ଚାଇନାରେ ଓ୍ବାଇଫା ବାତ୍ୟା: ରାସ୍ତାରେ ଖେଳିଲେ ମାଛ

ବେଜିଂ,୪।୮: ଚାଇନାରେ ଓ୍ବାଇଫା ବାତ୍ୟା ଯୋଗୁ ରାସ୍ତା ଘାଟ ପାଣିରେ ଭରି ଯାଇଛି। ଫଳରେ ରାସ୍ତାରେ ବଡ଼ ବଡ଼ ମାଛ ଖେଳୁଥିବା ଦେଖିବାକୁ ମିଳିଛି। ଲୋକେ ଉଦ୍ଧାର କାର୍ଯ୍ୟରେ ବ୍ୟବହୃତ ବୋଟ୍‌ରେ ବସି ମାଛ ଧରୁଥିବା ଦୃଶ୍ୟ ଚାଇନା ଜାତୀୟ ଟେଲିଭିଜନରେ ପ୍ରସାରିତ ହୋଇଛି। ମାଛର ଓଜନ ୫ କିଲୋଗ୍ରାମ୍‌ରୁ ୧୦ କିଲୋଗ୍ରାମ୍‌ ପର୍ଯ୍ୟନ୍ତ ଥିବା କୁହାଯାଉଛି। ମାଛ ଧରିବାକୁ ଶହଶହ ଲୋକେ ଆଣ୍ଠୁଏ ପାଣିରେ ବୁଲୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୮୦୦କି.ମି. ପଛେଇ ଚାଲିଲେ ଇଣ୍ଡୋନେସୀୟ ବ୍ୟକ୍ତି

ଜାକର୍ତ୍ତା: ପୂର୍ବ ଜାଭାର ଜଣେ ବ୍ୟକ୍ତି ଅବିଚାରିତ ଗଛକଟା ବିରୋଧରେ ସଚେତନତା ସୃଷ୍ଟିଲାଗି ପଛେଇ ପଛେଇ ଚାଲି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି। ସେ...

୨ଫୁଟ ବରକୁ ୬ ଫୁଟ କନ୍ୟା

ଇସଲାମାବାଦ,୨୨।୧୧: ପାକିସ୍ତାନ ବାସିନ୍ଦା ବୁରହାନ ଚିସ୍ତିଙ୍କ ଉଚ୍ଚତା ୨ ଫୁଟ୍‌। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତାହା ପୁଣି...

ସୁପ୍ରିମକୋର୍ଟର ୨ ମହିଳା ବିଚାରପତିଙ୍କୁ ହତ୍ୟା

କାବୁଲ,୧୮ା୧: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରେ ଆତଙ୍କବାଦୀମାନେ ବର୍ବରତାର ସୀମା ଲଂଘିଛନ୍ତି। ରାଜଧାନୀ କାବୁଲରେ ସେମାନେ ରବିବାର ସୁପ୍ରିମକୋର୍ଟର ୨ ଜଣ ମହିଳା ବିଚାରପତିଙ୍କୁ ଗୁଳିକରି ହତ୍ୟା...

ଫେରୁଛି କରୋନା: ବେଜିଂ ସମେତ ଚାଇନାର ଅଧିକାଂଶ ଅଞ୍ଚଳରେ ବଢୁଛି ସଂକ୍ରମଣ

ବେଜିଂ,୨୪ ।୧୦: ଚାଇନର ରାଜଧାନୀରେ ଶନିବାର ୧୯ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ପୁଣିଥରେ କରୋନାକୁ ନେଇ ଚିନ୍ତା ବଢି ଯାଇଛି ।...

କରୋନା ମହାମାରୀ ଯୋଗୁ ଆମେରିକାରେ ୨୨ ଲକ୍ଷ, ବ୍ରିଟେନ୍‌ରେ ୫ ଲକ୍ଷଙ୍କ ହୋଇପାରେ ମୃତ୍ୟୁ : ଗବେଷଣା ରିପୋର୍ଟ !

ଲଣ୍ଡନ,୧୮।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ପୃଥିବୀର ୧୬୫ ଦେଶରେ ପହଞ୍ଚିଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ...

ଚାଇନା ଆଣୁଛି ଡିଜିଟାଲ କରେନ୍ସି : ୪ ସହରରେ ଲାଗୁ ହେବ ଇ-ଆର୍‌ଏମ୍‌ବି

ନୂଆଦିଲ୍ଲୀ,୧।୫: ଚାଇନା ଏହାର ସରକାରୀ ଡିଜିଟାଲ କରେନ୍ସି ଇ-ଆର୍‌ଏମ୍‌ବିକୁ ପରିକ୍ଷଣ ଭିତ୍ତିରେ ଲାଗୁ କରିବାକୁ ଯାଉଛି। ଆସନ୍ତା ସପ୍ତାହରେ ଚାଇନାର ୪ ପ୍ରମୁଖ ସହରରେ ଏହି...

ବାଇଡେନ୍‌ଙ୍କୁ ସ୍ବୀକୃତି ଦେବାକୁ ପ୍ରସ୍ତୁତ ନୁହଁ’

ମସ୍କୋ, ୨୩।୧୧: ଆମେରିକା ରାଷ୍ଟ୍ରପତି ଭାବେ ଜୋ ବାଇଡେନ୍‌ଙ୍କୁ ସ୍ବୀକୃତି ଦେବାକୁ ସେ ପ୍ରସ୍ତୁତ ନୁହନ୍ତି ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ କହିଛନ୍ତି। ତେବେ...

ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେବାକୁ ଚାହୁଁଥିଲେ ଲେବାନନ୍‌ର ବିଉଟି କୁଇନ୍‌, ପରେ ଘଟିଲା ଏମିତି…

ବେରୁଟ୍‌,୧୧।୨: ଲେବାନନ୍‌ର ଜଣେ ମଡେଲ ତଥା ବ୍ୟୁଟି କୁଇନ୍‌ ଜେନା କାଞ୍ଜୋଙ୍କ ମୃତ୍ୟୁ ଘଟିଛି। ଜେନାଙ୍କ ସ୍ବାମୀ ଇବ୍ରାହିମଙ୍କ ଉପରେ ହତ୍ୟା ଅଭିଯୋଗ କରାଯାଇଛି। ସେ...

Advertisement


Archives

Model This Week