ଚାଇନାରେ ଆଉ ଏକ ଭାଇରସ୍‌କୁ ବଢିଲା ଚିନ୍ତା

ବେଜିଂ,୧୮।୭: କରୋନା ସହ ଲଢୁଥିବା ବିଶ୍ୱ ସାମ୍ନାରେ ଏବେ ମାଙ୍କଡ ବି(ମଙ୍କି ବି) ଭାଇରସ୍‌ ବିପଦ ଉଭା ହୋଇଛି। ଚାଇନାରେ ଏହି ଭାଇରସ୍‌ ସଂକ୍ରମିତ ହୋଇଥିବା ପ୍ରଥମ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି। ଚାଇନାର ସରକାରୀ ଖବରକାଗଜ ଗ୍ଲୋବାଲ ଟାଇମ୍ସ ରବିବାର ଏହି ସୂଚନା ଦେଇଛି। ଖବର ମୁତାବକ ମୃତ ବ୍ୟକ୍ତି ଜଣକ ବେଜିଂର ଜଣେ ପ୍ରାଣୀ ଚିକିତ୍ସକ। ସେ ଏକ ଅନୁସନ୍ଧାନ ସଂସ୍ଥାରେ କାମ କରୁଥିଲେ। ମାର୍ଚ୍ଚ ମାସ ଆରମ୍ଭରେ ଦୁଇ ମୃତ ମାଙ୍କଡଙ୍କ ବ୍ୟବଚ୍ଛେଦ କରିବାର ଏକ ମାସ ପରେ ତାଙ୍କ ଶରୀରରେ ବାନ୍ତିର ପ୍ରାରମ୍ଭିକ ଲକ୍ଷଣ ଦେଖାଯାଇଥିଲେ। ଗତ ମେ ୨୭ରେ ତାଙ୍କ ମୃତ୍ୟୁ ଘଟିଥିଲା।
ଚାଇନାର ପ୍ରାଣୀ ଚିକିତ୍ସକ ମଙ୍କି ବି ଦ୍ୱାରା ସଂକ୍ରମିତ ହୋଇ ମୃତ୍ୟୁବରଣ କରିବାର ଏହା ପ୍ରଥମ ଘଟଣା। ଅନୁସନ୍ଧାନକାରୀମାନେ ଏପ୍ରିଲରେ ଭେଟର ସେରେବ୍ରୋସ୍ପାଇନାଲ ଫ୍ଲୁଇଡ ସଂଗ୍ରହ କରିଥିଲେ। ପରୀକ୍ଷା ସମୟରେ, ଏଥିରେ ମାଙ୍କଡ ବିଭି ଭାଇରସ୍‌ ମିଳିଥିଲ। ଏହି ଭାଇରସ୍‌ ରେ ଦେଖା ଦେଇଥିଲା। ଏହା ସିଧାସଳଖ ଯୋଗାଯୋଗ ମାଧ୍ୟମରେ ବ୍ୟାପିଥାଏ। ଏହାର ମୃତ୍ୟୁ ହାର ୭୦ରୁ ୮୦ ପ୍ରତିଶତ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ୪ ଯୁଦ୍ଧପୋତ କିଣିବ ପାକିସ୍ତାନ

ଇସଲାମାବାଦ୍‌,୧।୧୦: ପାକିସ୍ତାନ ତୁର୍କୀରୁ ୪ଯୁଦ୍ଧପୋତ କିଣିବ। ଇତିମଧ୍ୟରେ ଯୁଦ୍ଧପୋତର ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି। କଶ୍ମୀର ପ୍ରସଙ୍ଗରେ ତୁର୍କୀ ପାକିସ୍ତାନକୁ ସମର୍ଥନ କରିଛି। ତୁର୍କୀ...

ସମୁଦ୍ର ପତ୍ତନଠାରୁ ଉଚ୍ଚରେ ବାସ କରୁଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା କମ୍‌

ଓ୍ବାଶିଂଟନ,୧।୬: କରୋନା ସଂକ୍ରମଣ ନେଇ ପୃଥିବୀର ବିଭିନ୍ନ ଦେଶରେ ନାନା ପ୍ରକାର ଗବେଷଣା ଜାରି ରହିଛି। ସମୁଦ୍ର ପତ୍ତନଠାରୁ ଅଧିକ ଉଚ୍ଚରେ ବାସ କରୁଥିବା ଲୋକଙ୍କୁ...

