ଚାଇନାର ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପ୍ରଦର୍ଶନ

ବେଜିଂ,୧।୧୦: ଚାଇନାରେ କମ୍ୟୁନିଷ୍ଟ ଶାସନକୁ ଅକ୍ଟୋବର ୧କୁ ୭୦ବର୍ଷ ପୂରିଛି। ଏନେଇ ମଙ୍ଗଳବାର ବେଜିଂରେ ବହୁ ଧୁମ୍‌ଧାମ୍‌ରେ ଉତ୍ସବ ପାଳନ କରାଯାଉଛି। ନ୍ୟାଶନାଲ ଡେ ପରେଡରେ ଚାଇନା ପକ୍ଷରୁ ସବୁଠାରୁ ବଡ ସାମରିକ ପରେଡ ଏବଂ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ପ୍ରଦର୍ଶନ କରାଯାଇଛି। ଏଥିସହ ଏଭଳି ଏକ ଶକ୍ତିଶାଳୀ ମିଶାଇଲ୍‌ର ପ୍ରଦର୍ଶନ କରିଛି, ଯାହା ମାତ୍ର ୩୦ ମିନିଟ୍‌ରେ ଆମେରିକାର ଯେ କୌଣସି ସହରକୁ ଧ୍ବଂସ କରିଦେଇପାରିବ। ଚାଇନା ପକ୍ଷରୁ ଡିଏଫ-୪୧ ମିଶାଇଲକୁ ପ୍ରଦର୍ଶନ କରାଯାଇଛି। ଏହି ମିଶାଇଲ ପ୍ରଦର୍ଶନ କରି ଚାଇନା ଆମେରିକାକୁ ନିଜ ଶକ୍ତି ଦେଖାଇବାର ପ୍ରଚେଷ୍ଟା କରିଛି। ଏହାର ୧୫ ହଜାର କିଲୋମିଟର ଯାଏ ଟାର୍ଗେଟ କରିବାର କ୍ଷମତା ରହିଥିବା ବେଳେ ସବୁଠାରୁ ଅଧିକ ଦୂରତା ଅତିକ୍ରମ କରିପାରିବ ବୋଲି ଚାଇନା ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିପବ୍ଲିକାନ୍‌ ନେତା ଦୌଡ଼ରେ ଚଣ୍ଡିଗଡ଼ ଜନ୍ମିତ ହର୍‌ମିତ୍‌

ଓ୍ବାଶିଂଟନ,୭ା୧୨: ନିଜକୁ ପଞ୍ଜାବୀ ବୋଲି ଦାବି କରୁଥିବା ଚଣ୍ଡିଗଡ଼ ଜନ୍ମିତ ହର୍‌ମିତ୍‌ ଧିଲେଁା ଆମେରିକା ରିପବ୍ଲିକାନ୍‌ ପାର୍ଟିର ଶୀର୍ଷ ସାଂଗଠନିକ ନେତୃତ୍ୱ ଦୌଡ଼ରେ ସାମିଲ ହୋଇଛନ୍ତି।...

କାବୁଲ ହୋଟେଲରେ ସୁଇସାଇଡ ଆଟାକ, ୨ ପୋଲିସ ଅଧିକାରୀଙ୍କ ସମେତ ୫ ମୃତ

କାବୁଲ,୧୨ ।୧୨: ଆଫଗାନିସ୍ତାନର ରାଜଧାନୀ କାବୁଲରେ ସୋମବାର ଏକ ହୋଟେଲରେ ସୁଇସାଇଡ ଆଟାକ ହୋଇଛି । ଏହି ହୋଟେଲରେ ଅଧିକାଂଶ ଚାଇନା ନାଗରିକ ଥିଲେ ।...

