ଚାଇନା ଇଟାଲି ପରେ ଏବେ କରୋନାର ନୂଆ ଠିକଣା ଆମେରିକା: ଡବ୍ଲ୍ୟୁଏଚ୍‌ଓ !

ଓ୍ବାଶିଂଟନ,୨୫।୩: ଚାଇନାରେ କରୋନା ତାଣ୍ଡବ ରଚିବା ପରେ ଇଟାଲି ମୁହାଁ ହୋଇଥିଲା। ଏବେ ଏହାର ନୂଆ ଠିକଣା ଆମେରିକା ପାଲଟିବାକୁ ଯାଉଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଏଠାରେ ୭୦୪ ଲୋକଙ୍କ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ନ୍ୟୁୟର୍କରେ ୨୧୦, ଓ୍ବାଶିଂଟନରେ ୧୨୩ ଏବଂ ଲୁସିଆନାରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ମାର୍ଚ୍ଚ ୪ଠାରୁ ଏଠାରେ କରୋନା ସଂକ୍ରମଣ ଆରମ୍ଭ ହୋଇଥିଲା। ସେତେବେଳେ ପ୍ରତିଦିନ କରୋନା ସଂକ୍ରମିତଙକକ ସଂଖ୍ୟା ଏଠାରେ ପ୍ରତିଦିନ ୨୩ ପ୍ରତିଶତ ବୃଦ୍ଧି ପାଉଥିଲା। ତେବେ ମାର୍ଚ୍ଚ ୧୮-୧୯ରେ ସଂକ୍ରମିତଙ୍କ ସଂଖ୍ୟାରେ ଦିନ ପିଛା ୫୨ ପ୍ରତିଶତ ବୃଦ୍ଧି ପାଇଛି। ଆବଶ୍ୟକ ପଦକ୍ଷେପ ଗ୍ରହଣ କରା ନ ଗଲେ ଚାଇନା, ଇଟାଲି ପରି ଏଠାରେ ମଧ୍ୟ କରୋନା ତାଣ୍ଡବ ରଚିବ ବୋଲି ଡବ୍ଲ୍ୟୁଏଚ୍‌ଓ କହିଛି। ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ଆମେରିକା ଯୁଦ୍ଧପୋତରେ ୩ ସୈନିକଙ୍କଠାରେ କରୋନା ସଂକ୍ରମଣ ହୋଇଥିବା ଚିହ୍ନଟ କରାଯାଇଛି ବୋଲି ଆମେରିକା ନୌସେନାର କାର୍ଯ୍ୟନିର୍ବାହୀ ସଚିବ ଥୋମାସ ମୁଡଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶରେ ଏବେ ମାସ୍କ ପିନ୍ଧିବା ଜରୁରୀ ନୁହେଁ

ରୋମ୍‌,୨୮ା୬: ଫେବୃୟାରୀ ୨୦୨୦ରେ ବିଶ୍ୱରେ ମହାମାରୀ କରୋନା ବ୍ୟାପିବା ପରେ ଲୋକମାନେ ମାସ୍କ ପିନ୍ଧିବା ଆରମ୍ଭ କରିଥିଲେ। ୟୁରୋପର ଲୋକମାନେ ମଧ୍ୟ ମାସ୍କ ପିନ୍ଧି ଏହି...

କରୋନା ତାଣ୍ଡବ: ମୃତ୍ୟୁ ସଂଖ୍ୟା ଟପିଲା ୫୯ ହଜାର; ୧୦ ଲକ୍ଷ ୯୮ ହଜାର ସଂକ୍ରମିତ

ୱାଶିଂଟନ, ୪ ।୪: ପୃଥିବୀରେ କରୋନ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି । ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୯ ହଜାର ୧୪୧ ଲୋକଙ୍କ...

ଚାଇନା ଜନସଂଖ୍ୟାରେ ହ୍ରାସ

ହଂକଂ,୧୮।୧: ୧୯୬୧ ମସିହା ପରଠାରୁ ପ୍ରଥମ ଥର ପାଇଁ ବିଶ୍ୱର ସବୁଠୁ ଜନବହୁଳ ରାଷ୍ଟ୍ର ଚାଇନାର ଲୋକସଂଖ୍ୟା କମିଛି। ଚାଇନାର ଜନସଂଖ୍ୟା ୧.୪୧୨୬୦ ବିଲିୟନ୍‌ରୁ ଗତବର୍ଷ...

ମନର ଭାବନାକୁ ଜାଣିପାରିବ ଏହି ହେଲ୍‌ମେଟ

ଓ୍ବାଶିଂଟନ୍‌,୧୮।୬: ମନୁଷ୍ୟର ମନର ଭାବନାକୁ ଜାଣିବା ପାଇଁ ଅନେକ ବର୍ଷରୁ ଗବେଷଣା ଚାଲିଛି, ହେଲେ ଏବେ ଯାଇ ଏଥିରେ ସଫଳତା ମିଳିପାରିଛି। କର୍ନେଲ ନାମକ ଜଣେ...

୯ ମାସ ପରେ ଖୋଲିଲା ଇଫେଲ୍‌ ଟାଓ୍ବାର

ପ୍ୟାରିସ୍‌, ୧୬।୭: କରୋନା ମହାମାରୀ ଯୋଗୁ ୯ ମାସ ହେଲା ବନ୍ଦ ରହିଥିବା ଇଫେଲ୍‌ ଟାଓ୍ବାର ଶୁକ୍ରବାର ଖୋଲିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏହି ଟାଓ୍ବାର...

ସାମୁଦ୍ରିକ ଝଡ଼ ଗାବ୍ରିଏଲର ତାଣ୍ଡବ, ୨୫୦ କିଲୋମିଟର ବେଗରେ ବହିଲା ପବନ, ଜରୁରୀକାଳୀନ ପରିସ୍ଥିତି ଜାରି…

ଅକଲାଣ୍ଡ,୧୪।୨ : ନ୍ୟୁଜିଲାଣ୍ଡରେ ସମୁଦ୍ର ଝଡ଼ ଗାବ୍ରିଏଲର ତାଣ୍ଡବ ଆରମ୍ଭ ହୋଇଛି। ଝଡ ଯୋଗୁ ଅଧିକ ବିନାଶ ହେବାର ଆଶଙ୍କା ରହିଛି। ଏହି କାରଣରୁ ନ୍ୟୁଜିଲାଣ୍ଡ...

ଚିନ୍ତା ବଢ଼ାଇଲାଣି ସଂକ୍ରମଣ

ନୂଆଦିଲ୍ଲୀ,୧୬।୩: କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଗୋଟିଏ ଦିନରେ ଦେଶରେ ମୋଟ ୨୬,୨୯୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୧୮ ଜଣଙ୍କ...

କରୋନାର ନୂଆ ଭାରିଏଣ୍ଟକୁ ନେଇ ଚେତାବନୀ: ୩ ଜଣରେ ହେଉଛି ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ,୩୦ ।୧: ପୁଣିଥରେ ଡରାଇଲାଣି କରୋନା ଭାଇରସର ଆଉ ଏକ ନୂଆ ଭାରିଏଣ୍ଟ । ଏବେ ସାରା ବିଶ୍ୱ କରୋନାର ତୃତୀୟ ଲହର ବା ଓମିକ୍ରନର...

Advertisement
Archives

Model This Week