ଚାଇନାର ବନ୍ଧୁ ପଣିଆ: ସହାୟତା ପାଇଁ ଇଟାଲି ଦାନ କରିଥିବା ଚିକିତ୍ସା ଉପକରଣ ବିକ୍ରି କରିବାକୁ ଚାହୁଁଛି

ବେଜିଂ,୬।୪: ଚାଇନାର ବନ୍ଧୁ ପଣିଆର ମୁଖା ଏବେ ଖୋଲି ଯାଇଛି। ଉହାନରେ ଗତ ମାସରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇ ଉଠିଥିଲା। ଏପରିସ୍ଥଳେ ଇଟାଲି ସହାୟତାର ହାତ ବଢ଼ାଇଥିଲା। ଇଟାଲି ପକ୍ଷରୁ ଚାଇନାକୁ ବହୁ ଚିକିତ୍ସା ଉପକରଣ ଦାନ କରିଥିଲା। ତେବେ ବର୍ତ୍ତମାନ ଇଟାଲିରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ମୃତକ ଏବଂ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଇଟାଲିରେ ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ)ର ଆବଶ୍ୟକତା ଦେଖାଦେଇଛି। ମାତ୍ର ଚାଇନା ପୂର୍ବରୁ ଇଟାଲି ଦାନରେ ଦେଇଥିବା ଏହି ଉପକରଣଗୁଡ଼ିକୁ ବିକ୍ରି କରିବାକୁ ଚାହୁଁଛି। ସାରା ପୃଥିବୀରେ କରୋନା ଯୋଗୁ ସଙ୍କଟ ଦେଖାଦେଇଥିବାବେଳେ ଚାଇନାର ଏଭଳି ବ୍ୟବସାୟ ମନୋଭାବ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି। ଇତିମଧ୍ୟରେ ଚାଇନା ସ୍ପେନ୍‌କୁ କରୋନା ଟେଷ୍ଟ୍‌ କିଟ୍‌ ବିକ୍ରି କରିଥିଲା। ସେଥିମଧ୍ୟରୁ ୫୦,୦୦୦ ଖରାପ ଥିବା କୁହାଯାଉଛି। ଖରାପ କିଟ୍‌ଗୁଡ଼ିକ ସ୍ପେନ୍‌ ଚାଇନାକୁ ଫେରାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri