ଚାଇନାରେ ହୋଇନି କୌଣସି ନୂଆ କରୋନା ସଂକ୍ରମଣ

ବେଜିଂ,୨୩।୫: ଜାନୁୟାରୀଠାରୁ ପ୍ରଥମ ଥର ପାଇଁ ଚାଇନାରେ କରୋନା ସଂକ୍ରମଣ ଶୂନରେ ପହଞ୍ଚିଛି। ଶନିବାର ଦେଶରେ କୌଣସି ନୂଆ କରୋନା ସଂକ୍ରମଣ ହୋଇ ନ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଏନେଇ ଗଣମାଧ୍ୟମ ସଂସ୍ଥା ଚାଇନା ମର୍ଣ୍ଣିଂ ପୋଷ୍ଟ୍‌ରେ ପ୍ରକାଶ ପାଇଛି। କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଉହାନରେ ଫେବୃୟାରୀ ମଧ୍ୟଭାଗରେ କରୋନା ସଂକ୍ରମଣ ଶୀର୍ଷରେ ରହିଥିଲା। ପରବର୍ତ୍ତୀ ସମୟରେ ଏହା ଧୀରେଧୀରେ କମିବା ସହିତ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା। ଦେଶରେ ୪ ହଜାର ୬୩୪ ଲୋକଙ୍କ ଜୀବନ କରୋନା ସଂକ୍ରମଣ ଯୋଗୁ ଯାଇଥିବା ସରକାରୀ ଭାବେ କୁହାଯାଉଛି। ଚାଇନାର ଜନସଂଖ୍ୟା ୧୪୦ କୋଟି ଥିବାବେଳେ ଅନ୍ୟ ଛୋଟ ଦେଶ ତୁଳନାରେ ଏଠାରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ତୁଳନାତ୍ମକଭାବେ କମ୍‌ ରହିଥିବା ମର୍ଣ୍ଣିଂ ପୋଷ୍ଟ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ବିରୋଧରେ ଲଢ଼େଇ: ଗରିବଙ୍କ ସହାୟତା ପାଇଁ ଧନୀଙ୍କ ଉପରେ ବଢ଼ିଲା ଟିକସ

ବୁଇନୋସ୍‌ ଆରିସ୍‌, ୬।୧୨: କରୋନା ବିରୋଧରେ ଲଢ଼େଇ ପାଇଁ ଲାଟିନ୍‌ ଆମେରିକା ଦେଶ ଆର୍ଜେଣ୍ଟିନାରେ ନୂଆ ଆଇନ ପ୍ରଣୟନ କରାଯାଇଛି। କରୋନା ଯୋଗୁ ଦେଶର ଗରିବଙ୍କ...

ନିର୍ବାଚନ ରାଲିକୁ ସମ୍ବୋଧନ କଲେ ଟ୍ରମ୍ଫ, କହିଲେ ଆମେରିକା ପୁଣି ଥରେ ହେବ ସ୍ୱତନ୍ତ୍ର ରାଷ୍ଟ!

ଟେକ୍ସାସ,୨୬ ।୩: କ୍ୟାପିଟଲ ହିଂସା ମାମଲାର ଯାଞ୍ଚ ସହିତ ପର୍ନ ଷ୍ଟାର ମାମଲା ପର୍ଯ୍ୟନ୍ତ ଯାଞ୍ଚ ମଧ୍ୟ ଦେଇ ଗତି କରୁଥିବା ଆମେରିକାର ପୂର୍ବତନ ରାଷ୍ଟ୍ରପତି...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୮,୪୦୬କୁ ବୃଦ୍ଧି ପାଇଛି। ୩ ମୃତକଙ୍କ ମଧ୍ୟରେ...

ଏହି ଦେଶରେ ଚଳାଚଳ କରିବ ‘କରୋନା ଫ୍ରି’ ଟ୍ରେନ୍‌

ରୋମ୍‌,୧୫।୩: ଇଟାଲୀରେ ସବୁଠୁ ଅଧିକ କରୋନା ସଂକ୍ରମଣ ଦେଖାଦେଇଥିଲା। ଏବେ ଏହି ଦେଶ ‘କରୋନା ଫ୍ରି’ ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। ସାଧାରଣ ସ୍ଥାନକୁ...

ପ୍ରକୃତ କରୋନା ମୃତ୍ୟୁ ସରକାରୀ ରିପୋର୍ଟଠାରୁ ୪ରୁ ୧୧ ଗୁଣା ଅଧିକ ଆଶଙ୍କା !…

ନୂଆଦିଲ୍ଲୀ,୧୬।୯: ଦେଶରେ କରୋନା ମହାମାରୀ ଯୋଗୁ କେତେ ଜଣଙ୍କ ମୃତ୍ୟୁ ଘଟିଛି ସେ ନେଇ ଏକ ନୂଆ ରିପୋର୍ଟ ପ୍ରକାଶିତ ହୋଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି...

କରୋନା ମୁକାବିଲା ପାଇଁ ଦିଲ୍ଲୀକୁ ମିଳିଲା ୫ଶହ ରେଲଓ୍ବେ କୋଚ, ଟେଷ୍ଟିଂ ବଢାଇବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ,୧୪।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀରେ କରୋନା ଭାଇରସର ସ୍ଥିତିକୁ ନେଇ ଏକ ସମିକ୍ଷା ବୈଠକର ଆୟୋଜନ କରିଥିଲେ। ଏବେ ରାଜଧାନୀ ଦିଲ୍ଲୀରେ କରୋନା...

ଅଣୁଅସ୍ତ୍ର ଦସ୍ତାବିଜ ଖୋଜୁଥିଲା ଏଫ୍‌ବିଆଇ

ଓ୍ବାଶିଂଟନ,୧୩ା୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଫ୍ଲୋରିଡ଼ା ଘରେ ସଂଘୀୟ ତଦନ୍ତକାରୀ ସଂସ୍ଥା ଏଫ୍‌ବିଆଇ ଗତ ସପ୍ତାହରେ ଚଢ଼ାଉ ବେଳେ ଅଣୁଅସ୍ତ୍ର ସମ୍ପର୍କିତ ଦସ୍ତାବିଜ୍‌...

ଦୈନିକ ସଂକ୍ରମଣ ୪ ହଜାର ତଳେ…

ନୂଆଦିଲ୍ଲୀ, ୧୮।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

Advertisement
Archives

Model This Week