ଚାଇନାର ନିରାପତ୍ତା ଆଇନକୁ ବିରୋଧ

ହଂକଂ,୨୫।୫: ହଂକଂରେ ଚାଇନାର ଜାତୀୟ ନିରାପତ୍ତା ଆଇନକୁ ବିରୋଧ କରି ରବିବାର ବହୁସଂଖ୍ୟକ ବିକ୍ଷୋଭକାରୀ ରାସ୍ତାକୁ ଓହ୍ଲାଇଛନ୍ତି। ଏହି ପ୍ରସ୍ତାବିତ ଆଇନ ସହରର ସ୍ବାଧୀନତା ପ୍ରତି ବିପଦ ସାଜିବା ସହ ‘ଗୋଟିଏ ଦେଶ, ଦୁଇଟି ବ୍ୟବସ୍ଥା’ ସିଦ୍ଧାନ୍ତକୁ ପ୍ରୋତ୍ସାହିତ କରିବ ବୋଲି ବିକ୍ଷୋଭକାରୀମାନେ ଏହାର ପ୍ରତିବାଦ କରିଥିଲେ। ପୋଲିସ ଭିଡ଼କୁ ଆୟତ୍ତ କରିବାକୁ ଯାଇ ଲୁହବୁହା ବାଷ୍ପ ପ୍ରୟୋଗ କରିଥିଲା। ଦୁଇଦିନ ତଳେ ଚାଇନା ପାର୍ଲାମେଣ୍ଟର ନ୍ୟାଶନାଲ ପିପୁଲ୍ସ କଂଗ୍ରେସରେ ହଂକଂ ସମ୍ପର୍କରେ ଏହି ଆଇନର ଚିଠା ପ୍ରଣୟନ କରାଯାଇଛି। ଆସନ୍ତା ୨୮ରେ ଏହା ଗୃହୀତ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହିତ ସମୁଦ୍ର ସୁରକ୍ଷା ବୁଝାମଣାରେ ଶ୍ରୀଲଙ୍କା ପାଇଁ କୌଣସି ସମସ୍ୟା ନାହିଁ…

କଲମ୍ବୋ, ୩୧।୩ : ଶ୍ରୀଲଙ୍କା ସରକାର କହିଛନ୍ତି ଯେ ନିକଟରେ ଭାରତ ସହ ସ୍ବାକ୍ଷରିତ ସାମୁଦ୍ରିକ ସୁରକ୍ଷା ଚୁକ୍ତିନାମା ଦ୍ୱାରା ଦେଶର ସୁରକ୍ଷା ପ୍ରତି କୌଣସି...

ୟୁଏନ୍‌ଏଚ୍‌ଆର୍‌ସିକୁ ଚାଇନା, ପାକିସ୍ତାନ ପୁନଃ ନିର୍ବାଚିତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୫ା୧୦ (ପି.ଟି./ଆଇଏଏନ୍‌ଏସ୍‌): ଜାତିସଂଘ ମାନବାଧିକାର ପରିଷଦ (ୟୁଏନ୍‌ଏଚ୍‌ଆର୍‌ସି)କୁ ପାକିସ୍ତାନ ଓ ଚାଇନା ପୁନଃ ନିର୍ବାଚିତ ହୋଇଛନ୍ତି। ଚାଇନା ଖୁବ୍‌ କମ୍‌ ଭୋଟ ବ୍ୟବଧାନରେ ୟୁଏନ୍‌ଏଚ୍‌ଆର୍‌ସିରେ ଗୋଟିଏ...

ଜି-୨୦ରୁ ରୁଷିଆକୁ ବିଦା କରିବାକୁ ଚାହୁଁଛନ୍ତି ବାଇଡେନ୍‌

ନ୍ୟୁୟର୍କ,୨୫।୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ନେଇ ଆମେରିକା ଲଗାତାର ରୁଷିଆ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ରୁଷିଆକୁ ଜି-୨୦ରୁ ବାଦ୍‌ ଦେବାକୁ ଆମେରିକାର ରାଷ୍ଟ୍ରପତି...

୨୩୯ ଦିନରେ ତାଇଓ୍ବାନରେ ୯୬୧ ଥର ଅନୁପ୍ରବେଶ…

ବେଜିଂ, ୨୩।୫ : ତାଇୱାନରେ ଚାଇନା ସୈନ୍ୟଙ୍କର ଅନୁପ୍ରବେଶ ବୃଦ୍ଧି ପାଇବାରେ ଲାଗିଛି। ଏକ ରିପୋର୍ଟ ଅନୁଯାୟୀ, ମେ ମାସରେ ଚାଇନାର ୬୮ ସାମରିକ ବିମାନ...

‘ଏଥର କ୍ଷମା ନାହିଁ: ଖୋଜିବୁ, ଦଣ୍ଡ ଦେବୁ’

ଓ୍ବାଶିଟନ୍‌,୨୭।୮: କାବୁଲର ବିମାନବନ୍ଦରରେ ଆଇଏସଆଇଏସ ଦ୍ୱାରା ହୋଇଥିବା ଆତ୍ମଘାତୀ ଆକ୍ରମଣ ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ବାଇଡେନ କହିଛନ୍ତି,...

ଇରାନରେ ରୁଟି ହେଲା ମହଙ୍ଗା, ଅଟା ଦାମରେ ୩୦୦ ପ୍ରତିଶତ ବୃଦ୍ଧି…

ତେହେରାନ୍‌, ୧୫।୫ : ଖାଦ୍ୟ ସାମଗ୍ରୀର ଦରଦାମ ବୃଦ୍ଧି ନେଇ ଇରାନର ବିଭିନ୍ନ ସହରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ଦେଶର ଦକ୍ଷିଣ-ପଶ୍ଚିମ ଦେଶରେ ପ୍ରଦର୍ଶନ...

କାବୁଲ ବିସ୍ଫୋରଣର ପ୍ରତିଶୋଧ ନେଲା ଆମେରିକା

ଓ୍ବାଶିଂଟନ,୨୮।୮: ଆଫଗାନିସ୍ତାନର ରାଜଧାନୀ କାବୁଲ ବିମାନ ବନ୍ଦର ନିକଟରେ ଘଟିଥିବା ଆତ୍ମଘାତୀ ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଥିଲା ଇସ୍‌ଲାମିକ ଷ୍ଟେଟ୍‌-ଖୋରାସାନ (ଆଇଏସ୍‌-କେ)। ଆମେରିକା ପକ୍ଷରୁ...

ଟିକସ ଠକେଇର ସବୁଠୁ ବଡ଼ ପ୍ରଘଟ

ଓ୍ବାଶିଂଟନ/ନୂଆଦିଲ୍ଲୀ,୪।୧୦: ଶତାଧିକ ବିଲିଓନେୟାର, ୩୦ ବିଶ୍ୱନେତା ଓ ୩୦୦ ସରକାରୀ ଅଧିକାରୀଙ୍କ ଗୁପ୍ତ ଡିଲ୍‌ ଏବଂ ସମ୍ପତ୍ତିକୁ ନେଇ ଲକ୍ଷ ଲକ୍ଷ ଦସ୍ତାବିଜ ପାଣ୍ଡୋରା ପେପର୍ସ...

Advertisement
Archives

Model This Week