ଚାଇନାର ସୋହାନ ଯୋଗ ଭାରତରେ ପ୍ରତିଷ୍ଠା କରିବାକୁ ଯାଉଛି ୩୦ ଟ୍ରେନିଂ ସେଣ୍ଟର

ନୂଆଦିଲ୍ଲୀ,୨୦।୧୦: ଚାଇନାର ସୋହାନ ଯୋଗ ଇନଷ୍ଟିଚ୍ୟୁଟ ଦେଶର ବିଭିନ୍ନ ରାଜ୍ୟରେ ୩୦ଟି ଟ୍ରେନିଂ ସେଣ୍ଟର ଖୋଲିବାକୁ ଯୋଜନା କରିଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ଓ ଲଦାଖରେ ମଧ୍ୟ ସେ ତା’ର ସେଣ୍ଟର ଖୋଲିବ ବୋଲି କହିଛି। ଚାଇନାରେ ଥିବା ଏହି ଯୋଗ ସେଣ୍ଟରର ପ୍ରତିଷ୍ଠାତା ହେଉଛନ୍ତି ଭାରତର ସୋହାନ ସିଂ। ସୋହାନ କହିଛନ୍ତି ଯୋଗ ହେଉଛି ଏକତା, ଏକାଗ୍ରତାର ଏକ ମୁଖ୍ୟ ମାଧ୍ୟମ। ଏହାଦ୍ୱାରା ଶାନ୍ତି ଓ ସହଯୋଗ ବୃଦ୍ଧି ହୋଇଥାଏ। ତେଣୁ ଏହି ଲକ୍ଷ୍ୟ ନେଇ ସେ ଏବେ ଭାରତରେ ଏହି ସୋହାନ ଯୋଗର କେତୋଟି ସେଣ୍ଟର ଖୋଲିବାକୁ ଇଚ୍ଛା ପ୍ରକାଶ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁଧର୍ମର ସ୍ବରୂପ

ଆମେ ଆଜି ଯାହାକୁ ହିନ୍ଦୁଧର୍ମ ବୋଲି କହୁଛୁ, ତାହା ଅନେକ ଶତାବ୍ଦୀ ଧରି ଏକକ ଧର୍ମ ହୋଇ ରହି ନ ଥିଲା। ଏହା ଜାତି ବ୍ୟବସ୍ଥାକୁ ନେଇ…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

କ୍ୟାମେରାରେ କଏଦ ହେଲା ମହାପ୍ରଳୟ! ଭେନେଜୁଏଲାରେ ଭୂକମ୍ପର ତାଣ୍ଡବ, ସାମ୍ନାକୁ ଆସିଲା ଛାତିଥରା ଭିଡିଓ

ଭେନେଜୁଏଲା,୨୫।୬: ଲାଟିନ ଆମେରିକୀୟ ଦେଶ ଭେନେଜୁଏଲାରେ ଗୁରୁବାର ସକାଳୁ ପାଖାପାଖି ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଆସିବା ଯୋଗୁ ବ୍ୟାପକ ଧ୍ୱଂସଲୀଳା ଘଟିଛି। ଅଧିକାରୀ ଏବଂ ପର୍ଯ୍ୟବେକ୍ଷଣ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

ଟ୍ରମ୍ପ୍‌ଙ୍କୁ ଝଟକା: ସିନେଟ୍‌ରେ ଯୁଦ୍ଧ ବିରୋଧୀ ପ୍ରସ୍ତାବ ଗୃହୀତ

ୱାଶିଂଟନ, ୨୫ା୬: ଇରାନ୍‌ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଯୁଦ୍ଧନୀତିକୁ ବଡ଼ ବିରୋଧ କରାଯାଇ ସିନେଟ ପ୍ରଥମ ଥର…

ନାବାଳିକା ଗଣବଳାତ୍କାରର ଶିକାର

ଜି. ଉଦୟଗିରି, ୨୫ା୬ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ନେଇ ଫୁଲବାଣୀ ଟାଉନ୍‌ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri