ଚାଇନାରେ ୨୭ ବିଦେଶୀ କରୋନା ଆକ୍ରାନ୍ତ

ବେଜିଂ,୧୧ା୨(ଆଇଏଏନ୍‌ଏସ୍‌/ପି.ଟି.): ଚାଇନାରେ ୨୭ ବିଦେଶୀଙ୍କଠାରେ କରୋନା ଭୂତାଣୁ ସଂକ୍ରମଣ ହୋଇଥିବା ପରୀକ୍ଷାରୁ ଜଣାପଡିଛି। ସେମାନଙ୍କ ମଧ୍ୟରୁ ୩ ଜଣ ଚିକିତ୍ସିତ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨୨ ଜଣଙ୍କୁ ହସ୍ପିଟାଲରେ ଆଇସୋଲେଶନରେ ରଖାଯାଇଛି। ମୃତ ୨ ଜଣଙ୍କ ମଧ୍ୟରୁ ଜଣେ ଆମେରିକୀୟ ଓ ଅନ୍ୟଜଣେ ଜାପାନ ନାଗରିକ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଗେଙ୍ଗ ଶୁଆଙ୍ଗ କହିଛନ୍ତି। ଚାଇନାରେ କରୋନା ଜନିତ ମୃତ୍ୟୁସଂଖ୍ୟା ସୋମବାର ୯୦୮ରେ ପହଞ୍ଚତ୍ଛି। ହୁବେଇ ପ୍ରଦେଶରେ ଗୋଟିଏ ଦିନରେ ୯୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୦୬୨ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମଣଙ୍କ ସଂଖ୍ୟା ୪୦ ହଜାର ଟପିଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ସୋମବାର ଅନ୍ତର୍ଜାତୀୟ ବିଶେଷଜ୍ଞମାନଙ୍କ ଏକ ଟିମ୍‌ ଚାଇନାକୁ ପଠାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କୁ ପତ୍ର ଲେଖି ସହାୟତାର ହାତ ବଢ଼ାଇଥିବାରୁ ବେଜିଂ ପକ୍ଷରୁ ଏହାର ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ନିର୍ମିତ ୪ କ୍ଷେପଣାସ୍ତ୍ର ଖସାଇଥିବା ଦାବି କଲା ରୁଷିଆ

ମସ୍କୋ,୨୦।୧୨ : ୟୁକ୍ରେନ୍‌ ଉପରେ ରୁଷିଆ ୧୦ ମାସ ହେଲା ଆକ୍ରମଣ ଚଳାଇଥିବାବେଳେ ଆମେରିକା ନିର୍ମିତ ୪ଟି କ୍ଷେପଣାସ୍ତ୍ରକୁ ଖସାଇଥିବା ପ୍ରଥମ ଥର ପାଇଁ ମସ୍କୋ...

ଅଲ କାଏଦା ମୁଖ୍ୟଙ୍କ ମୃତ୍ୟୁ ସମ୍ପର୍କରେ ଭାରତ ପାଖରେ ରହିଥିଲା ସୂଚନା!

ନୂଆଦିଲ୍ଲୀ/ୱାଶିଂଟନ,୨ ।୮: କାବୁଲରେ ଆମେରିକାର ଡ୍ରୋନ ଆକ୍ରମଣରେ ଆତଙ୍କବାଦୀ ସଙ୍ଗଠନ ଅଲ କାଏଦା ମୁଖ୍ୟ ଅଲ-ଜବାହିରିଙ୍କ ମୃତ୍ୟୁ ହୋଇଛି । ଗୋଟିଏ ପଟେ ଏହି ଅପରେଶନରେ...

