସେମାନେ ବର୍ତ୍ତମାନ...

ଟ୍ରାଫିକ୍‌ ନିୟମ ବୁଝାଉଥିବା ‘ଡ୍ୟାନ୍ସିଂ ଗର୍ଲ’ଙ୍କ ଭିଡିଓ ଭାଇରାଲ

ଇନ୍ଦୋର, ୧୯।୧୧: ମଧ୍ୟ ପ୍ରଦେଶରେ ଜଣେ ଏମ୍‌ବିଏ ଛାତ୍ରୀଙ୍କ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଛାତ୍ରୀ ଜଣକ ଟ୍ରାଫିକ୍‌ ପୋଷ୍ଟରେ ଲୋକଙ୍କୁ ଭିନ୍ନ...

ପରିଜନଙ୍କୁ ଶେଷଥର ସାକ୍ଷାତ୍‌ କରିବାକୁ ନିର୍ଭୟା ଦୋଷୀଙ୍କୁ ଅନୁମତି ଦେଲେ ଜେଲ ପ୍ରଶାସନ

ନୂଆଦିଲ୍ଲୀ,୨୨।୨: ବହୁ ଚର୍ଚ୍ଚିତ ନିଭୟା ଗଣବଳାତ୍କାର ମାମଲାର ୪ ଦୋଷୀ ଏବେ ଫାଶୀଦଣ୍ଡ ପାଇଁ ଦିନ ଗଣୁଛନ୍ତି। ଆସନ୍ତା ମାର୍ଚ୍ଚ ୩ ସକାଳ ୬ଟାରେ ଏମାନଙ୍କୁ...

Advertisement
Archives

Model This Week