ପ୍ରଥମ ଦେଶ ଭାବେ ଓମିକ୍ରନ ଭାକ୍ସିନକୁ ଅନୁମୋଦନ କଲା ବ୍ରିଟେନ

ଲଣ୍ଡନ,୧୫।୮: ବିଶ୍ୱରେ କରୋନା ଭାଇରସ୍‌ର ସବ୍‌ ଭାରିଆଣ୍ଟ ସଂକ୍ରମଣ ଏବେ ଚିନ୍ତା ବଢ଼ାଇଛି। ଓମିକ୍ରନ ସଂକ୍ରମଣ ଦ୍ରୁତ ଗତିରେ ବଢ଼ୁଥିବା ବେଳେ ଦୈନିକ ସଂକ୍ରମଣ ହାର...

ଘନ କୁହୁଡ଼ି ନେଲା ୩ ଛାତ୍ରଙ୍କ ଜୀବନ

ହାଇଦ୍ରାବାଦ/ଓ୍ବାଶିଂଟନ,୨୬ା୧୦: ଆମେରିକାରେ ଘନ କୁହୁଡ଼ି ଯୋଗୁ ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶର ୩ ଛାତ୍ର ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଏନେଇ ସେମାନଙ୍କ ପରିବାର ପକ୍ଷରୁ ଆମେରିକାର...

ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦରେ ମୋଦିଙ୍କ ଉଦ୍‌ବୋଧନ: କରୋନା ବିରୋଧୀ ଲଢ଼େଇ ଜନଆନ୍ଦୋଳନ ପାଲଟିଛି

ନୂଆଦିଲ୍ଲୀ,୧୭ା୭-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଜାତିସଂଘ ଅର୍ଥନୈତିକ ଓ ସାମାଜିକ ପରିଷଦ (ଇସିଓଏସ୍‌ଓସି)କୁ ଉଦ୍‌ବୋଧନ ଦେବା ଅବସରରେ ଅନ୍ତର୍ଜାତୀୟ ସଂଗଠନରେ ସଂସ୍କାର...

ୟୁକ୍ରେନ ଯୁଦ୍ଧ: ରୁଷିଆ ପାଇଁ ଭଡ଼ାରେ ଲଢୁଛନ୍ତି ଆଫଗାନର ସୈନ୍ୟ…

ମସ୍କୋ/କ୍ୱିଭ୍‌,୨୭।୧୦ : ରୁଷିଆ-ୟୁକ୍ରେନ ମଧ୍ୟରେ ଆଠ ମାସ ଧରି ଜାରି ରହିଥିବା ଯୁଦ୍ଧ ଆଗାମୀ କିଛି ଦିନ ମଧ୍ୟରେ ଅଧିକ ଭୟଙ୍କର ହେବାକୁ ଯାଉଛି। ପୂର୍ବତନ...

ରୋଗ ପ୍ରତିରୋଧକ ଶକ୍ତିକୁ ଦ୍ୱନ୍ଦ୍ୱରେ ପକାଉଛି ଫାଷ୍ଟ ଫୁଡ୍‌

ଲଣ୍ଡନ, ୧୧ା୧:ଜୀବାଣୁ, ଭୂତାଣୁ ସହ ଲଢ଼ି ଆମକୁ ସୁସ୍ଥ ରଖିବାରେ ଇମ୍ୟୁନୋ ସିଷ୍ଟମ ବା ରୋଗ ପ୍ରତିରୋଧକ ଶକ୍ତି କାମ କରିଥାଏ। ଆମେ ପ୍ରତିଦିନ କୋଟି...

୨୦୨୧ରେ ଭୋକିଲାଙ୍କ ସଂଖ୍ୟା ବଢ଼ିଯିବ: ଜାତିସଂଘ

ଜେନେଭା,୧୫।୧୧: ଚଳିତ ବର୍ଷ କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଜାରି ରହିଛି। କେତେକ ସ୍ଥାନରେ ଖାଦ୍ୟର ଘୋର ସଙ୍କଟ ଦେଖାଦେଇଛି। ତେବେ ଆସନ୍ତା ବର୍ଷ...

Advertisement
Archives

Model This Week