ଚାଇନାର ୮ କୋଟି ଲୋକ ହରାଇବେ ଚାକିରି

ବେଜିଂ,୯।୫: କରୋନା ସଂକ୍ରମଣ ଯୋଗୁ ଚାଇନାରେ ଆର୍ଥିକ ସଙ୍କଟ ଦେଖାଦେଇଛି। ବହୁ ଶିଳ୍ପ ସଂସ୍ଥା ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିବା ଦ୍ୱାରା ସ୍ଥିତି ସ୍ବାଭାବିକ ହୋଇପାରୁନି। ଏପରିସ୍ଥଳେ ଦେଶର ୮ କୋଟି ଲୋକ ଚାକିରି ହରାଇବାର ଆଶଙ୍କା ଦେଖାଦେଇଛି। ସେହିପରି ଚଳିତ ବର୍ଷ ୯୦ ଲକ୍ଷ ଶିକ୍ଷାର୍ଥୀ ସ୍ନାତକ ପାଠପଢ଼ା ଶେଷ କରି ଚାକିରି ଖୋଜିବା ଆରମ୍ଭ କରିବେ। ଏହାଦ୍ୱାରା ସମସ୍ୟା ବଢ଼ିବ ବୋଲି କୁହାଯାଉଛି। ମାର୍ଚ୍ଚରେ ଦେଶର ସହରାଞ୍ଚଳରେ ବେକାର ହାର ୫.୯ ପ୍ରତିଶତ ଥିବା କୁହାଯାଉଛି। ଏଭଳି ଏକ ଅନିଶ୍ଚିତ ସମୟରେ ଦେଶରେ ବେକାରଙ୍କ ଆର୍ଥିକ ସ୍ଥିତି ଉତ୍କଟ ହେବ ବୋଲି ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷା

ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କାର୍ଯ୍ୟସ୍ଥଳରେ ବ୍ୟବସାୟୀଙ୍କ କୋଭିଡ୍‌ ପରୀକ୍ଷଣ ଆରମ୍ଭ ହୋଇଛି। ଶୁକ୍ରବାର ନର୍ଥ ଜୋନ୍‌ ଅନ୍ତର୍ଗତ ନୀଳାଦ୍ରିବିହାର ତାରିଣୀ...

୨ ସପ୍ତାହ ମଧ୍ୟରେ ହେବ ଆଫଗାନିସ୍ତାନ-ତାଲିବାନ୍‌ ଶାନ୍ତି ଆଲୋଚନା

କାବୁଲ,୨୮।୭: ଆଫଗାନିସ୍ତାନ ସରକାର ଏବଂ ତାଲିବାନ୍‌ ଆତଙ୍କବାଦୀ ସଂଗଠନ ମଧ୍ୟରେ ଶାନ୍ତି ଆଲୋଚନା ୨ ସପ୍ତାହ ମଧ୍ୟରେ ହେବାର ସମ୍ଭାବନା ରହିଛି। ଏନେଇ ଆଫଗାନିସ୍ତାନ ଶାନ୍ତି...

ଆଜି ରାଜ୍ୟରେ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୭।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା...

ଟିକା ଦିଅ, ଇଲିଶି ନିଅ

ନୂଆଦିଲ୍ଲୀ, ୨୪।୬: ଭାରତର ଇଲିଶି ଚାହିଦା ମେଣ୍ଟାଇବା ପାଇଁ ବାଂଲାଦେଶରୁ ଏହି ମାଛକୁ ଆମଦାନୀ କରାଯାଇଥାଏ। ତେବେ ଭାରତ ପଡ଼ୋଶୀ ଦେଶକୁ କୋଭିଡ୍‌ ଟିକା ଯୋଗାଇବାରେ...

ଦୈନିକ ସଂକ୍ରମଣ ୪ ହଜାର ତଳେ, ସକ୍ରିୟ ମାମଲା ୪୩ ହଜାରରୁ କମ…

ନୂଆଦିଲ୍ଲୀ, ୨୭।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ଚାଇନାର ବିସ୍ତାରବାଦୀ ନୀତିକୁ ବାଧା ଦେବ ଜାପାନ: ମୁତୟନ କରିବ ଏଫ୍‌-୩୫-ବି ଯୁଦ୍ଧ ବିମାନ

ଟୋକିଓ,୬।୪: ପୂର୍ବ ଚାଇନା ସାଗରରେ ଥିବା ଦ୍ୱୀପ ସମୁହକୁ ନେଇ ବିବାଦ ଦେଖାଦେଇଛି। ନିଜର ବିସ୍ତାରବାଦୀ ନୀତି ପ୍ରୟୋଗ କରି ଏସବୁ ଦ୍ୱୀପ ଉପରେ ଚାଇନା...

ୟୁକ୍ରେନ୍‌ ପଛରେ ରହି ରୁଷିଆ ସହିତ ଆମେରିକା ଲଢୁଛି ଛାୟା ଯୁଦ୍ଧ…

ଓ୍ବାଶିଂଟନ, ୨୨।୫ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ୪ ମାସରେ ପହଞ୍ଚିଛି। ତେବେ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ହେଉଛି ଯେ, ରୁଷିଆ ସହିତ ଆମେରିକା ଛାୟାଯୁଦ୍ଧ...

କେତେ ସଫଳ ହେବ ଆଣ୍ଟିବଡି ପରୀକ୍ଷା

ଓ୍ବାଶିଂଟନ,୧୨।୪: କୋଭିଡ୍‌-୧୯ ସଂକ୍ରମଣକୁ ନେଇ ଅଧିକାଂଶ ଦେଶ ଲକ୍‌ଡାଉନ ରହିଛି। କେବେ ଜୀବନଯାତ୍ରା ସ୍ବାଭାବିକ ହେବ ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କରୋନା ଦ୍ୱାରା...

Advertisement
Archives

Model This Week