ଚାଇନାରେ କରୋନା ଭାଇରସ୍‌ ଆତଙ୍କ:ଗଲାଣି ୨୧୨ ଜଣଙ୍କ ଜୀବନ, ୭୭୦୦ରୁ ଅଧିକ ସଂକ୍ରମିତ

ବେଜିଂ,୩୧।୧: ଚାଇନାରେ ବଢି ଚାଲିଛି କରୋନା ଭୂତାଣୁରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା। ଏବେସୁଦ୍ଧା ସେଠାରେ ଏହି ଭୂତାଣୁ ସଂକ୍ରମଣରେ ୨୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୭୭୦୦ ନୂଆ ସଂକ୍ରମିତଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ଏହାକୁ ନେଇ ଏବେ ଗୁରୁତର ଆକ୍ରାନ୍ତଙ୍କ ସଂଖ୍ୟା ୧୩୭୦ ହଜାର ପାଖାପାଖି ପହଞ୍ଚିଲାଣି। ସୂଚନାଯୋଗ୍ୟ, ଡିସେମ୍ବର ମାସରୁ ଚାଇନାର ଉହାନ ପ୍ରଦେଶରେ ଏହି ଭୟଙ୍କର କରୋନା ଭାଇରସ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଧୀରେଧୀରେ ଏହା ଚାଇନାର ବିଭିନ୍ନ ପ୍ରାନ୍ତ ସମେତ ଏକାଧିକ ରାଷ୍ଟ୍ରକୁ ବ୍ୟାପିବା ଆରମ୍ଭ କରିଛି। ସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ସରକାର ଆରମ୍ଭରୁ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିଲେ। ଏସବୁ ଭିତରେ ଭାରତରେ ପ୍ରଥମ କରୋନା ଭାଇରସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୁରାଣ୍ଡ ଲାଇନରେ ପାକିସ୍ତାନ-ଆଫଗାନିସ୍ତାନ ମୁହାଁମୁହିଁ…

ଇସଲାମାବାଦ,କାବୁଲ,୧୪।୧୧ : ପାକିସ୍ତାନ ଏବଂ ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ଲାଇନରେ ଗୁଳି ବିନିମୟରେ ଜଣଙ୍କର ମୃତ୍ୟୁ ଘଟିଛିି। ଯାହା ପରେ ଦୁଇ ଦେଶ ମଧ୍ୟରେ ଏକ...

ଭାଇରାଲ ଓ୍ବାର୍ଡ ଗେମ୍‌ ‘ଓ୍ବାର୍ଡଲେ’

ନ୍ୟୁୟର୍କ,୧୩।୧: ମହାମାରୀବେଳେ ଲୋକେ ଅଧିକ ସମୟ ଘରେ ବିତାଉଥିବାବେଳେ ଏକ ମଜାଦାର ଗେମ୍‌ ଅନଲାଇନରେ ବେଶ୍‌ ଲୋକପ୍ରିୟ ହୋଇଛି। ସହଜ ଏବଂ କୌତୁହପୂର୍ଣ୍ଣ ହୋଇଥିବାରୁ ବହୁ...

ମାଛଧରା ପ୍ରତିଯୋଗିତାରେ ଆବୁଧାବି ଚାମ୍ପିୟନ: ୩୯ ଲକ୍ଷରେ ବିକ୍ରି ହେଲା ୩୦.୮୫ କିଗ୍ରା ଓଜନର ବଡ଼ମାଛ

ଆବୁଧାବି,୬।୨:ଅନ୍ତର୍ଜାତୀୟ ମାଛଧରା ପ୍ରତିଯୋଗିତାରେ ଆବୁଧାବି ଚାମ୍ପିୟନ୍‌ ହୋଇଛି। ଅନ୍ତର୍ଜାତୀୟ ମେରାଇନ୍‌ ସ୍ପୋର୍ଟ କ୍ଲବ୍‌ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ଆବୁଧାବିର ହମଦାନ୍‌ ଅବଦୁଲା ଅଲ୍‌ଙ୍କୁ ବିଜେତା...

ଇମ୍ରାନଙ୍କୁ ଝଟକା: ୩୭୦ ଉପରେ ପ୍ରତିକ୍ରିୟା ଦେବାକୁ ମନା କଲା ୟୁଏନଏସସି

ଓ୍ବ।ଶିଂଟନ୍‌,୯।୮: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁନଏସସି) ପକ୍ଷରୁ ପାକିସ୍ତାନକୁ ବଡ ଝଟକା ଲାଗିଛି। ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠାଇ ଦିଆଯିବା ପରେ ପାକିସ୍ତାନ ଏଥିରେ ଦଖଲ...

ପୁଟିନ ଅସୁସ୍ଥ ନେଇ ପୁଣି ଚର୍ଚ୍ଚା…

ମସ୍କୋ,୨୦।୨ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ବାସ୍ଥ୍ୟ ବିଷୟରେ ଗଣମାଧ୍ୟମରେ ଅନେକ ସମୟରେ କଳ୍ପନାଜଳ୍ପନା ଚାଲିଛି। ପୁଟିନ କିଛି ଗୁରୁତର ସ୍ବାସ୍ଥ୍ୟ ସମସ୍ୟାରେ ପୀଡିତ...

ତ୍ୱଚାରେ ୯ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ

ଓ୍ବାଶିଂଟନ, ୭।୧୦: କରୋନା ମହାମାରୀ ନେଇ ପୃଥିବୀରେ ଲୋକଙ୍କ ମଧ୍ୟରେ ଆତଙ୍କ ଜାରି ରହିଛି। ଏପରିସ୍ଥଳେ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ତ୍ୱଚାରେ କରୋନା...

ମାଲେସିଆ ଭାରତ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅକ୍ଷମ: ମୋହାତିର୍‌ ମହମ୍ମଦ୍‌

କୁଆଲାଲମ୍ପୁର,୨୧।୧: ଭାରତ ମାଲେସିଆରୁ ପାମ୍‌ ଅଏଲ୍‌ ଆମଦାନୀ କରିବା ଉପରେ କଡ଼ା କଟକଣା ଜାରି କରିଛି। ତେବେ ଏହାକୁ ନେଇ ମାଲେସିଆ ପ୍ରଧାନମନ୍ତ୍ରୀ ମୋହାତିର୍‌ ମହମ୍ମଦ୍‌...

୮୦୦ କୋଟି ଜନସଂଖ୍ୟା ସମ୍ମୁଖରେ ଭୋକ-ଦାରିଦ୍ର୍ୟ-ବୃଦ୍ଧାବସ୍ଥା ସମସ୍ୟା…

ନୂଆଦିଲ୍ଲୀ,୧୫।୧୧ : ଦୁନିଆର ମାନବ ଜନସଂଖ୍ୟା ବର୍ତ୍ତମାନ ୮୦୦ କୋଟି ଅତିକ୍ରମ କରିଛି। ୧୯୫୦ ମସିହାରେ ଯେଉଁ ମାନବଙ୍କ ସଂଖ୍ୟା ମାତ୍ର ଅଢ଼େଇଶହ କୋଟି ଥିଲା,...

Advertisement
Archives

Model This Week