ଚାଇନାର ହୀନ ଆକ୍ରମଣକୁ ଦୃଢ଼ ନିନ୍ଦା

ପଟ୍ଟାମୁଣ୍ଡାଇ,୧୮ା୬(ସ୍ବ.ପ୍ର.) : ପଟ୍ଟାମୁଣ୍ଡାଇ ବିଶ୍ୱ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର କର୍ମକର୍ତ୍ତାମାନେ ଭାରତ ଉପରେ ଚାଇନାର ହୀନ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି। ଏନେଇ ଗୁରୁବାର ମଧ୍ୟାହ୍ନରେ ଏଥିରେ ଶହୀଦ ହୋଇଥିବା ଦୁଇ ଓଡ଼ିଆ ଯବାନଙ୍କ ପାଇଁ ପଟ୍ଟାମୁଣ୍ଡାଇ ଡାକବଙ୍ଗଳା ଛକରେ ମହମବତୀ ଜାଳି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶା ମାଟି କନ୍ଧମାଳର ଚନ୍ଦ୍ରକାନ୍ତ ପ୍ରଧାନ ଏବଂ ମୟୂରଭଞ୍ଜ ଜିଲାର ନାଥୁରାମ ସୋରେନଙ୍କ ଦେଶ ପ୍ରେମ ଅମର ରହେ ବୋଲି ସ୍ଲୋଗାନ ଦେଇଥିଲେ। ବିଶ୍ୱହିନ୍ଦୁ ପରିଷଦର ସମ୍ପାଦକ ପ୍ରତାପ ପାଢ଼ୀ, ରବିନ୍ଦ୍ର ମଲ୍ଲିକ, ସନାତନ ମହାନ୍ତି, ଚିରଞ୍ଜୀବ ସିୟ, ମନୋଜ ସାହୁ, ବିକାଶ କୁଣ୍ଡ, ପ୍ରଦୀପ ପ୍ରଧାନ, ପ୍ରମୋଦ ମଲ୍ଲିକ, ନିହାର ମଲ୍ଲିକ, ଆଲୋକ ମଲ୍ଲିକ ସମେତ ୩୦ ଜଣ କର୍ମୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri