Posted inଜାତୀୟ

ଚାଇନାର ‘କଶ୍ମୀର’ ମନ୍ତବ୍ୟକୁ ଭାରତର ବିରୋଧ

ନୂଆଦିଲ୍ଲୀ,୨୯ା୯(ପି.ଟି.): ଜାତିସଂଘରେ ଚାଇନା କଶ୍ମୀର ପ୍ରସଙ୍ଗ ଉଠାଇଥିବାରୁ ଭାରତ ଏହାର ଦୃଢ଼ ବିରୋଧ କରିଛି। ୟୁଏନ୍‌ଜିଏରେ ଉଦ୍‌ବୋଧନ ଦେଇ ଚାଇନା କହିଥିଲା, ଜାତିସଂଘ ନିୟମାବଳୀ, ସୁରକ୍ଷା ପରିଷଦର ସଂକଳ୍ପନାମା ଓ ଦ୍ୱିପାକ୍ଷିକ ଚୁକ୍ତିନାମା ଆଧାରରେ ଏହି ବିବାଦର ଶାନ୍ତିପୂର୍ଣ୍ଣ ଓ ଉପଯୁକ୍ତଭାବେ ସମାଧାନ ହେବା ଉଚିତ। କଶ୍ମୀର ସ୍ଥିତିରେ ପରିବର୍ତ୍ତନ ଲାଗି ଏକପାଖିଆ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯିବା ଉଚିତ ନୁହେଁ ବୋଲି ବେଜିଂ କହିଥିଲା। ଶନିବାର ଭାରତ ଏହାର ପ୍ରତିବାଦ କରିଛି। କଶ୍ମୀର ଭାରତର ଅବିଚ୍ଛେଦ୍ୟ ଅଙ୍ଗ ହୋଇଥିବାରୁ ଏହାର ସାର୍ବଭୌମତ୍ୱକୁ ସବୁ ଦେଶ ସମ୍ମାନ ଦେବା ଉଚିତ ବୋଲି ନୂଆଦିଲ୍ଲୀ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ପୂର୍ବରୁ କାହିଁକି ହୁଏ ‘ହାଲଓ୍ବା ରଶମ’

ନୂଆଦିଲ୍ଲୀ,୨୦।୧: ଚଳିତ ବର୍ଷ ଫେବୃୟାରୀ ୧ରେ ଦେଶର ବଜେଟ ଉପସ୍ଥାପନ ହେବ। ୨୦୨୦-୨୧ର ସାଧାରଣ ବଜେଟକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ନିଜର ପେଡ଼ି ଖୋଲି ଉପସ୍ଥାପନ...

ପ୍ରଥମ ଦେଖାର ୪ଘଣ୍ଟା ମଧ୍ୟରେ ଦୁର୍ଗାମଣ୍ଡପରେ ବିବାହ କଲେ ପ୍ରେମୀଯୁଗଳ

ଝିଅ ପୁଅଙ୍କ ବିବାହ ପୂର୍ବରୁ ହିଁ ସ୍ବର୍ଗରେ ନିଷ୍ପତ୍ତି ହୋଇଥାଏ। ବିଶ୍ୱରେ କାହା ପାଇଁ କିଏ ନା କିଏ ନିଶ୍ଚୟ ଗଢ଼ା ହୋଇଛି। ଖାଲି ସମୟ...

ଗୁଜରାଟ ନିର୍ବାଚନ ପ୍ରଚାର ଶେଷ

ଅହମଦାବାଦ,୪।୧୨: ଦ୍ୱିତୀୟ ପର୍ଯ୍ୟାୟ ଗୁଜରାଟ ବିଧାନସଭା ନିର୍ବାଚନ ଲାଗି ଚାଲିଥିବା ହାଇଭୋଲ୍ଟେଜ୍‌ ପ୍ରଚାର ଶନିବାର ଅପରାହ୍ନ ୫ଟାରେ ଶେଷ ହୋଇଛି। ୫ ତାରିଖରେ ୯୩ ଆସନ...

ରବିବାର ଅକ୍ଷରଧାମ ମନ୍ଦିର ପରିଦର୍ଶନ କରିବେ ବ୍ରିଟେନ ପ୍ରଧାନମନ୍ତ୍ରୀ, ପତ୍ନୀ ଅକ୍ଷତା ବି କରିବେ ପୂଜାର୍ଚ୍ଚନା

ନୂଆଦିଲ୍ଲୀ,୯।୯: ଜି୨୦ ଶିଖର ସମ୍ମିଳନୀ ଲାଗି ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ ଭାରତ ଗସ୍ତରେ ଅଛନ୍ତି। ଶନିବାର ସେ ସମ୍ମିଳନୀର ପ୍ରଥମ ଅଧିବେଶନ ଏବଂ ଦ୍ୱିତୀୟ...

ସୁସ୍ଥ ହେଲେ ଲତା

ମୁମ୍ବାଇ,୧୫।୧୧: ବଲଉଡ୍‌ ନାଇଟ୍‌ ଆଙ୍ଗଲ ତଥା ଭାରତ ରତ୍ନ ଲତା ମଙ୍ଗେସକର ଏବେ ସୁସ୍ଥ ଥିବା ଖବର ମିଳିଛି। ଲତାଙ୍କୁ ଦେଖାରଖା କରୁଥିବା ଟିମ୍‌ ପକ୍ଷରୁ...

ବିକ୍ରମର ଫଟୋ ଉଠାଇଲା ଚନ୍ଦ୍ରାୟାନ ୨ର ଅର୍ବିଟର

ନୂଆଦିଲ୍ଲୀ,୯।୯: ଭାରତର ମୁନ ମିଶନ ଚନ୍ଦ୍ରାୟାନ ୩ ସଫଳତାର ସହିତ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି। ପ୍ରଜ୍ଞାନ ରୋଭର ଓ ବିକ୍ରମ ଲ୍ୟାଣ୍ଡର ନିଜର...

ମନ୍ଦିର କାନ୍ଥରେ ଫଶିଗଲା ଚୋର

ଶ୍ରୀକାକୁଲମ,୭।୪: ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ ଜିଲାର ଜାମି ଏଲାମା ମନ୍ଦିରରୁ ଚୋରି କରିବା ପରେ ମନ୍ଦିରର କାନ୍ଥରେ ଥିବା ଗାତରେ ଫଶି ଯାଇଥିଲେ ଅଭିଯୁକ୍ତ। ଶେଷରେ...

ସୀମାରେ ଯୁଦ୍ଧ ପରିସ୍ଥିତି, ହେଲେ ସେନାଙ୍କ ମନୋବଳ ଭାଙ୍ଗୁଛନ୍ତି ମୋଦି ସରକାର: କଂଗ୍ରେସ

ନୂଆଦିଲ୍ଲୀ,୧୪ ।୨: ଜମ୍ମୁ-କଶ୍ମୀର ପୁଲୱାମାରେ ଦୁଇ ବର୍ଷ ତଳେ ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ସିଆର୍‌ପିଏଫ୍ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛି କଂଗ୍ରେସ । ଏହି ଅବସରରେ...

Advertisement
Archives

Model This Week