ପୁଣି ସୌରମଣ୍ଡଳ ନବଗ୍ରହରେ ସାମିଲ୍‌ ହେଲା ପ୍ଲୁଟୋ

ଓ୍ବାଶିଂଟନ,୨୯।୮: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ପୁଣିଥରେ ନବଗ୍ରହ ତାଲିକାରେ ପ୍ଲୁଟୋକୁ ସାମିଲ୍‌ କରାଯାଇଛି। ପୂର୍ବରୁ ୨୦୦୬ରେ ଏହା ସୌରମଣ୍ଡଳର ଗ୍ରହ ନୁହେଁ...

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କ୍ଷୋଭ: କହିଲେ, ମୁଁ ମୋ ପୋଷାକ ବିକିଦେବି

ଇସ୍‌ଲାମାବାଦ୍‌,୩୦।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଖେବର ପଖତୁଙ୍ଖୱାର ମୁଖ୍ୟମନ୍ତ୍ରୀ ମହମୁଦ ଖାନ୍‌ଙ୍କୁ ଅଲ୍ଟିମେଟମ ଦେଇଛନ୍ତି। ଯଦି ମୁଖ୍ୟମନ୍ତ୍ରୀ ୨୪ ଘଣ୍ଟା ମଧ୍ୟରେ ୧୦ କିଲୋ...

ଫେସ୍‌ବୁକ ପାଇଁ ୭୦ ବର୍ଷ ପରେ ମା’ଙ୍କୁ ଫେରିପାଇଲେ

ଢାକା,୨୯।୯: ସୋସିଆଲ ମିଡିଆ ପ୍ଲାଟଫର୍ମ କାରଣରୁ ୭୦ ବର୍ଷ ପରେ ନିଜ ମା’ଙ୍କୁ ଫେରିପାଇଛନ୍ତି ବାଂଲାଦେଶର ଜଣେ ୮୨ ବର୍ଷୀୟ ବୃଦ୍ଧ। ବୃଦ୍ଧଙ୍କ ମା’ଙ୍କ ବୟସ...

ଆକାଶ ଗଙ୍ଗାରୁ ଆସୁଛି ରହସ୍ୟମୟ ସିଗ୍‌ନାଲ୍‌, ପଠାଉଛନ୍ତି କି ଏଲିଅନ୍‌…

ଓ୍ବାଶିଂଟନ,୭।୭: ଆକାଶଗଙ୍ଗାରୁ ଲଗାତାର ପୃଥିବୀକୁ ରହସ୍ୟମୟ ସିଗ୍‌ନାଲ୍‌ ଆସୁଛି। ଏହାକୁ କିଏ ପଠାଉଛି ସେ ନେଇ ମହାକାଶ ବିଜ୍ଞାନୀମାନେ ନାନା ପରୀକ୍ଷା ନିିରୀକ୍ଷା ଜାରି ରଖିଛନ୍ତି।...

ବିଶ୍ୱକୁ ଠକୁଛି ରୁଷିଆ

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୧୮ା୨:ବେଲାରୁଷ, କ୍ରିମିଆ ଓ ପଶ୍ଚିମ ରୁଷିଆରେ ବିପୁଳ ସୈନ୍ୟ ଠୁଳ ତଥା ଯୁଦ୍ଧାସ୍ତ୍ର ମୁତୟନର ଉପଗ୍ରହ ଚିତ୍ର ୟୁକ୍ରେନ୍‌ ସୀମାରୁ ସେନା ପ୍ରତ୍ୟାହାର ନେଇ ମସ୍କୋର...

ବେଜିଂ ପାଲଟିବାକୁ ଯାଉଛି କରୋନାର ନୂଆ ଠିକଣା: ୧୦ଟି ଅଞ୍ଚଳରେ ଲକ୍‌ଡାଉନ

ବେଜିଂ, ୧୫।୬: ଚାଇନାରେ ପୁଣି ଥରେ ଆରମ୍ଭ ହୋଇଛି କରୋନା ମହାମାରୀ ସଂକ୍ରମଣ। ଉହାନ କରୋନାର ଏନ୍ତୁଡ଼ିଶାଳ ଥିବାବେଳେ ଏବେ ରାଜଧାନୀ ବେଜିଂ କରୋନା ସଂକ୍ରମଣର...

Advertisement
Archives

Model This Week