ଚାଇନାର ଚେତାବନୀ: ୨୦ ବର୍ଷ ପର୍ଯ୍ୟନ୍ତ ସକ୍ରିୟ ରହିବ କରୋନା ଭୂତାଣୁ

ବେଜିଂ, ୨୦।୬: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଚାଇନାର ମହାମାରୀ ବିଶେଷଜ୍ଞ ଲି ଲାନଜୁଆନ୍‌ ଚେତାବନୀ ଦେଇଛନ୍ତି ଯେ, ମାଇନସ୍‌ ୨୦ ଡିଗ୍ରୀ ତାପମାତ୍ରା ମଧ୍ୟରେ କରୋନା ଭୂତାଣୁ ୨୦ ବର୍ଷ ପର୍ଯ୍ୟନ୍ତ ସକ୍ରିୟ ରହିପାରିବ। ମାଇନସ୍‌ ୪ ଡିଗ୍ରୀରେ ଏହି ଭୂତାଣୁ ଏକାଧିକ ମାସ ସକ୍ରିୟ ରହିବ। ଏନେଇ ଚାଇନା ଗଣମାଧ୍ୟମ ସଂସ୍ଥା ଗ୍ଲୋବାଲ ଟାଇମ୍ସ୍‌ରେ ପ୍ରକାଶ ପାଇଛି। ଅତ୍ୟଧିକ ଥଣ୍ଡାରେ କରୋନା ଭୂତାଣୁ ସୁରକ୍ଷିତ ରହିଥାଏ ବୋଲିଥିବାବେଳେ ଚାଇନ ଲାନଜୁଆନ୍‌ କହିଛନ୍ତି। ତେଣୁ ଥଣ୍ଡା ଖାଦ୍ୟଠାରୁ ଦୂରେଇ ରହିବା ଆବଶ୍ୟକ ବୋଲି ସେ ପରାମର୍ଶ ଦେଇଛନ୍ତି। ଇତିମଧ୍ୟରେ ଚାଇନାର ଫୁଡ୍‌ ମାର୍କେଟରୁ ୨୦୦ ନମୁନା ସଂଗ୍ରହ କରାଯାଇଥିଲା। ସେଥିମଧ୍ୟରୁ ବହୁ ନମୁନା କରୋନେ ପଜିଟିଭ୍‌ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତ କର

ଓ୍ବାଶିଂଟନ,୩ା୫ : ଭାରତରେ ଧର୍ମୀୟ ସ୍ବାଧୀନତାର ଗୁରୁତର ଉଲ୍ଲଂଘନ ହେଉଛି। ଏଥିପାଇଁ ଦାୟୀ ସରକାରୀ ଅଧିକାରୀ ଓ ସଂସ୍ଥାଗୁଡ଼ିକୁ ଚିହ୍ନଟ କରି ସେମାନଙ୍କ ସମ୍ପତ୍ତି ବାଜ୍ୟାପ୍ତ...

ଦୈନିକ ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୨।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ଦ୍ୱିତୀୟ ଲହର ରୋକିବ ଟିକା

ନୂଆଦିଲ୍ଲୀ, ୧୭।୧: ଭାରତରେ କରୋନା ସଂକ୍ରମଣ ହାର ଯଥେଷ୍ଟ ହ୍ରାସ ପାଇଥିବାବେଳେ ଶନିବାର ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ବ୍ରିଟେନର ନୂଆ ଷ୍ଟ୍ରେନ୍‌କୁ ନେଇ ସାରା...

ପୁଟିନ୍‌ ଖର୍ଚ୍ଚ କଲେଣି ୨୦ ଶହ କୋଟି ଡଲାର, ତଥାପି ଅଜେୟ ୟୁକ୍ରେନ୍‌…

ମସ୍କୋ/କ୍ୱିଭ୍‌,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଯୁଦ୍ଧରେ ୨୦ ଶହ କୋଟି...

ହଂକଂରେ ଚାଇନାର ସେନା ମୁତୟନ

ବେଜିଂ, ୧୭ା୧୧(ପି.ଟି.) : ହଂକଂରେ ଗତ ୫ ମାସ ଧରି ଗଣତନ୍ତ୍ର ସପକ୍ଷବାଦୀଙ୍କ ବିକ୍ଷୋଭ ଜାରି ରହିଥିବାବେଳେ ପ୍ରଥମ ଥର ଲାଗି ଶନିବାର ଚାଇନା ପକ୍ଷରୁ...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି...

ବିଦ୍ୟୁତ୍‌ ବିଲ୍‌ ଦିଅ, ନଚେତ୍‌ ମର

ନାପିତାଉ, ୧୭ା୧: ଗତବର୍ଷ ଫେବୃୟାରୀ ୧ରେ ମ୍ୟାନ୍‌ମାର ସେନା ଦେଶର ଶାସନ କବ୍‌ଜା କରିବା ପରଠାରୁ ଅର୍ଥବ୍ୟବସ୍ଥା ଘୋର ପ୍ରଭାବିତ ହୋଇଛି। ନୋବେଲ ଶାନ୍ତି ପୁରସ୍କାର...

ଦୁଇ ଅଧିକାରୀଙ୍କୁ ବରଖାସ୍ତ କଲେ ଜେଲେନସ୍କି, ରୁଷିଆକୁ ସହଯୋଗ ଅଭିଯୋଗ…

କ୍ୱିଭ୍‌,୧୮।୭ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରୁଷିଆକୁ ସହଯୋଗ କରୁଥିବା ଅଭିଯୋଗ ଆଧାରରେ ଦେଶର ଏଜେନ୍ସିର ଦୁଇଜଣ ଅଧିକାରୀଙ୍କୁ ବରଖାସ୍ତ କରିଛନ୍ତି। ଜେଲେନସ୍କି ଦେଶର...

Advertisement
Archives

Model This Week