Posted inଖେଳ

ଚାଇନାବାସୀ ସୁଧୁରି ଯାଅ: ବୀରେନ୍ଦ୍ର ସେହ୍ବାଗ

ପୂର୍ବ ଲଦାଖର ଗଲୱାନ ଘାଟିରେ ଭାରତୀୟ ଏବଂ ଚାଇନା ସେନାଙ୍କ ମଧ୍ୟରେ ସଂଘର୍ଷ ଘଟି ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର ୪୩ ସୈନ ପ୍ରାଣ ହରାଇଛନ୍ତି। ପରେ ଦୁଇ ଦେଶର ସେନା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଶହୀଦଙ୍କୁ ସଲାମ ଜଣାଇଛି ଦେଶ। ଏଥିରେ ସାମିଲ ହୋଇଛନ୍ତି କ୍ରିକେଟର ବୀରେନ୍ଦ୍ର ସେହ୍ବାଗ। ସେ କହିଛନ୍ତି, କର୍ନେଲ ସାହସୀ ସନ୍ତୋଷ ବାବୁଙ୍କ ପରିବାରକୁ ହୃଦୟରୁ ସମବେଦନା ଜଣାଉଛି। ଗୋଟିଏ ସମୟରେ, ସାରା ବିଶ୍ୱ ମହାମାରୀର ମୁକାବିଲା କରୁଛି। ମୁଁ ଆଶା କରୁଛି ଚାଇନାବାସୀ ସୁଧୁରି ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମ୍ୟାଚ୍‌ ପୂର୍ବରୁ ଶାରଜାରେ ଧୂଳିଝଡ଼

ଶାରଜା,୨୪।୯: ଛକା ଓ ଚୌକା ପାଇଁ ଜଣାଶୁଣା ଶାରଜା ଗ୍ରାଉଣ୍ଡରେ ଶୁକ୍ରବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି ) ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)...

ସିଆଇଏସ୍‌ଏଫ୍‌ କର୍ମଚାରୀଙ୍କୁ ପିପିଇ କିଟ୍‌ ଦାନ କଲେ ଏହି ଭାରତୀୟ କ୍ରିକେଟର୍‌

ବେଙ୍ଗାଲୁରୁ, ୨୨।୮: ଭାରତୀୟ କ୍ରିକେଟ୍‌ ଦଳର ଉଦୀୟମାନ ଖେଳାଳି ଲୋକେଶ ରାହୁଲ ନିଜର ମହାନତା ପାଇଁ ଏବେ ଚର୍ଚ୍ଚାର ପରିଧିରେ ରହିଛନ୍ତି। ଆଇପିଏଲ୍‌ରେ ଖେଳିବା ଲାଗି...

ଆଇପିଏଲ୍‌ ଫାଇନାଲ୍‌ରେ ବର୍ଷା ହେଲେ କେଉଁ ଦଳ ହେବ ବିଜେତା: ଜାଣନ୍ତୁ କ’ଣ ରହିଛି ନିୟମ

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ ୨୦୨୨ର ଅନ୍ତିମ ମ୍ୟାଚ ଅର୍ଥାତ୍‌ ଫାଇନାଲ୍‌ ଆଜି ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯିବ। ଗୁଜରାଟ କ୍ୱାଲିଫାୟର ୧ରେ ରାଜସ୍ଥାନକୁ...

ତୁମେ ମରିଯିବା ଉଚିତ୍‌ ଥିଲା, କାହିଁକି ଏମିତି କଥା ଶୁଣିଥିଲେ ମିଷ୍ଟ୍ରି ସ୍ପିନର୍‌

ଟି -୨୦ ବିଶ୍ୱକପ ୨୦୨୧ ପାଇଁ ଭାରତୀୟ ଦଳରେ ସାମିଲ ହୋଇଥିବା ଟିମ ଇଣ୍ଡିଆର ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ନିଜ ସହ ଜଡିତ ଏକ...

ସୋସିଆଲ ମିଡିଆ କିଙ୍ଗ ‘କୋହଲି’; ଟୁଇଟରରେ ଏବେ ୫୦ ମିଲିୟନ୍‌ ଫଲୋଅର୍ସ…

ନୂଆଦିଲ୍ଲୀ,୧୩।୯: ଦୀର୍ଘ ଏକ ମାସର ବିଶ୍ରାମ ପରେ ପୁଣି ମଇଦାନକୁ ଓହ୍ଲାଇଛନ୍ତି ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ନିକଟରେ ଖେଳାଯାଇଥିବା ଏସିଆ କପ୍‌...

ଏହି କ୍ରିକେଟର୍‌ ଥିଲେ ଧୋନୀଙ୍କ ଗୁରୁ

ଚେନ୍ନାଇ,୧୪।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିଜ ମନର କଥା ପ୍ରକାଶ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ଗୁରୁବାର ଟୁଇଟର୍‌ରେ ଏକ...

ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେଲା ଏହି କ୍ରିକେଟର୍‌ଙ୍କ ବାଇକ୍‌

ନୂଆଦିଲ୍ଲୀ, ୧୪।୯: ନେପାଳ କ୍ରିକେଟ୍‌ ଦଳର ବାମହାତୀ ଦ୍ରୁତ ବୋଲର୍‌ ଲଳିତ ଭଣ୍ଡାରୀ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇ ଗୁରୁତର ଆଘାତ ପାଇଛନ୍ତି। ରିପୋର୍ଟ...

ଗ୍ଲୋବାଲ ଲିଗ୍‌ ପାଇଁ ଅନ୍ତର୍ଜାତୀୟ କ୍ରିକେଟରୁ ଗୋନୀଙ୍କ ସନ୍ନ୍ୟାସ

ନୂଆଦିଲ୍ଲୀ,୨୫।୬- ଗ୍ଲୋବାଲ ଟି୨୦ କାନାଡା ଲିଗ୍‌ର ଟରୋଣ୍ଟୋ ନ୍ୟାଶନାଲ୍ସ ଦଳର ଖେଳାଳିଙ୍କ ତାଲିକାରେ ସ୍ଥାନ ପାଇଥିବା ପୂର୍ବତନ ପେସର ମନପ୍ରୀତ ଗୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର...

Advertisement
Archives

Model This Week