ଚାଇନାରେ ଥିବା ନେପାଳ ନାଗରିକଙ୍କୁ ଫେରାଇ ଆଣିବାକୁ ଗଲା ସ୍ବତନ୍ତ୍ର ବିମାନ

କାଠମାଣ୍ଡୁ,୧୬।୨: ଚାଇନାରେ କରୋନା ଭାଇରସର ଭାୟାବହତାକୁ ଦେଖି କେବଳ ଚାଇନା କାହିଁକି ବିଶ୍ୱବାସୀ ଭୟଭୀତ ହୋଇ ପଡିଛନ୍ତି। ଅଧିକାଂଶ ଦେଶ ସେମାନଙ୍କ ନାଗରିକଙ୍କୁ ଚାଇନାରୁ ଫେରାଇ ନେଇଥିବା ବେଳେ ଏବେ ନେପାଳ ତା’ର ନାଗରିକଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଆଗେଇ ଆସିଛି। ଶନିବାର ସନ୍ଧ୍ୟାରେ ନେପାଳର ସ୍ବତନ୍ତ୍ର ବିମାନ ଏ-୩୩୦ କାଠମାଣ୍ଡୁରୁ ଚାଇନାର ଉହାନ ଅଭିମୁଖେ ଯାତ୍ରା କରିଛି। ଏହି ବିମାନ ଯୋଗେ ଚାଇନାର ଉହାନ ଓ ହୁବଇ ଅଞ୍ଚଳରେ ଥିବା ନେପାଳ ନାଗରିକଙ୍କୁ ସ୍ବଦେଶ ଫେରାଇ ଆଣାଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଚାଇନାରେ ଏବେ କରୋନା ଭାଇରସ ମହାମାରୀର ରୂପ ନେଇଥିବା ବେଳେ ପ୍ରତିଦିନ ଏଠାରେ କରୋନା ଭାଇରସ ଜନିତ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏବେସୁଦ୍ଧା ସେଠାରେ ମୃତକଙ୍କ ସଂଖ୍ୟା ୧,୬୬୫ ହୋଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୬୮,୫୦୦ ପାର କରିି ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ନୱାଜ ଶରିଫଙ୍କ ଉପରେ ପିଟିଆଇ କର୍ମୀଙ୍କ ଆକ୍ରମଣ, ମରିୟମ କହିଲେ ଗିରଫ ହୁଅନ୍ତୁ ଇମ୍ରାନ

ଲଣ୍ଡନ,୩ ।୪: ପାକିସ୍ତାନରେ ଲାଗିରହିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫଙ୍କ ଉପରେ ଲଣ୍ଡନରେ ପାକିସ୍ତାନର ଶାସକ ପାକିସ୍ତାନ ତହରିକ-ଏ-ଇନସାଫ(ପିଟିଆଇ)ର ଜଣେ କର୍ମୀ...

ଏଲନ୍‌ ମସ୍କଙ୍କ ଟିନି ବ୍ରେନ୍‌

ସାନ୍‌ ଫ୍ରାନ୍‌ସିସ୍କୋ: ପାରାଲିସିସ୍‌ରେ ପୀଡ଼ିିତ ଓ ମସ୍ତିଷ୍କ ସମସ୍ୟାରେ ରହିଥିବା ବ୍ୟକ୍ତିଙ୍କ ଜୀବନ ଧାରାରେ ଉନ୍ନତି ଆଣିବା ଲାଗି ଏଲନ୍‌ ମସ୍କଙ୍କ ଷ୍ଟ୍ରାର୍ଟଅପ୍‌ ନ୍ୟୁରଲିଙ୍କ୍‌ ଏକ...

ପୂର୍ବତନ ବ୍ୟାଙ୍କ ଅଧିକାରୀଙ୍କୁ ଫାଶୀଦଣ୍ଡ

ବେଜିଂ, ୬ା୧: ଚାଇନାର ଜଣେ ପୂର୍ବତନ ବ୍ୟାଙ୍କ ଅଧିକାରୀ ଲାଇ ଜିଆଓମିନ୍‌ଙ୍କୁ ତିଆନଜିନ୍‌ସ୍ଥିତ ଏକ କୋର୍ଟ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଲାଇଙ୍କ ନାମରେ ୨୬୦ ଡଲାର...

କରୋନାକୁ ନେଇ ଏବେବି ମିଛ କହୁଛି ଚାଇନା!

ୱାଶିଂଟନ,୮ ।୨: ଏବେ ଯଦିଓ କରୋନା ମହାମାରୀର ପ୍ରକୋପ ଚାଇନାରେ କମ୍ ହୋଇଯାଇଛି ତଥାବି ବିଶେଷଜ୍ଞଙ୍କ କହିବା କଥା ହେଲା କରୋନାକୁ ନେଇ ଏବେବି କିଛି...

‘ସନ୍ଧ୍ୟା ୬ଟା ସୁଦ୍ଧା ଖାରକିଭ ଛାଡ଼’

ନୂଆଦିଲ୍ଲୀ,୨।୩: ୟୁକ୍ରେନର ଖାରକିଭ ସହର ଉପରେ ରୁଷିଆ ତା’ର ସାମରିକ କାର୍ଯ୍ୟାନୁଷ୍ଠାନ ବୃଦ୍ଧି କରିବାକୁ ଯାଉଛି। ଏଥିଯୋଗୁ ପ୍ରତ୍ୟେକ ଭାରତୀୟ ନାଗରିକଙ୍କୁ ସେମାନଙ୍କ ସୁରକ୍ଷା ପାଇଁ...

ସଙ୍କଟରେ ଆର୍ଥିକ ସ୍ଥିତି: ଲେବାନନ୍‌ରେ ସାମୁହିକ ବିବାହକୁ ପସନ୍ଦ କରୁଛନ୍ତି ଲୋକେ

ଜେରୁଜେଲମ୍‌,୧୨।୧୦: ଇସ୍ରାଏଲ୍‌ ସହିତ ୨୦୦୬ଠାରୁ ଲେବାନନ୍‌ର ଗୃହଯୁଦ୍ଧ ଲାଗି ରହିଛି। ଫଳରେ ଲେବାନନ୍‌ର ଆର୍ଥିକ ସ୍ଥିତି ଏବେ ସଙ୍କଟ ଜନକ ହୋଇଛି। ଲୋକଙ୍କ ପାଖରେ ଟଙ୍କା...

ଗୁଗଲ୍‌ ମ୍ୟାପ୍‌ରେ ମୁଣ୍ଡବିହୀନ ମଣିଷ

ନ୍ୟୁୟର୍କ,୧୬।୪: ଗୁଗଲ୍‌ ମ୍ୟାପ୍‌ ହେଉଛି ଏପରି ଏକ ସ୍ଥାନ, ଯେଉଁଠି ଆକସ୍ମିକ (କିମ୍ବା ଉଦ୍ଦେଶ୍ୟବିହୀନ) ଭାବେ ବିସ୍ମିତ କରିଦେବା ଭଳି ଅନେକ ଆବିଷ୍କାର ହୋଇଥାଏ। ଆମେରିକାର...

କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ବଢ଼ିଯାଏ ୭୪ ସପ୍ତାହ…

କନ୍ୟା ସନ୍ତାନ ଜନ୍ମ ହେଲେ ପିତାଙ୍କ ଆୟୁଷ ୭୪ ସପ୍ତାହ ବଢ଼ିଯାଇଥାଏ। ଏନେଇ ପୋଲାଣ୍ଡର ଜେଗିଲୋନିୟନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି।...

Advertisement
Archives

Model This Week