କିମ୍‌-ଜୋଙ୍ଗ୍‌-ଉନ୍‌ଙ୍କ କଠୋର ନିଷ୍ପତ୍ତି: କରୋନା ନିୟମ ଭାଙ୍ଗିବାରୁ ଗୁଳି କରି ହତ୍ୟା

ପ୍ୟୋଙ୍ଗୟାଙ୍ଗ୍‌,୬ା୧୨: ଉତ୍ତରକୋରିଆର ଏକଛତ୍ରବାଦ ଶାସକ କିମ୍‌-ଜୋଙ୍ଗ-ଉନ୍‌ଙ୍କ ନିଷ୍ଠୁରତା ବିଷୟରେ କାହାକୁ ବା ଅଜଣା । ପୁଣି ଥରେ ସେ ତାଙ୍କର ନିଷ୍ଠୁରତା ପାଇଁ ଚର୍ଚ୍ଚାକୁ ଆସିଛନ୍ତି...

୬ ବର୍ଷର ଝିଅ ନିଜ ରୋଜଗାରରେ ପରିବାରକୁ ଦେଲେ ୫ ମହଲା ବିଶିଷ୍ଟ ବିଳାସମୟ ଘର

ସିଓଲ,୨୭।୭: ଦକ୍ଷିଣ କୋରିଆରେ ୬ ବର୍ଷର ଜଣେ ବାଳିକା ୟୁଟ୍ୟୁବରେ ରୋଜଗାର କରିଛନ୍ତି ୫୫ କୋଟି ଟଙ୍କା। ଏହି ରୋଜଗାରରେ ସେ ସିଓଲଠାରେ ଏକ ୫...

କରିସ୍ମାଙ୍କ ଭଳି ଦେଖାଯାଉଥିବା ଏହି ଯୁବତୀ ଜଣକ କିଏ ଜାଣିଛନ୍ତି କି?

ଇସ୍‌ଲାମାବାଦ୍‌,୧୨।୪: ଏକାଭଳି ମୁହଁ ଦେଖାଯାଉଥିବା ଲୋକଙ୍କ କଥା ପ୍ରାୟ ଚର୍ଚ୍ଚାରେ ରହିଥାଏ। ସାରା ଦେଶରେ ଏଭଳି କେତେଜଣ ବ୍ୟକ୍ତି ମଧ୍ୟ ଅଛନ୍ତି ଯେଉଁମାନଙ୍କ ଚେହେରା ସମ୍ପୂର୍ଣ୍ଣ...

ମେକ୍ସିକୋରେ ସମଲିଙ୍ଗୀ ବିବାହକୁ ସ୍ବୀକୃତି

ମେକ୍ସିକୋ ସିଟି: ମେକ୍ସିକୋର ସୀମାନ୍ତ ରାଜ୍ୟ ତମାଉଲିପାସ୍‌ରେ ବୁଧବାର ରାତିରେ ସମଲିଙ୍ଗୀ ବିବାହକୁ ବୈଧ କରିବା ସମ୍ପର୍କିତ ଆଇନ ସପକ୍ଷରେ ମତଦାନ ହୋଇଛି। ଏହି ଆଇନକୁ...

ପୁଟିନ୍‌ଙ୍କ ଅସ୍ତ୍ରୋପଚାର

ମସ୍କୋ, ୧୯ା୫: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ରକ୍ତ କର୍କଟରେ ପୀଡ଼ିତ ଥିବା ନେଇ ଚର୍ଚ୍ଚା ଲାଗି ରହିଥିବାବେଳେ ତାଙ୍କ ଶରୀରରେ ଅସ୍ତ୍ରୋପଚାର କରାଯାଇଥିବା ନେଇ...

ମୋବାଇଲ୍‌ରେ ଗେମ୍‌ ଖେଳୁ ଖେଳୁ ଚାଲିଗଲା ବାଳିକାଙ୍କ ଜୀବନ

ଫିଲାଡେଲଫିଆ,୧୩।୫: ଫିଲାଡେଲଫିଆରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ମୋବାଇଲ୍‌ରେ ଗେମ୍‌ ଖେଳୁ ଖେଳୁ ଜଣେ ୧୦ ବର୍ଷୀୟା ବାଳିକାଙ୍କ ମୃତ୍ୟୁ ଘଟିଛି। ଏହି ମାମଲାରେ...

Advertisement
Archives

Model This Week