ଚାଇନାର ଚିନ୍ତା ବଢ଼ିଲା: ଏଫ୍‌-୧୬ ଯୁଦ୍ଧ ବିମାନ ତାଇଓ୍ବାନକୁ ବିକ୍ରି କରିବ ଆମେରିକା

ଓ୍ବାଶିଂଟନ,୨୧।୮: ଆମେରିକା-ତାଇଓ୍ବାନ ସାମରିକ ସରଞ୍ଜାମ ଚୁକ୍ତି ଯୋଗୁ ଚାଇନାର ଚିନ୍ଥା ବଢ଼ିବାରେ ଲାଗିଛି। ଆମେରିକା ତାଇଓ୍ବାନକୁ ୬୬ଟି ଏଫ୍‌-୧୬ ଯୁଦ୍ଧ ବିମାନ ବିକ୍ରି କରିବାକୁ ସହମତି ଦେଇଛି। ଏଥିପାଇଁ ୮ ବିଲିୟନ୍‌ ଡଲାର ଚୁକ୍ତି ହୋଇଥିବା କୁହାଯାଉଛି। ଏହି ଦ୍ୱିପାକ୍ଷିକ ଚୁକ୍ତିକୁ ଆମେରିକା ରାଷ୍ଟ୍ରପ୍ରତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସବୁଜ ସଙ୍କେତ ମିଳିଥିବା ସେକ୍ରେଟାରୀ ଅଫ୍‌ ଷ୍ଟେଟ୍‌ସ ମାଇକ୍‌ ପମ୍ପିଓ ସୂଚନା ଦେଇଛନ୍ତି। ଏହାଦ୍ୱାରା ତାଇଓ୍ବାନର ସାମରିକ ଶକ୍ତି ବୃଦ୍ଧି ପାଇବ। ତେବେ ଏହା ଯୋଗୁ ଚାଇନା ପ୍ରତି ବିପଦ ସୃଷ୍ଟି ହେବାର ଆଶଙ୍କା ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଧମକରେ ଚିହିଁକି ଉଠିଲା ଚାଇନା, କହିଲା ଆମ ପାଇଁ ସବୁବେଳେ ହର୍ମୁଜ…

ବେଜିଂ,୧୩ା୪: ଇସଲାମାବାଦରେ ୨୧ ଘଣ୍ଟା ଧରି ଚାଲିଥିବା ମାରାଥନ ବୈଠକରେ କୌଣସି ସମାଧାନର ବାଟ ବାହାରିପାରିଲା ନାହିଁ। ଫଳରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri